Home

ଚାମ୍ପିଅନ୍ସ ଟ୍ରଫି ଫାଇନାଲ ପୂର୍ବରୁ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର, ୧୯ ବର୍ଷ କ୍ୟାରିୟରରେ…

ଢାକା,୬।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ୍‌ ମାର୍ଚ୍ଚ ୯ରେ ଦୁବାଇରେ ଖେଳାଯିବ। କିନ୍ତୁ ଏହାର ୪ ଦିନ ପୂର୍ବରୁ, ବାଂଲାଦେଶୀ ଉଇକେଟକିପର-ବ୍ୟାଟ୍ସମ୍ୟାନ ମୁସଫିକର ରହିମ ଏକଦିବସୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷର କ୍ୟାରିୟର ପରେ ସେ ଏହି…

ଲଣ୍ଡନରେ ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କ ଉପରେ ଆକ୍ରମଣ ଉଦ୍ୟମ, ତ୍ରିରଙ୍ଗା ଚିରିଲେ ଖଲିସ୍ତାନୀ ସମର୍ଥକ-Video

ଲଣ୍ଡନ,୬।୩: ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ତାଙ୍କର ୬ ଦିନିଆ ୟୁକେ ଏବଂ ଆୟର୍ଲାଣ୍ଡ ଗସ୍ତରେ ଅଛନ୍ତି। ବୈଦେଶିକ ମନ୍ତ୍ରୀ ଚାଥାମ ହାଉସରେ ପହଞ୍ଚିବା ପୂର୍ବରୁ କିଛି ଖଲିସ୍ତାନୀ ସମର୍ଥକ ସେଠାରେ ଉପସ୍ଥିତ ଥିଲେ। ସେମାନେ ଭାରତ ବିରୋଧୀ ସ୍ଲୋଗାନ ଦେଉଥିଲେ।…

ଭାବନା ବି ରୋଗର କାରଣ: ଫୁସ୍‌ଫୁସ୍‌କୁ ଦୁର୍ବଳ କରିଦିଏ ଦୁଃଖ, ଡର କିଡ୍‌ନୀକୁ କ୍ଷତି…

ମଣିଷ ତା’ ଜୀବନରେ ବିଭିନ୍ନ ପରିସ୍ଥିତି ଦେଇ ଗତି କରିଥାଏ। କେତେବେଳେ ତାକୁ ଦୁଃଖ ଭୋଗିବାକୁ ହୋଇଥାଏ ତ ପୁଣି କେତେବେଳେ ସୁଖ। ସେହିପରି ଆଉ କେତେବେଳେ କାହା ଉପରେ ରାଗିବା ପାଇଁ ମନରେ ତା’ର କ୍ରୋଧ ମଧ୍ୟ ଆସିଥାଏ। ତେବେ…

ଫିଲ୍ମ ଛାଡ଼ିଲେ କିଆରା

ମୁମ୍ବାଇ: ଅଭିନେତ୍ରୀ କିଆରା ଆଡ଼ଭାନୀ ଫିଲ୍ମ ଛାଡ଼ିଛନ୍ତି। ପ୍ରକୃତରେ କହିବାକୁ ଗଲେ କିଆରା ଫିଲ୍ମ ଦୁନିଆ ପୂରା ଛାଡ଼ି ନାହାନ୍ତି। କିଛିଦିନ ପାଇଁ ଛାଡ଼ିଛନ୍ତି। କାରଣ ତାଙ୍କ ଜୀବନ ଏବେ ଖୁସିରେ ପରିପୂର୍ଣ୍ଣ। ନିକଟରେ ଅଭିନେତ୍ରୀ ତାଙ୍କ ଗର୍ଭବତୀ ହେବାର ଖବର…

ପ୍ରଭାବିତ ଧାନ ଫସଲ ଦେଖିଲେ କୃଷି ବିଭାଗ ଟିମ୍‌

ବରଗଡ଼,୫।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଧାନ ଫସଲରେ ରୋଗପୋକ ଉପଦ୍ରବ ହୋଇଛି। ଫସଲ ପ୍ରାଥମିକ ପର୍ଯ୍ୟାୟରେ ଥିବା ସମୟରେ ଏଭଳି ସ୍ଥିତି ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ସମେତ ବିଭିନ୍ନ ଗ୍ରାମର ଧାନ ଫସଲେ କାଣ୍ଡବିନ୍ଧା ପୋକ…

ନବ ଦାସଙ୍କ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବି ମାମଲାର ଅନ୍ତ

କଟକ,୫ା୩(କାର୍ତ୍ତିକ ସାହୁ)- ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ନେଇ ରୁଜୁ ମାମଲାର ବୁଧବାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ନବ ଦାସ ହତ୍ୟା ମାମଲାର ତଦନ୍ତ ସଂକ୍ରାନ୍ତୀୟ ରିପୋର୍ଟ ସତ୍ୟପାଠ ଜରିଆରେ…

ସୁଭଦ୍ରା ଯୋଜନା: କାଲି ମିଳିବ…

ଭୁବନେଶ୍ୱର,୫ା୩(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ଅର୍ଥରାଶି ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧ କୋଟି ୮ ଲକ୍ଷ ମହିଳା ଆବେଦନ କରିସାରିଛନ୍ତି। ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି…

‘ଲୋକଙ୍କ ନିକଟତର ହେବାକୁ ଚାହୁଁଛି ଭାଜପା ସରକାର’

ଭବାନୀପାଟଣା,୫ା୩(ଉତ୍ତମ କୁମାର ଦାଶ): ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ୨୦୨୫-୨୬ବର୍ଷ ପାଇଁ ୨ଲକ୍ଷ ୯୦ହଜାର କୋଟି ଆର୍ଥିକ ବଜେଟ ଉପସ୍ଥାପନା କରାଯାଇଛି। ଏହା ଓଡ଼ିଶାର ସାଧାରଣ ଲୋକଙ୍କ ବଜେଟ। ଭାଜପା ସରକାର ଲୋକଙ୍କ ନିକଟତର ହେବାକୁ ଚାହୁଁଛି ବୋଲି ବୁଧବାର ଭବାନୀପାଟଣା…

ବାଥରୁମ୍‌ରେ ରଖନ୍ତୁ ଏହି ରଙ୍ଗର ବାଲ୍‌ଟି; ଘରେ ବୃଦ୍ଧି ପାଇବ ସୁଖ ସମୃଦ୍ଧି…

ଆମ ଜୀବନରେ ବାସ୍ତୁ ଶାସ୍ତ୍ରର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପଡ଼ିଥାଏ। ଏଥିରେ ଦିଗ ଏବଂ ରଙ୍ଗର ପ୍ରମୁଖ ଭୂମିକା ରହିଛି। ସଠିକ ରଙ୍ଗ ଚୟନ କରିବା ଦ୍ୱାରା ବ୍ୟକ୍ତିର ଜୀବନରେ ଅନେକ ପ୍ରକାରର ଅସୁବିଧାରୁ ମୁକ୍ତି ମିଳିଥାଏ। ଏଥିସହ ବାସ୍ତୁ ଦୋଷ ଦୂର…

ହାଣ୍ଡିଆ ଗୋଦାମରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୫ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସଦର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମର ଅଭିଯୁକ୍ତ କୁନୁ ଓରଫ ଜଗନ୍ନାଥ ମୁଣ୍ଡା(୨୦) ଙ୍କୁ ସଶ୍ରମ…

ମହିଳାଙ୍କ ଭିତରେ ଏହି ୪ ଦୁର୍ଗୁଣ ଥିଲେ ପରିବାର ହୁଏ ଛାରଖାର

ଆଚାର୍ଯ୍ୟ ଚାଣକ୍ୟଙ୍କ ଦ୍ୱାରା ଲିଖିତ ‘ନୀତି ଶାସ୍ତ୍ର’ର ଆଜିବି ଆଦର କରାଯାଏ। ମନୁଷ୍ୟ ଜୀବନରେ ତାଙ୍କ ବର୍ଣ୍ଣିତ ନୀତିର ଗୁରୁତ୍ୱ ଅଧିକ ରହିଛି। ଯଦି କେହି ବ୍ୟକ୍ତି ଚାଣକ୍ୟଙ୍କ ପରାମର୍ଶ ମୁତାବକ ଜୀବନରେ କାର୍ଯ୍ୟ କରନ୍ତି ତେବେ ସେ ବହୁତ ଉପରକୁ…

ଫାଇନାଲ ଖେଳିବେ ଭାରତ-ନ୍ୟୁଜିଲାଣ୍ଡ, ଶେଷ ଯାଏ ଲଢ଼ି ବି ହାରିଗଲା…

ଲାହୋର,୫।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲକୁ ଗଲା ନ୍ୟୁଜିଲାଣ୍ଡ। ବୁଧବାର ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳିଥିବା ଦ୍ୱିତୀୟ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରି ଦଳ ଫାଇନାଲରେ ପ୍ରବେଶ କରିଛି। ଶେଷ ଯାଏ ଲଢ଼ିବା ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ଶେଷରେ ୫୦ ରନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?