Home

କୁସୁମା ବଙ୍ଗଳାର ତଦନ୍ତ ହେବ

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲା ବିଶିଷ୍ଟ ୯ଟି କଟେଜ ନିର୍ମାଣର ରହସ୍ୟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ବୁଧବାର ଯାଜପୁର ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି କାର୍ଯ୍ୟର ସ୍ବଚ୍ଛତା ଓ ବୈଧତାର ତଦନ୍ତ କରାଯିବ…

ଦୃଢ଼ହେବ ବନ୍ୟପ୍ରାଣୀ ଅପରାଧ ମାମଲା

ଭୁବନେଶ୍ୱର, ୪।୭(ଅସମାପିକା ସାହୁ)ଦେଶରେ ନୂଆ ଆପରାଧିକ ଆଇନ ଲାଗୁ ହୋଇଛି। ତେବେ ବନ୍ୟପ୍ରାଣୀ(ସଂରକ୍ଷଣ) ଆଇନରେ ସେପରି ପରିବର୍ତ୍ତନ ହୋଇ ନ ଥିଲେ ମଧ୍ୟ ଓଡ଼ିଶା ବନ ବିଭାଗ ରାଜ୍ୟରେ ବନ୍ୟପ୍ରାଣୀ ଶିକାର, ଚୋରା ଚାଲାଣ ସହ ବିଭିନ୍ନ ଅପରାଧ ରୋକିବାକୁ ନୂଆ…

୫ ମହାନଗର ପାଇଁ ଆସିବ ୪୦୦ ଇ-ବସ୍‌

ଭୁବନେଶ୍ୱର,୪।୭ (ଅନିଲ ଦାସ)ପ୍ରଧାନମନ୍ତ୍ରୀ ଇ-ବସ୍‌ ସେବା ଯୋଜନାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପାଇଁ ୪୦୦ ଇ-ବସ୍‌ ଅଣାଯିବ। ଭୁବନେଶ୍ୱର, କଟକ ଓ ରାଉରକେଲା ସହର ପାଇଁ ୧୦୦ ଲେଖାଏ ଏବଂ ସମ୍ବଲପୁର ଓ ବ୍ରହ୍ମପୁର ସହର ପାଇଁ ୫୦ଟି…

ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍‌ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍‌ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍‌ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ୮ କମିଟି ଗଠନ କରାଯାଇଛି। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍‌ କମିଟିରେ ପ୍ରଧାନମନ୍ତ୍ରୀ…

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଜାମୁଦା ଅଞ୍ଚଳରେ। ଏନେଇ ସିଡିଏ ଫେଜ ୨ ଥାନାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଲଙ୍ଗଳେଶ୍ୱର ଗୋସେଇଁ ପାଟଣା ସାହିର ରସାୟନ ମଲ୍ଲିକ ହନୁମାନ ମନ୍ଦିରରେ ବସିଥିବାବେଳେ ସେହି ଗ୍ରାମର…

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର ମାମଲାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭଗବାନ ଶିବଙ୍କ ଫଟୋ ଦେଖାଇ ଲୋକ…

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା, ରାଜ୍ୟରେ ଗଡ଼ିବ ଏତିକି ଟ୍ରେନ୍‌

ପୁରୀ,୩ା୭: ପୁରୀ ରଥଯାତ୍ରା ପାଇଁ ରାଜ୍ୟରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବିଶ୍ୱପ୍ରସିଦ୍ଧ ଏହି ରଥଯାତ୍ରା ପାଇଁ ୩୧୫ରୁ ଊର୍ଦ୍ଧ୍ୱ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ରାଜ୍ୟ ସହ ପଡ଼ୋଶୀ ରାଜ୍ୟରୁ ପୁରୀକୁ ଟ୍ରେନ୍‌ ଚଳାଚଳ କରିବା ପାଇଁ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀର ଦାଶଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୩।୭(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗର ଅଣ୍ଡର ସେକ୍ଟ୍ରେଟାରି ସମୀର ଦାଶ ଯିଏ କି ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସରରେ ନିଯୁକ୍ତି ପାଇଥିଲେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂଆ…

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା ଅନୁଯାୟୀ, ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳର ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri