ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ
ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଭାଜପା ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିବାବେଳେ ପଶ୍ଚିମବଙ୍ଗରୁ ରୁକ୍ମିଣୀ ମଲ୍ଲିକ (କୋଏଲ…
ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….
ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ ଚର୍ଚ୍ଚିତ ‘ମୁନ୍ନାଭାଇ’ ଅନ୍ଦାଜରେ ରାଜନୈତିକ ବ୍ୟଙ୍ଗ କରିଛନ୍ତି । ପ୍ରାୟ ୫ ମିନିଟ୍…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଆନନ୍ଦପୁର ଉପଖଣ୍ଡ ଦେଓଗାଁ ରେଞ୍ଜ ଧୋବାଲାହୁଡି ଗାଁର ସମ୍ବରୀ କୁଲାଡ଼ୀ ନାମକ ମହିଳା…
ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!
ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍ସନର୍ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା (DA), ମହଙ୍ଗା ରିଲିଫ୍ (DR) ଏବଂ ବୋନସ୍ ଦେବା ନେଇ ପ୍ରସ୍ତୁତି କରୁଥିବା…
ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….
ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନୀତା ଆହୁଜାଙ୍କ ମଧ୍ୟରେ ସମ୍ପର୍କକୁ ନେଇ ମଧ୍ୟ ବିଭିନ୍ନ ଖବର ସାମ୍ନାକୁ ଆସୁଛି…
ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ
ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା ଯୌନ ଉତ୍ପୀଡ଼ନ ଅଭିଯୋଗ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛି। କଂଗ୍ରେସର ସାଧାରଣ…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧) ଓ ଚିଳ୍ପୀ ମଣ୍ଡଳ (୨୫)। ସେମାନେ ନିଜର ପରିଚୟ ବଦଳାଇ ଭୁବନେଶ୍ୱରରୁ ଏସ୍ଏମ୍…
ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…
ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ ମିଳିତ ବିକ୍ଷୋଭ ଶୋଭାଯାତ୍ରାର ନେତୃତ୍ୱ…
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ (ଆର୍ଆଇ) ବସନ୍ତ ମଲ୍ଲିକ ଅଭିଯୋଗକାରୀଙ୍କୁ ମୂଳଧନ ଓ ସୁଧ ସହ ମୋଟ୍ ୪୨…
ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ଦୁଇ ଜଣଙ୍କୁ ଗିରଫ କରାଯାଇଛି। କେସିଙ୍ଗା ଅବକାରୀ…
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ ବଂଶଧରମାନେ ଲୁଣା ହେନ୍ତାଳ ଜଙ୍ଗଲ ମଧ୍ୟରେ ବସବାସ କରିଆସୁଛନ୍ତି। ତେବେ ସ୍ୱାଧୀନତାର ଏତେ…
ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି ଭାଜପା ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଦଳ…

