ଉତ୍କଳ ହସ୍ପିଟାଲ ପାଳିଲା ଡାକ୍ତର ଦିବସ
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ନୀଳାଦ୍ରି ବିହାରସ୍ଥିତ ଘରୋଇ ସୁପର ମଲ୍ଟିସ୍ପେଶିିଆଲଟି ଉତ୍କଳ ହସ୍ପିଟାଲରେ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ହସ୍ପିଟାଲରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ଉତ୍କଳ ହସ୍ପିଟାଲ ଏମ୍.ଡି ଡା. ପ୍ରଜ୍ଞାନ ରଞ୍ଜନ ଘଡେଇ ଏବଂ ଡାଇରେକ୍ଟର (ମେଡିକାଲ ସର୍ଭିସେସ) ଡା.…
ପତଞ୍ଜଳି ଆୟୁର୍ବେଦକୁ ଅଧିଗ୍ରହଣ କରିବ ପିଏଫ୍ଏଲ୍
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ପତଞ୍ଜଳି ଫୁଡ୍ ଲିମିଟେଡ୍(ପିଏଫଏଲ) ବୋର୍ଡ ଏହାର ପ୍ୟାରେଣ୍ଟ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ‘ହୋମ୍ ଆଣ୍ଡ ପର୍ସନାଲ କେୟାର’ ବ୍ୟବସାୟ କ୍ରୟ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ବ୍ୟବସାୟ କିଣିବା ପାଇଁ ପତଞ୍ଜଳି ଫୁଡ୍ସ ଲମ୍ପସମ ମୂଲ୍ୟ ନିର୍ଦ୍ଧାରଣ ପାଇଁ…
ଫେରିନି ୭୫୮୧ କୋଟିର ୨୦୦୦ ଟଙ୍କିଆ ନୋଟ୍
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ବର୍ତ୍ତମାନ ସୁଦ୍ଧା ୨୦୦୦ଟଙ୍କିଆ ନୋଟର ମୋଟ ୯୭.୮୭ ପ୍ରତିଶତ ବ୍ୟାଙ୍କିଙ୍ଗ୍ ସିଷ୍ଟମକୁ ଫେରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏକ ବିବୃତି ଜାରି କରି କହିଛି ଯେ, ୨୦୨୩ ମସିହା ମେ ୧୯ରେ ଆରବିଆଇ ୨୦୦୦ ଟଙ୍କିଆ ନୋଟ୍ ପ୍ରତ୍ୟାହାର…
ଭାଜପା-ବିଜେଡି କର୍ମୀ ମାର୍ପିଟ୍
ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ ଉପସ୍ଥିତିକୁ ନେଇ ବିଜେଡି-ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ଏପରି କି ବିଜେଡି କର୍ମୀଙ୍କୁ ଭାଜପା…
ଜୁନ୍ରେ ୧,୬୧,୪୯୭ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୭: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୩ୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ ହୋଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା…
କେଉଁଠି ନଇଁଲେ, କେଉଁଠି ସିଧା
ନୂଆଦିଲ୍ଲୀ,୨ା୭ (ପି.ଟି.):ଲୋକ ସଭାରେ ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ବାଚସ୍ପତି ଓମ୍ ବିର୍ଲାଙ୍କୁ ଘେରିବା ଦେଖିବାକୁ ମିଳିଛି। ରାହୁଲ ବାଚସ୍ପତିଙ୍କୁ ପ୍ରଶ୍ନ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ସେପ୍ଟେମ୍ବର ୧୩ରେ ରିଲିଜ୍ ହେବ ‘ଦି ବକିଂହାମ୍ ମର୍ଡର୍ସ’
ମୁମ୍ବାଇ: ହନ୍ସଲ ମେହତାଙ୍କ ନିର୍ଦ୍ଦେଶିତ ତଥା ଅଭିନେତ୍ରୀ କରୀନା କପୁର ଖାନ୍ଙ୍କ ଅଭିନୀତ ଫିଲ୍ମ ‘ଦି ବକିଂହାମ୍ ମର୍ଡର୍ସ’ର ରିଲିଜ୍ ତାରିଖ ସୋମବାର ଘୋଷଣା କରାଯାଇଛି। ଫିଲ୍ମ ନିର୍ମାତା ସଂସ୍ଥା ବାଲାଜୀ ମୋସନ୍ ପିକ୍ଚର୍ସ ଦ୍ୱାରା ଇନ୍ଷ୍ଟାଗ୍ରାମରେ ଏନେଇ ଏକ ପୋଷ୍ଟର…
ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍ପି
ଭୁବନେଶ୍ୱର,୨ା୭(ଅନିଲ ଦାସ) ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ…
ଏନ୍ଇଇଟି ପ୍ରସଙ୍ଗ ଆଲୋଚନା ଦାବିରେ ବିରୋଧୀଙ୍କ କକ୍ଷତ୍ୟାଗ
ନୂଆଦିଲ୍ଲୀ,୨ା୭(ପି.ଟି.): ଲୋକ ସଭାରେ ସୋମବାର ବିରୋଧୀ ସଦସ୍ୟମାନେ ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ସ୍ବତନ୍ତ୍ର ଭାବେ ଗୋଟିଏ ଦିନ ଆଲୋଚନା ଦାବି କରିଥିଲେ। ଏଥିପାଇଁ ସରକାରଙ୍କଠାରୁ ସ୍ପଷ୍ଟ ପ୍ରତିଶ୍ରୁତି ନ ମିଳିବାରୁ ସେମାନେ କକ୍ଷତ୍ୟାଗ କରିଛନ୍ତି। ନିମ୍ନ ସଦନରେ ଗୃହକାର୍ଯ୍ୟ ଆରମ୍ଭ…
ମାନହାନି ମାମଲା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଟିଏମ୍ସି ନେତାଙ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨ା୭(ପି.ଟି.): ଏକ ମାନହାନି ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ନେତା ସାକେତ୍ ଗୋଖଲେଙ୍କୁ ଏଥିପାଇଁ ପୂର୍ବତନ କୂଟନୀତିଜ୍ଞ ଲକ୍ଷ୍ମୀ ମୁର୍ଦେଶ୍ୱର ପୁରୀଙ୍କୁ କ୍ଷମା ମାଗିବା ସହ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ…
ଭିଡ଼ହିଂସା ଧାରାରେ ତ୍ରୁଟି ରହିଛି: ଝାଡ଼ଖଣ୍ଡ ହାଇକୋର୍ଟ
ରାଞ୍ଚତ୍,୨ା୭: ସାରା ଦେଶରେ ୩ ନୂଆ ଆପରାଧିକ ଆଇନ ସୋମବାର ଲାଗୁ ହୋଇଛି। ଇଣ୍ଡିଆନ୍ ପେନାଲ୍ କୋଡ୍ (ଆଇପିସି) ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍ଏସ୍) କାର୍ଯ୍ୟକାରୀ ହୋଇଛି। ୟୁନିଭର୍ସାଲ ଲେକ୍ସିସ୍ନେକ୍ସିସ୍ ଦ୍ୱାରା ପ୍ରକାଶିତ ଏହାର ସଂସ୍କରଣରେ ତ୍ରୁଟି ରହିଥିବା ଜାଣିବା ପରେ ଝାଡ଼ଖଣ୍ଡ…
ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼ାଯାଇଥିବା…
Archives


