Home

କେଉଁଠି ନଇଁଲେ, କେଉଁଠି ସିଧା

ନୂଆଦିଲ୍ଲୀ,୨ା୭ (ପି.ଟି.):ଲୋକ ସଭାରେ ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଘେରିବା ଦେଖିବାକୁ ମିଳିଛି। ରାହୁଲ ବାଚସ୍ପତିଙ୍କୁ ପ୍ରଶ୍ନ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସେପ୍ଟେମ୍ବର ୧୩ରେ ରିଲିଜ୍‌ ହେବ ‘ଦି ବକିଂହାମ୍‌ ମର୍ଡର୍ସ’

ମୁମ୍ବାଇ: ହନ୍‌ସଲ ମେହତାଙ୍କ ନିର୍ଦ୍ଦେଶିତ ତଥା ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଦି ବକିଂହାମ୍‌ ମର୍ଡର୍ସ’ର ରିଲିଜ୍‌ ତାରିଖ ସୋମବାର ଘୋଷଣା କରାଯାଇଛି। ଫିଲ୍ମ ନିର୍ମାତା ସଂସ୍ଥା ବାଲାଜୀ ମୋସନ୍‌ ପିକ୍ଚର୍ସ ଦ୍ୱାରା ଇନ୍‌ଷ୍ଟାଗ୍ରାମରେ ଏନେଇ ଏକ ପୋଷ୍ଟର…

ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୨ା୭(ଅନିଲ ଦାସ) ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ…

ଏନ୍‌ଇଇଟି ପ୍ରସଙ୍ଗ ଆଲୋଚନା ଦାବିରେ ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୨ା୭(ପି.ଟି.): ଲୋକ ସଭାରେ ସୋମବାର ବିରୋଧୀ ସଦସ୍ୟମାନେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ପ୍ରସଙ୍ଗରେ ସ୍ବତନ୍ତ୍ର ଭାବେ ଗୋଟିଏ ଦିନ ଆଲୋଚନା ଦାବି କରିଥିଲେ। ଏଥିପାଇଁ ସରକାରଙ୍କଠାରୁ ସ୍ପଷ୍ଟ ପ୍ରତିଶ୍ରୁତି ନ ମିଳିବାରୁ ସେମାନେ କକ୍ଷତ୍ୟାଗ କରିଛନ୍ତି। ନିମ୍ନ ସଦନରେ ଗୃହକାର୍ଯ୍ୟ ଆରମ୍ଭ…

ମାନହାନି ମାମଲା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଟିଏମ୍‌ସି ନେତାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨ା୭(ପି.ଟି.): ଏକ ମାନହାନି ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ସାକେତ୍‌ ଗୋଖଲେଙ୍କୁ ଏଥିପାଇଁ ପୂର୍ବତନ କୂଟନୀତିଜ୍ଞ ଲକ୍ଷ୍ମୀ ମୁର୍ଦେଶ୍ୱର ପୁରୀଙ୍କୁ କ୍ଷମା ମାଗିବା ସହ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ…

ଭିଡ଼ହିଂସା ଧାରାରେ ତ୍ରୁଟି ରହିଛି: ଝାଡ଼ଖଣ୍ଡ ହାଇକୋର୍ଟ

ରାଞ୍ଚତ୍,୨ା୭: ସାରା ଦେଶରେ ୩ ନୂଆ ଆପରାଧିକ ଆଇନ ସୋମବାର ଲାଗୁ ହୋଇଛି। ଇଣ୍ଡିଆନ୍‌ ପେନାଲ୍‌ କୋଡ୍‌ (ଆଇପିସି) ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌) କାର୍ଯ୍ୟକାରୀ ହୋଇଛି। ୟୁନିଭର୍ସାଲ ଲେକ୍ସିସ୍‌ନେକ୍ସିସ୍‌ ଦ୍ୱାରା ପ୍ରକାଶିତ ଏହାର ସଂସ୍କରଣରେ ତ୍ରୁଟି ରହିଥିବା ଜାଣିବା ପରେ ଝାଡ଼ଖଣ୍ଡ…

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼ାଯାଇଥିବା…

ପରୀକ୍ଷଣ ବେଳେ ଚାଇନାର ‘ତିଆନ୍‌ଲଙ୍ଗ୍‌-୩’ ରକେଟ ଦୁର୍ଘଟଣାଗ୍ରସ୍ତ

ବେଜିଂ, ୨।୭: ଚାଇନାର ସ୍ପେସ୍‌ ପାୟୋନିଅର କମ୍ପାନୀ ଦ୍ୱାରା ‘ତିଆନ୍‌ଲଙ୍ଗ୍‌-୩’ ରକେଟକୁ ସୋମବାର ପରୀକ୍ଷଣ କରାଯାଉଥିବାବେଳେ ଏହା ହଠାତ୍‌ ଉତ୍‌କ୍ଷେପିତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉକ୍ତ ରକେଟଟି ଲଞ୍ଚ୍‌ପ୍ୟାଡ୍‌ରୁ ଅଲଗା ହେବା ସହ ଆକାଶରେ ଦ୍ରୁତବେଗରେ ଗତିକରି ମଧ୍ୟ ଚାଇନାର ହେନାନ୍‌ ପ୍ରଦେଶର…

ଆଇନକୁ ଜବରଦସ୍ତ ଗୃହୀତ କରାଯାଇଥିଲା: ଖାର୍ଗେ

ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଥିବାରୁ ଦଣ୍ଡ ସ୍ଥାନରେ ନ୍ୟାୟ ମିଳିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ସ୍ବାଧୀନତାର ୭୭ ବର୍ଷ ପରେ ଭାରତକୁ ସମ୍ପୂର୍ଣ୍ଣ ସ୍ବଦେଶୀ ନ୍ୟାୟିକ ବ୍ୟବସ୍ଥା ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ପ୍ରିଭେସିକୁ କ୍ଷୁଣ୍ଣ କରିବ ନୂଆ ଆଇନ

ନୂଆଦିଲ୍ଲୀ,୨ା୭: ୨୦୨୩ରେ ପାର୍ଲାମେଣ୍ଟରେ ଗୃହୀତ ୩ ନୂଆ ଫୌଜଦାରୀ ଆଇନ ଜୁଲାଇ ପହିଲାରୁ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ତେବେ ଉକ୍ତ ଆଇନଗୁଡ଼ିକରେ ରହିଥିବା ନିୟମ ନାଗରିକମାନଙ୍କ ପ୍ରିଭେସି ଏବଂ ବାକ୍‌ ସ୍ବାଧୀନତା ଭଳି ସମ୍ବିଧାନ ପ୍ରଦତ୍ତ ମୌଳିକ ଅଧିକାର ପ୍ରତି ବିପଦ…

ନୂଆ ଆଇନରେ ପ୍ରଥମ ଏତଲା ଗ୍ବାଲିୟରରେ

ନୂଆଦିଲ୍ଲୀ,୨ା୭: ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବା ପରେ ଶୁକ୍ରବାର ୧୨ଟା ୧୦ ମିନିଟରେ ମଧ୍ୟପ୍ରଦେଶର ଗ୍ବାଲିୟରରେ ପ୍ରଥମ ଏତଲା ଏକ ମୋଟରସାଇକେଲ ଚୋରି ମାମଲାରେ ଦାଏର ହୋଇଛି। ନୂଆଦିଲ୍ଲୀ ରେଳଷ୍ଟେଶନ ନିକଟ କମଳା ମାର୍କେଟରେ ରାସ୍ତା ଅବରୋଧ…

‘ପ୍ରିୟ ନରେନ୍ଦ୍ର ମୋଦି ସାର୍‌…’ ବିଶ୍ୱକପ ବିଜେତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ପ୍ରଧାନମନ୍ତ୍ରୀ, ଏମିତି କୃତଜ୍ଞତା ଜଣାଇଲେ କୋହଲି

ନୂଆଦିଲ୍ଲୀ,୨।୭: ଟି -୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ବିରାଟ କୋହଲଙ୍କର ବଡ ଅବଦାନ ରହିଛି। ସମଗ୍ର ଟୁର୍ଣ୍ଣାମେଣ୍ଟରେ ରନ ସ୍କୋର କରିବାକୁ ସଂଘର୍ଷ କରୁଥିବା କୋହଲି ଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୬ ରନର ଇନିଂସ ଖେଳିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri