ବର୍ଷା ଅପେକ୍ଷାରେ ଚାଷୀ, କେନାଲ ଶେଷମୁଣ୍ଡରେ ନାହିଁ ପାଣି
କେନ୍ଦ୍ରାପଡ଼ା,୧ା୭(ଜଗନ୍ନାଥ ଧଳ): ଅକ୍ଷୟ ତୃତୀୟାକୁ ଇତିମଧ୍ୟରେ ଦେଢ଼ ମାସ ବିତିଛି। କେନ୍ଦ୍ରାପଡ଼ା ଜିଲାର ଚାଷୀ କ୍ଷେତରେ ହଳ କରି ବର୍ଷାକୁ ଅପେକ୍ଷା କରିଛନ୍ତି। ଝିପିଝିପି ବର୍ଷା ହେଉଥିବା ବେଳେ ଅସରେ ଦୁଇ ଅସରା ଭଲ ବର୍ଷା ହେଲେ ଚାଷ ଜମିରେ ପାଣି…
ଅଭିରାମଙ୍କ ୨ କିଡ୍ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ
ରାଜକନିକା,୧ା୭(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଭାରିଗଦା ପଞ୍ଚାୟତ ଝରକଟା ଗାଁର ଅଭିରାମ ଧଳ(୪୫) ନିଜ ପରିବାରକୁ ଭଲରେ ଚଳାଇବା ପାଇଁ ଦୀର୍ଘ ୧୫ବର୍ଷ ହେବ ତାମିଲନାଡୁ କୋଇମ୍ବାଟୁରରେ ଏକ ସୂତାକଳରେ କାମ କରୁଥିଲେ। ପରିବାର କହିଲେ ସ୍ତ୍ରୀ…
ଘରପିଣ୍ଡାରୁ ଓହ୍ଲାଇଲେ ରାସ୍ତା କାଦୁଅ
ଡେରାବିଶ,୧ା୭(ବେବର୍ତ୍ତା ଅଜୟ ଦାସ): ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ଗ୍ରାମକୁ ରାସ୍ତା ନାହିଁ। ମୁନ୍ଦାଏ ବର୍ଷା ହେଲେ ସାହି ଭିତର ରାସ୍ତାଟି ପାଣି କାଦୁଅରେ ଭର୍ତ୍ତି ହୋଇଯାଉଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଏଣ୍ଡର ପଞ୍ଚାୟତ…
ମହାକାଳପଡ଼ାରେ କୋଲକାତା ମାଛ ଯାଆଁଳ
ମହାକାଳପଡ଼ା,୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ କିଛିଦିନ ହେବ କୋଲକାତା ଅଞ୍ଚଳର ମାଛ ଯାଆଁଳ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ନିକଟ ପୋଖରୀକୁ ଭଡ଼ା ଆକାରରେ ନେଇ ଗାଞ୍ଜ ଜାଲ ଘେରି କରି ମାଛ ଯାଆଁଳ ସଂରକ୍ଷିତ ରଖି ସ୍ଥାନୀୟ…
ଗୋପନରେ ଚାଲିଛି ବାଲ୍ୟବିବାହ, ରାଜ୍ୟ ବାହାରକୁ ଯାଉଛନ୍ତି ଝିଅ
ମହାକାଳପଡ଼ା,୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତବ୍ୟକ୍ତ କରିଛନ୍ତି। ବ୍ଲକର ବିଶେଷ କରି ଦାରିଦ୍ର୍ୟ, ନିରକ୍ଷର ଓ…
ସପ୍ତଶଯ୍ୟାରେ ନିଖୋଜ ୫ ଛାତ୍ରଙ୍କୁ ଠାବକଲା ବନ ବିଭାଗ
ଢେଙ୍କାନାଳ,୧ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ସବୁଜିମା ଜଙ୍ଗଲ ସପ୍ତଶଯ୍ୟା ବୁଲିବାକୁ ଆସିଥିବାବେଳେ ୫ଜଣ ଛାତ୍ର ରବିବାର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସହିତ ଆସିଥିବା ଅନ୍ୟ ଦୁଇଜଣ ଛାତ୍ରଙ୍କଠାରୁ ଖବରପାଇ ସଦର ଥାନା ପୋଲିସ ଓ ବନବିଭାଗ ପକ୍ଷରୁ ଛାତ୍ରମାନଙ୍କୁ…
ଭୋଟ ହେଉଛି ଗଙ୍ଗାସ୍ନାନ
୨୦୨୪ ଲୋକ ସଭା ନିର୍ବାଚନ ସରି ସରକାର ଗଠନ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପରମ୍ପରା ଅନୁଯାୟୀ ପାର୍ଲାମେଣ୍ଟରେ ତାଙ୍କ ଅଭିଭାଷଣ ରଖିସାରିଛନ୍ତି। ସେଥିରେ ସେ ୧୯୭୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଲାଗୁ କରାଯାଇଥିବା ଜରୁରିକାଳୀନ ପରିସ୍ଥିତି…
ନୂଆ ଆଇନରେ ରୁଜୁ ହେଲା ପ୍ରଥମ ମାମଲା
ନୂଆଦିଲ୍ଲୀ,୧ା୭: ଆଜିଠୁ ଦେଶରେ ଲାଗୁ ହୋଇଛି ୩ ନୂଆ ଆଇନ। ତେବେ ଏହି ଆଇନ ଲାଗୁ ହେବା ପରେ ଭାରତୀୟ ନ୍ୟାୟ ସଂହିତାରେ ପ୍ରଥମ ଏଫ୍ଆଇର ବା ମାମଲା ଦିଲ୍ଲୀରେ ରୁଜୁ ହୋଇଛି। ଦିଲ୍ଲୀ କମଳା ମାର୍କେଟ୍ ଥାନାରେ ଜଣେ ଭେଣ୍ଡରଙ୍କ…
ନୂଆ ଆଇନରେ ହୋଇଛି ଏସବୁ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧ା୭: ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ ବୋଲି ବିଶ୍ୱାସ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ…
ଆଜିଠୁ ଲାଗୁ ହେଲା ୩ ନୂଆ ଆଇନ
ନୂଆଦିଲ୍ଲୀ,୧ା୭: ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି),…
ଜେଡିୟୁ ବୈଠକ ପରେ ହଠାତ୍ ଆକ୍ଟିଭ ହେଲେ ନୀତୀଶ କୁମାର
ପାଟନା,୩୦।୬: ଶନିବାର ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଦିଲ୍ଲୀରେ ପାର୍ଟି ଲୋକଙ୍କୁ ଭେଟିଥିଲେ। ଦିଲ୍ଲୀରେ ସେ ବିଭିନ୍ନ ରାଜ୍ୟରୁ ଜେଡିୟୁ ନେତାମାନଙ୍କୁ ଭେଟିଥିଲେ। ରବିବାର ମୁଖ୍ୟମନ୍ତ୍ରୀ ପ୍ରଥମେ ଜେଡିୟୁ ଜାତୀୟ କାର୍ଯ୍ୟକାରିଣୀ…
ବାରବାଡୋସରେ ଫସିଛନ୍ତି ଓ୍ବାର୍ଲଡ ଚାମ୍ପିୟନ ଟିମ, ଫେରିବାକୁ ହେଉଛି ବିଳମ୍ବ!
ନୂଆଦିଲ୍ଲୀ,୩୦।୬: ଭାରତୀୟ ଦଳ ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟାଇଟଲ ଜିତିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଫାଇନାଲ ବାରବାଡୋସରେ ଖେଳାଯାଇଥିଲା। ପୂର୍ବରୁ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଶୁକ୍ରବାର ବାରବାଡୋରେ ପହଞ୍ଚିଥିଲେ,…
Archives


