Home

ହରିୟାଣା ନିର୍ବାଚନକୁ ପ୍ରଭାବିତ କରିବ କୃଷକ ଆନ୍ଦୋଳନ

ନୂଆଦିଲ୍ଲୀ,୧୯ା୮(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ହରିୟାଣାରେ କୃଷକ ସଂଗଠନଗୁଡ଼ିକ ଶାସକ ଭାଜପା ବିରୋଧରେ ପୁଣିଥରେ ବିଷୋଦ୍‌ଗାର କରିଛନ୍ତି। ସେମାନେ ବିଭିନ୍ନ ପ୍ରସଙ୍ଗ ଓ ବକେୟା ଦାବି ନେଇ ମହାପଞ୍ଚାୟତ ଜରିଆରେ ଆନ୍ଦୋଳନ ଜାରି ରଖିବାକୁ ଯୋଜନା କରିଛନ୍ତି, ଯାହା ଆଗାମୀ ନିର୍ବାଚନକୁ…

ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୧୯।୮(ସତ୍ୟଜିତ ରାଉତ): ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ ଭୁବନେଶ୍ୱରରେ ମଦ୍ୟପାନ କରି ଗାଡ଼ି ଚାଳନା କରିବାବେଳେ କମିଶନରେଟ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେ ଚଳାଉଥିବା କାର୍‌ (ଓଡି୦୨-ଜେ-୭୫୮୫)କୁ ପୋଲିସ ଜବତ କରିଛି। ଶନିବାର ରାତିରେ ସେଫ୍‌ ସିଟି ଡ୍ରାଇଭ ଅଭିଯାନରେ…

ଯୁଦ୍ଧବିରତି ଉଦ୍ୟମ ମଧ୍ୟରେ ଇସ୍ରାଏଲ୍‌ର ଆକ୍ରମଣ: ୨୧ ମୃତ

ଡେଇର ଅଲ୍‌-ବାଲାହ,୧୯ା୮: ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଚୂଡ଼ାନ୍ତ କରିବା ପାଇଁ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ରବିବାର ଉକ୍ତ ଅଞ୍ଚଳକୁ ଯାଇଥିବାବେଳେ ଜେରୁଜେଲମ୍‌ ପକ୍ଷରୁ ଆକ୍ରମଣ ଜାରି ରହିଛି। ଗାଜାରେ ରବିବାର ଇସ୍ରାଏଲ୍‌ର ବୋମାମାଡ଼ରେ ୬ ଶିଶୁ…

ଜେଏମ୍‌ଏମ୍‌ ଛାଡ଼ିବେ ଚମ୍ପାଇ ସୋରେନ୍‌

ରାଞ୍ଚତ୍,୧୯ା୮(ପି.ଟି.): ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା (ଜେଏମ୍‌ଏମ୍‌)ର ବରିଷ୍ଠ ନେତା ଚମ୍ପାଇ ସୋରେନ୍‌ ଦଳ ଛାଡ଼ିବା ନେଇ ରବିବାର ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ସେ ଅତ୍ୟନ୍ତ ଅପମାନଜନକ ଅନୁଭୂତି ପାଇଛନ୍ତି, ଯାହା ତାଙ୍କୁ ବିକଳ୍ପ ପଥ ବାଛିବା ପାଇଁ ବାଧ୍ୟ କରିଥିବା ଚମ୍ପାଇ…

ଅଭିନେତା ଏଲେନ ଡେଲନଙ୍କ ମୃତ୍ୟୁ

ପ୍ୟାରିସ୍‌, ୧୯।୮: ଫ୍ରାନ୍ସର ଖ୍ୟାତନାମା ଅଭିନେତା ଏଲେନ୍‌ ଡେଲନ୍‌ଙ୍କ ୮୮ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଫିଲ୍ମରେ ଖଳନାୟକ ଭୂମିକାରେ ଅଭିନୟ କରି ସେ ବିଶ୍ୱବ୍ୟାପୀ ପ୍ରଶଂସିତ ହୋଇଛନ୍ତି। ୧୯୬୦ରେ ରେନେ କ୍ଲେମେଟ୍‌ଙ୍କ ନିର୍ଦ୍ଦେଶିତ ‘ପ୍ଲେନ୍‌ ସୋଲେଇଲ’ ଚଳଚ୍ଚିତ୍ରରେ ସେ ଡେବ୍ୟୁ…

ଅନିଶ୍ଚିତତାରେ ୟୁସିସି ବିଲ୍‌

ନୂଆଦିଲ୍ଲୀ,୧୯ା୮: ସାରା ଦେଶରେ ଏକକ ନାଗରିକ ସଂହିତା (ୟୁସିସି) କାର୍ଯ୍ୟକାରୀ କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୋହରାଇବା ସତ୍ତ୍ୱେ ଏହି ବିଧେୟକର ଭାଗ୍ୟ ଅନିଶ୍ଚିତତା ମଧ୍ୟରେ ରହିଛି। ୟୁସିସି ଭାଜପାର ଦୀର୍ଘଦିନର ନିର୍ବାଚନୀ ପ୍ରତିଶ୍ରୁତି ହୋଇଥିବାବେଳେ ଦେଶବ୍ୟାପୀ ୟୁସିସି ଚିଠା ପ୍ରସ୍ତୁତି…

ଏଇ ଭାରତରେ

ଜୀବନର ମୋଡ଼ ମଣିଷକୁ କେଉଁଠୁ ନେଇ କେଉଁଠି ପହଞ୍ଚାଇ ଦିଏ ତାହା କହିବା ମୁସ୍କିଲ। ଯେମିତି ଘଟିଛି ଟ୍ରକ ଡ୍ରାଇଭର ରାଜେଶ ରୱାନୀଙ୍କ କ୍ଷେତ୍ରରେ। ଟ୍ରକ ଚଳାଇ ପରିବାର ପୋଷୁଥିବା ରାଜେଶ ହଠାତ୍‌ କୋଟିପତି ପାଲଟି ଯାଇଛନ୍ତି ତାହା ପୁଣି ଅଜାଣତରେ।…

ଡିଜିଟାଲ ଡ୍ରଗ୍ସ

ଡିଜିଟାଲ ଦୁନିଆ ପାଇଁ ଆମ ସମସ୍ତଙ୍କ କାର୍ଯ୍ୟପ୍ରଣାଳୀ ଯେତିକି ସହଜ ହୋଇପାରିଛି, ଯୁବପିଢ଼ି ଓ ଶିଶୁଙ୍କ ଉପରେ ସେତିକି କୁପ୍ରଭାବ ପଡ଼ିଛି। ସାଧାରଣ ଜୀବନରେ ଏହା ଅନେକଙ୍କ ପାଇଁ ଏକ ଅତ୍ୟାବଶ୍ୟକତା ପାଲଟିଗଲାଣି। ଓଡ଼ିଆରେ ଏକ ଲୋକକଥା ଅଛି ‘ଦେଖାଶିଖା ଓଡ଼ିଶା’।…

ସେ କାଳର ଜନପ୍ରତିନିଧି

ଗଣତନ୍ତ୍ର ହେଉଛି ଗଣର ଶାସନ। ସଂସଦ ହେଉ ବା ବିଧାନସଭା ହେଉ, ଏହି ଗଣ ପ୍ରତିନିଧିମାନେ ଆମ ପାଇଁ ଆଇନ ତିଆରି କରନ୍ତି। ଆଶା କରାଯାଏ, ଏମାନେ ଆଇନ ତିଆରି କଲାବେଳେ ନିଜ ସ୍ବାର୍ଥ ବିଷୟରେ ଚିନ୍ତା ନ କରି ଗଣର…

ଯୁଦ୍ଧରୁ ଲାଭ

ଇସ୍ରାଏଲ-ହମାସ ଯୁଦ୍ଧ ୧୦ ମାସ ଅତିକ୍ରମ କରିଯାଇଥିବା ବେଳେ ଏହା ଏବେ ମଧ୍ୟପ୍ରାଚ୍ୟରେ ବିଷମ ସ୍ଥିତି ସୃଷ୍ଟି କଲାଣି। ପାଲେଷ୍ଟାଇନ୍‌ ଉପରେ ଇସ୍ରାଏଲର ଘନ ଘନ ଆକ୍ରମଣ ଯୋଗୁ ସେଠାରେ ବ୍ୟାପକ ଧନଜୀବନହାନି ଘଟୁଥିବାରୁ ମୁସଲିମ ରାଷ୍ଟ୍ରଗୁଡ଼ିକ ଉଗ୍ର ହେବାରେ ଲାଗିଲେଣି।…

ମୁହଁ ଖୋଲିଲେ ଚମ୍ପାଇ ସୋରେନ, କହିଲେ ମୋ ପାଇଁ ସବୁ ବିକଳ୍ପ ଖୋଲା ଅଛି

ନୂଆଦିଲ୍ଲୀ,୧୮।୮: ଝାଡ଼ଖଣ୍ଡରେ ରାଜନୈତିକ ଅସ୍ଥିରତା ବୃଦ୍ଧି ପାଇଛି। ଜେଏମଏମ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସର ବାୟୋରୁ ତାଙ୍କ ଦଳର ଝାଡ଼ଖଣ୍ଡ ମୁଖୀ ମୋର୍ଚ୍ଚାର ନାମ ହଟାଇ ଦେଇଛନ୍ତି। ବର୍ତ୍ତମାନ ଝାଡ଼ଖଣ୍ଡର ପୂର୍ବତନ…

କୋଲକାତା ଘଟଣାକୁ ନେଇ ରାଜନୀତି କରୁଛି ଭାଜପା: କମଳନାଥ

ନୂଆଦିଲ୍ଲୀ,୧୮।୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ସହ ଘଟିଥିବା ଭୟଙ୍କର ଘଟଣା ପରେ ଆନ୍ଦୋଳନ ଜାରି ରହିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରୁଛି ଭାଜପା। ଏଥି ସହ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri