Home

ଇଚ୍ଛାମୃତ୍ୟୁ ପାଇଁ ନିବେଦନ କଲେ ନିରାଶ୍ରୟ ମହିଳା

ଜଳେଶ୍ୱର,୩୦ା୬(ନବୀନ ସାହୁ): ପଙ୍ଗୁ ଅବସ୍ଥାରେ ଜୀବନ ବିତାଉଥିବା ବାଲେଶ୍ୱର ଜିଲା ଜଳେଶ୍ୱର ପୌରାଞ୍ଚଳ ୯ନଂ. ୱାର୍ଡର ନିରାଶ୍ରୟ ମହିଳା କାଞ୍ଚନ ନାୟକ ଇଛା ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଟୁଇଟ୍‌ ମାଧ୍ୟମରେ ନିବେଦନ କରିଛନ୍ତି। ତାଙ୍କର ପ୍ରକୃତ ଘର ବସ୍ତା ବ୍ଲକ…

ଜନାଦେଶକୁ କେବେ ଚୋରି କରାଯାଇପାରିବ ନାହିଁ

୨୦୨୪ ସାଧାରଣ ନିର୍ବାଚନରେ ଖୁବ୍‌ କମ୍‌ ସମୟ ଲାଗି ଓଡ଼ିଶା ଭାଜପାର ଦାୟିତ୍ୱ ନେଇ ରାଜ୍ୟରେ ଦଳକୁ ସରକାର ଗଠନ କରିବା ଦିଗରେ କାର୍ଯ୍ୟ କରିଥିଲେ ରାଜସ୍ଥାନ ଅଲ୍‌ଓ୍ବାର ଲୋକ ସଭା ଏମ୍‌ପି ଭୂପେନ୍ଦ୍ର ଯାଦବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ…

୧୧ ବର୍ଷ ପ୍ରତୀକ୍ଷାର ଅବସାନ

ବ୍ରିଜଟାଉନ୍‌ (ବାର୍ବାଡୋସ),୩୦ା୬: ଦୀର୍ଘ ୧୧ ବର୍ଷ ପ୍ରତୀକ୍ଷାର ଅବସାନ ଘଟିଛି।୨୦୧୩ପରେ ଭାରତ ହାସଲ କରିଛି ଆଇସିସି ଟ୍ରଫି। ବ୍ରିଜଟାଉନ୍‌ର କେନ୍‌ସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇ ଭାରତ ଜିତିଛି ଟି୨୦ କ୍ରିକେଟ ବିଶ୍ୱକପ। ବିରାଟ କୋହଲିଙ୍କ ପରାକ୍ରମ,…

ବର୍ଷାରେ ଉବୁଟୁବୁ ନିରାକାରପୁର, ଠିକ୍‌ରେ ନିଷ୍କାସନ ହୋଇପାରୁନି ବର୍ଷାଜଳ

ନିରାକାରପୁର,୨୯ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ମୌସୁମୀ ପ୍ରଭାବରେ ଶୁକ୍ରବାରଠାରୁ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ନିରାକାରପୁର ବଡ଼ବଜାରସ୍ଥିତ ନୂଆ ଜଗନ୍ନାଥ ସଡ଼କ ଭୂଷଣ୍ଡପୁରକୁ ସଂଯୋଗ କରୁଥିବା ରାସ୍ତାର ମଙ୍ଗଳା ବଜାରରେ ଡ୍ରେନେଜ୍‌ ଅଭାବରୁ ବର୍ଷା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ବର୍ଷାଜଳ…

ଛେଳିପଲ ଉପରେ ମାଡ଼ିଗଲା ଟ୍ରକ୍‌, ୨୯ ଛେଳିଙ୍କ ଜୀବନ ଗଲା

ଖଲ୍ଲିକୋଟ,୨୯ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡୀ ଢାବା ନିକଟରେ ରାସ୍ତା ଉପରେ ପାର ହେଉଥିବା ଛେଳିପଲ ଉପରେ ଏକ ଟ୍ରକ୍‌ ମାଡ଼ି ଯିବାରୁ ୨୯ଟି ଛେଳିଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।…

ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ ପୁଷ୍ପମାଲ୍ୟ…

ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ

କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା ପରେ…

ହରିୟାଣାରେ କିଏ ହେବ ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ଅମିତ ଶାହା

ଚଣ୍ଡିଗଡ଼,୨୯ା୬: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ହରିୟାଣାର ମୁଖ୍ୟମନ୍ତ୍ରୀ କିଏ ହେବ ଖୋଲି କହି ଦେଇଛନ୍ତି। ଶାହା କହିଛନ୍ତି, ମୁଖ୍ୟମନ୍ତ୍ରୀ ନୟାବ ସିଂ…

କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍‌ଙ୍କ ସ୍ଥିତି ଅନୁଧ୍ୟାନ

କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍‌ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାର ପ୍ରକୃତ କାରଣ ଅନୁଧ୍ୟାନ ପାଇଁ ଶନିବାର ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ…

ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଜଣେ ଅଭିଭାବକଙ୍କ ମରଣାନ୍ତକ ଆକ୍ରମଣ

ବାଲିଗୁଡ଼ା,୨୯ା୬(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ୧୧ନଂ ଓ୍ବାର୍ଡରେ ଥିବା ପଣସପୋଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଶମ୍ଭୁ ମଳିକଙ୍କୁ ଅନ୍ୟ ଜଣେ ଅଭିଭାବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଶମ୍ଭୁଙ୍କ ମୁଣ୍ଡ…

ସେନା ଟ୍ୟାଙ୍କର ଭାସି ୫ ଯବାନ ଶହୀଦ ହେବା ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬: ଲଦାଖରେ ସମରାଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବାରୁ ସେନାର ୫ ଯବାନଙ୍କ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସୁରକ୍ଷା…

ସପ୍ତାହକ ମଧ୍ୟରେ ଇରାନରେ ପୁଣି ହେବ ରାଷ୍ଟ୍ରପତି ନିର୍ବାଚନ

ତେହରାନ,୨୯ା୬: ସପ୍ତାହକ ମଧ୍ୟରେ ପୁନର୍ବାର ଇରାନରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଲୋକମାନେ ଜୁଲାଇ ୫ରେ ପୁଣି ଭୋଟ୍‌ ଦେବେ। ଶୁକ୍ରବାର ଇରାନରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ୪ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍‌ ପାଇନାହାନ୍ତି। ଏହି କାରଣରୁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri