Home

‘ସାରା ଦେଶ ଜାଣିଛି ଏକଛତ୍ରବାଦୀ ଶାସକ….’, କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ

ନୂଆଦିଲ୍ଲୀ,୨୯।୬: ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଶନିବାର (ଜୁନ ୨୯) କେନ୍ଦ୍ର ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଏବଂ ସିବିଆଇ ଭଳି ଅନୁସନ୍ଧାନକାରୀ ଏଜେନ୍ସିର କାର୍ଯ୍ୟାନୁଷ୍ଠାନ ଉପରେ ସେ ସରକାରଙ୍କୁ…

ରାଜନୀତିକୁ ଆସିବେକି ନୀତୀଶଙ୍କ ପୁଅ? ଲଭଲି ଆନନ୍ଦ ଦେଲେ ବଡ ବୟାନ

ପାଟନା,୨୯।୬: ଆସନ୍ତା ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିହାର ବିଧାନସଭା ନିର୍ବାଚନକୁ ନେଇ ବିହାରରେ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ଏହି ସମୟରେ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାରଙ୍କ ରାଜନୀତିରେ ପ୍ରବେଶକୁ ନେଇ ଶିବହର୍‌…

ଭାଜପା କମିଟିର ଅଭିଯୋଗ: ‘ମମତାଙ୍କ ଶାସନ କାଳରେ ପଶ୍ଚିମବଙ୍ଗ ମିନି ପାକିସ୍ତାନ ହୋଇଯାଇଛି…’

ନୂଆଦିଲ୍ଲୀ,୨୯।୬: ପଶ୍ଚିମବଙ୍ଗରେ ଲୋକ ସଭା ନିର୍ବାଚନ ପରେ ଘଟିଥିବା ରାଜନୈତିକ ହିଂସାକୁ ଅନୁଧ୍ୟାନ କରିବା ପାଇଁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଦ୍ୱାରା ଗଠିତ ୪ ସଦସ୍ୟ ବିଶିଷ୍ଟଫ୍ୟାକ୍ଟ ଫାଇଣ୍ଡିଙ୍ଗ କମିଟି ତାଙ୍କର ରିପୋର୍ଟ ରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଉପରେଅନେକ ବଡ…

କୃଷି ରପ୍ତାନି କ୍ଷେତ୍ରରେ ଉନ୍ନତିର ସମ୍ଭାବନା

ଭୁବନେଶ୍ୱର,୨୯।୬: ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ)ର ଦିନିକିଆ କର୍ମଶାଳା ‘ଫାର୍ମ୨ ଫର୍କ’ର ୧୦ମ ସଂସ୍କରଣ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ରାଜ୍ୟର କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ…

ସର୍ବଭାରତୀୟ ହାକାଥନ୍‌ରେ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟ ଚାମ୍ପିୟନ

ଭୁବନେଶ୍ୱର,୨୯।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକର ଟାଙ୍ଗୀ ନିକଟସ୍ଥ ଡ୍ରିମ୍‌ସ ୟୁନିଭର୍ସିଟର ଛାତ୍ରୀଛାତ୍ରମାନେ ସର୍ବଭାରତୀୟ ହାକାଥନ୍‌ ପ୍ରତିଯୋଗିତାରେ ସାମିଲହୋଇ ଚାମ୍ପିୟନ (ପ୍ରଥମ) ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଡିପ୍ରପୋଜ୍‌ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇସ୍ଥିତ ଆନ୍ନା ବିଶ୍ୱବିଦ୍ୟାଳୟଠାରେ ଆୟୋଜିତ ସର୍ବଭାରତୀୟ ହାକାଥନ୍‌ ପ୍ରତିଯୋଗିତାରେ ଡ୍ରିମ୍‌ସ…

ଟ୍ରୁକଲର ସହ ଏଚ୍‌ଡିଏଫ୍‌ସି ଇର୍ଗୋର ବୁଝାମଣା

ଭୁବନେଶ୍ୱର,୨୯।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏଚ୍‌ଡିଏଫ୍‌ସି ଇର୍ଗୋ ଏବଂ ବୈଷୟିକ ଯୋଗାଯୋଗ ପ୍ଲାଟ୍‌ଫର୍ମ ଟ୍ରୁକଲର ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଛି। ଏପରିକି ଭାରତରେ ଡିଜିଟାଲ ଯୋଗାଯୋଗ ଠକେଇରୁ ଗ୍ରାହକଙ୍କୁ ଅଧିକ ସୁରକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘ଫ୍ରଡ୍‌ ଇନ୍‌ସ୍ୟୁରାନ୍ସ’ର…

ନଭକାରର ଅଂଶଧନ ହାସଲକଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୯।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ର ଅନ୍ୟତମ ଅଗ୍ରଣୀ କମ୍ପାନୀ ଜେଏସ୍‌ଡବ୍ଲ୍ୟୁ ଇନ୍‌ଫ୍ରାଷ୍ଟ୍ରକ୍ଚର ଲିମିଟେଡ୍‌ (ଜେଆଇଏଲ୍‌)ର ସମ୍ପୂର୍ଣ୍ଣ ସହାୟକ ସଂସ୍ଥା ଜେଏସ୍‌ଡବ୍ଲ୍ୟୁ ପୋର୍ଟ ଲଜିଷ୍ଟିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଜରିଆରେ ନଭକାର କର୍ପୋରେଶନ ଲିମିଟେଡ୍‌ରେ ଥିବା ପ୍ରମୋଟର ଓ…

ରାଷ୍ଟ୍ର ନିର୍ମାଣରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ହରିଚନ୍ଦନ

ଭୁବନେଶ୍ୱର,୨୯।୬ (ଅଭୟ ଦାଶ): ଦେଶ ହେଉ ବା ପ୍ରଦେଶର ବିକାଶ ପାଇଁ ଠିକ୍‌ ଅର୍ଥ ବ୍ୟବସ୍ଥାର ବଳିଷ୍ଠ ପରିଚାଳନା ଆବଶ୍ୟକ ରହିଛି। ସେହି ଅର୍ଥ ବ୍ୟବସ୍ଥାର ପରିଚାଳନା ଓ ଉଚିତ ହିସାବପତ୍ର ଅର୍ଥ ବ୍ୟବସ୍ଥା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଥାଏ। ଏହାର ଦାୟିତ୍ୱ…

ସିବିଆଇର ଷ୍ଟାପ୍‌ କେୟାର ପ୍ରୋଗ୍ରାମ

ଭୁବନେଶ୍ୱର,୨୯।୬: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ସିବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଏକ ‘ଷ୍ଟାପ୍‌ କେୟାର ପ୍ରୋଗ୍ରାମ’ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ପୂର୍ବତନ ବରିଷ୍ଠ ଅଧିକାରୀମାନଙ୍କର ଏକ ସୌଜନ୍ୟମୂଳକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରର…

ଆଇଜିକେସି ହସ୍ପିଟାଲର ‘କେଟିକନ୍‌’

ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା): ଭାସ୍କୁଲାର ଆକ୍‌ସେସ୍‌ ଏବଂ କିଡ୍‌ନୀ ପ୍ରତିରୋପଣର ବିଜ୍ଞାନ ଓ କଳା ବିଷୟବସ୍ତୁକୁ ନେଇ କର୍ମଶାଳା କେଟିକନ୍‌-୨୦୨୪ ଶୁବ୍ରବାର ସ୍ଥାନୀୟ ଏକ ହୋଟେଲରେ ଉଦ୍‌ଘାଟିତ ହୋଇଯାଇଛି। ଘାଟିକିଆସ୍ଥିତ ଆଇଜିକେସି ମଲ୍ଟିସ୍ପେଶାଲିଟି ହସ୍ପିଟାଲ, ରେନାଲ ଟ୍ରାନ୍ସପ୍ଲାଣ୍ଟ ସେକ୍ସନ ୟୁରୋଲୋଜିକାଲ ସୋସାଇଟି ଅଫ୍‌ ଇଣ୍ଡିଆ,…

୧୮ ବର୍ଷ ପରେ ଏକାଠି ହେଲେ ଭଉଣୀଭାଇ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ କାନପୁର ଅଞ୍ଚଳର ବାଲ୍‌ ଗୋବିନ୍ଦ ୧୮ ବର୍ଷ ପୂର୍ବେ କାମଧନ୍ଦା ଅନ୍ବେଷଣରେ ମୁମ୍ବାଇ ଯାଇ ନିଖୋଜ ହୋଇଯାଇଥିଲେ। ଗଁାକୁ ଫେରିବା ପାଇଁ ସେ ଏକ ଭୁଲ୍‌ ଟ୍ରେନ୍‌ ଧରି ଜୟପୁରରେ ପହଞ୍ଚତ୍ଥିଲେ। ଦୀର୍ଘ ବର୍ଷ ପରେ ଇଷ୍ଟାଗ୍ରାମ୍‌ରେ ଏକ ରିଲ୍‌ରୁ…

ମମତା ବାନାର୍ଜୀଙ୍କ ଅଡୁଆ ବଢିଲା

କୋଲକାତା,୨୯।୬: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଶୁକ୍ରବାର କୋଲକାତା ହାଇକୋର୍ଟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି। ଯେଉଁଥିରେ ମମତା କହିଥିଲେ, ରାଜ ଭବନରେ ଘଟିଥିବା ଘଟଣା ଯୋଗୁ ମହିଳାମାନେ ସେଠାକୁ ଯିବାକୁ ଭୟ କରୁଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri