Home

ବଡ଼ ଅପଡେଟ୍‌: ଜାଣନ୍ତୁ ବିଶ୍ୱକପ୍‌ ଫାଇନାଲରେ ବର୍ଷା ହେଲେ କ’ଣ ହେବ

ବ୍ରିଜଟାଉନ,୨୯।୬: ଟି୨୦ କ୍ରିକେଟ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଶନିବାର ସ୍ଥାନୀୟ କେନସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ। ଏହି ମହାମୁକାବିଲାରେ ପରସ୍ପରର ସମ୍ମୁଖୀନ ହେବେ ଭାରତ-ଦକ୍ଷିଣ ଆଫ୍ରିକା। ୨୦୦୭ରେ ଚାମ୍ପିୟନ ଓ ୨୦୧୪ରେ ରନରଅପ୍‌ ଭାରତ ତୃତୀୟ ଥର ପାଇଁ ଫାଇନାଲ…

ବଲିଭିଆରେ ସାମରିକ ବିଦ୍ରୋହ ପଣ୍ଡ

ଲା ପାଜ୍‌,୨୯ା୬: ବଲିଭିଆ ରାଷ୍ଟ୍ରପତି ଲୁଇସ୍‌ ଆର୍‌ସେଙ୍କ ସରକାରକୁ କ୍ଷମତାଚ୍ୟୁତ କରିବା ପାଇଁ ସୈନ୍ୟବାହିନୀ ବୁଧବାର ଚଳାଇିଥିବା ବିଦ୍ରୋହ ଉଦ୍ୟମ ପଣ୍ଡ ହୋଇଯାଇଛି। ଏଥିରେ ସମ୍ପୃକ୍ତ ୧୭ ଜଣଙ୍କୁ ଗିରଫ କରାଯାଇଥିବା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାର ଭାଙ୍ଗିବା ପାଇଁ ସେନାର…

ଶିମ୍‌ଲାରେ ଭୂସ୍ଖଳନ: ପୋତିହୋଇଛି ବହୁ ଗାଡ଼ି

ଶିମ୍‌ଲା,୨୯ା୬: ହିମାଚଳପ୍ରଦେଶରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ଶିମ୍‌ଲାରେ ଭୂସ୍ଖଳନ ଘଟି ବହୁସଂଖ୍ୟାରେ ଗାଡ଼ି ମାଟି ଓ ପଥର ଖଣ୍ଡ ତଳେ ପୋତିହୋଇ ପଡ଼ିଛି। ଗାଡ଼ିଗୁଡ଼ିକୁ ବାହାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଗୁରୁବାର ହିମାଚଳପ୍ରଦେଶର ଅଧିକାଂଶ…

ମହାକାଶରେ ଫସିଛନ୍ତି ସୁନୀତା

ଓ୍ବାଶିଂଟନ୍‌,୨୯ା୬: ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ(୫୮) ନିଜ ମହାକାଶ ସହଯାତ୍ରୀ ବୁଚ୍‌ ଓ୍ବିଲମୋର୍‌ଙ୍କ ସହ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ଫସିଯାଇଛନ୍ତି। ଜୁନ୍‌ ୫ରେ ଫ୍ଲୋରିଡାର କେପ୍‌ କାନାଭେରାଲ ସ୍ପେସ୍‌ ଫୋର୍ସ ଷ୍ଟେଶନରୁ ‘ସୁନୀତା’ ଆଇଏସ୍‌ଏସ୍‌ ଅଭିମୁଖେ ତୃତୀୟ…

ଆସିଲା ବଡ଼ ଖବର: ଏହି କାରଣ ଯୋଗୁ ଆଜି ଖେଳାଯିବନି ବିଶ୍ୱକପ୍‌ ଫାଇନାଲ!

ନୂଆଦିଲ୍ଲୀ,୨୯।୬: ଟି -୨୦ ବିଶ୍ୱକପ୍‌ ୨୦୨୪ର ଫାଇନାଲ ମ୍ୟାଚ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ । ଉଭୟଙ୍କ ମଧ୍ୟରେ ଏହି ଟାଇଟଲ ଯୁଦ୍ଧ ଆଜି ଅର୍ଥାତ୍‌ ଶନିବାର ବାର୍ବଡୋସର କେନ୍ସିଙ୍ଗଟନ ଓଭାଲରେ ହେବ। ଏହି ମ୍ୟାଚ୍‌ ପାଇଁ ପୂରା…

ଜୁନ୍‌ ଗ୍ରୀଷ୍ମରେ ୬୧.୯ କୋଟି ଭାରତୀୟ କଲବଲ

ନୂଆଦିଲ୍ଲୀ,୨୯ା୬ (ପି.ଟି.): ଚଳିତ ଜୁନ୍‌ରେ ୯ ଦିନରୁ ଊର୍ଦ୍ଧ୍ୱ ପ୍ରଚଣ୍ଡ ଗ୍ରୀଷ୍ମ ଲହର ଅନୁଭୂତ ହୋଇଥିଲା। ସାରା ବିଶ୍ୱର ପ୍ରାୟ ୫୦୦ କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମର ଯନ୍ତ୍ରଣା ସହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତର ୬୧.୯ କୋଟି ରହିଛନ୍ତି। ଆମେରିକାର ନିରପେକ୍ଷ ବୈଜ୍ଞାନିକମାନଙ୍କ…

ଟି -୨୦ ବିଶ୍ୱକପ୍‌ ଫାଇନାଲ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ଦକ୍ଷିଣ ଆଫ୍ରିକା ଅଧିନାୟକ, କହିଲେ ଯାହା ହେଇଯାଉ ପଛେ…

ନୂଆଦିଲ୍ଲୀ,୨୯।୬: ଟି -୨୦ ବିଶ୍ୱକପ୍‌ ୨୦୨୪ର ଫାଇନାଲ ମ୍ୟାଚ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ । ଉଭୟଙ୍କ ମଧ୍ୟରେ ଏହି ଟାଇଟଲ ଯୁଦ୍ଧ ଆଜି ଅର୍ଥାତ୍‌ ଶନିବାର ବାର୍ବଡୋସର କେନ୍ସିଙ୍ଗଟନ ଓଭାଲରେ ହେବ। ଏହି ମ୍ୟାଚ ମାଧ୍ୟମରେ ଦକ୍ଷିଣ…

ପ୍ରେସିଡେନ୍ସିଆଲ ଡିବେଟ୍‌: ବାଇଡେନ୍‌ଙ୍କୁ ଘେରିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୯ା୬: ଆସନ୍ତା ନଭେମ୍ବରରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଜୋ ବାଇଡେନ ଓ ତାଙ୍କ ରିପବ୍ଲିକାନ୍‌ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତୁତ। ବର୍ତ୍ତମାନର ରାଷ୍ଟ୍ରପତି ବାଇଡେନ୍‌ ଓ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ମଧ୍ୟରେ ଗୁରୁବାର ପ୍ରଥମ ପ୍ରେସିଡେନ୍ସିଆଲ୍‌ ଇଲେକ୍ସନ…

ଗାଜାରୁ ୧୯ ଅସୁସ୍ଥ ଶିଶୁଙ୍କୁ ମୁକ୍ତ କଲା ଇସ୍ରାଏଲ୍‌

ଖାନ୍‌ ୟୁନିସ(ଗାଜା ଷ୍ଟ୍ରିପ୍‌),୨୯ା୬: ଗାଜା ଷ୍ଟ୍ରିପ୍‌ରୁ ଇସ୍ରାଏଲ୍‌ କର୍ତ୍ତୃପକ୍ଷ ୧୯ ଅସୁସ୍ଥ ତଥା ଆହତ ଶିଶୁଙ୍କ ସମେତ ୬୮ ଜଣଙ୍କୁ ମୁକ୍ତ କରିଦେଇଛନ୍ତି। ସେମାନଙ୍କୁ ଗାଜା ଛାଡ଼ି ଇଜିପ୍ଟ ଯିବାକୁ ଅନୁମତି ମିଳିଛି। ପାଖାପାଖି ୨ ମାସ ମଧ୍ୟରେ ପ୍ରଥମ ଥର…

ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ୟୁଜିସି-ନେଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୯ା୬ (ପି.ଟି.): ଭାରତୀୟ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକରେ ‘ଆସିଷ୍ଟାଣ୍ଟ ପ୍ରଫେସର’ ଏବଂ ‘ଜୁନିୟର ରିସର୍ଚ୍ଚ ଫେଲୋଶିଫ୍‌ ଓ ଆସିଷ୍ଟାଣ୍ଟ ପ୍ରଫେସର’ ପଦରେ ନିଯୁକ୍ତି ପାଇଁ ୟୁଜିସି-ନେଟ୍‌ ପରୀକ୍ଷା ଜୁନ୍‌ ୧୮ରେ ଅନୁଷ୍ଠିତ ହୋଇଥିଲା। ଦେଶର ୩୧୭ ସହରରେ ୧୧.୨୧ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ପ୍ରସ୍ତାବ ମାଗିଲା ପରୀକ୍ଷା ସଂସ୍କାର କମିଟି

ନୂଆଦିଲ୍ଲୀ,୨୯ା୬ (ପି.ଟି.): ସର୍ବଭାରତୀୟ ଏଣ୍ଟ୍ରାନ୍ସଗୁଡ଼ିକରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ବିବାଦ ଲାଗିରହିଥିବାବେଳେ ପରୀକ୍ଷାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ କମିଟି ଶୁକ୍ରବାର କେନ୍ଦ୍ରର ଛାତ୍ରୀଛାତ୍ର, ଅଭିଭାବକଙ୍କ ସମେତ ପକ୍ଷମାନଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଛି।…

ଭାରତ-ଦକ୍ଷିଣ ଆଫ୍ରିକା ଅପରାଜେୟ

ବ୍ରିଜଟାଉନ୍‌ (ବାର୍ବାଡୋସ), ୨୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଶନିବାର ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବାକୁ ଯାଉଛି। ଚଳିତ ଟୁର୍ନାମେଣ୍ଟରେ ଦୁଇ ଦଳ ଏପର୍ଯ୍ୟନ୍ତ ଅପରାଜେୟ ରହିଛନ୍ତି। ଗ୍ରୁପ୍‌ ‘ଏ’ରେ ସ୍ଥାନ ପାଇଥିବା ଭାରତ ଲିଗ୍‌ ମ୍ୟାଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri