Home

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି । ଏହି ଘଟଣାରେ ପୋଲିସ ଉମରକୋଟ ଅଞ୍ଚଳର ସନ୍ତୋଷ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ରବିବାର କନାଚିକୁଲଙ୍ଗରା ଦେବୀ ମନ୍ଦିରର ଏକ କାର୍ଯ୍ୟକ୍ରମରେ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ଦିବ୍ୟାଙ୍ଗଙ୍କ ଘରୁ କବାଟ ତାଲା ଭାଙ୍ଗି ପ୍ରାୟ ୫୦ହଜାର ଟଙ୍କା…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ କର୍ମଚାରୀ ହେଲେ ରିଆମାଳ ଥାନା ଧରମପୁର ଗାଁର ଟୁନା ସାହୁ(୩୮) । ସୂଚନା…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ୟୁନିଟ୍‌ର ଉଦ୍‌ଘାଟନ କରିବା ସହ ଚିକିତ୍ସାଳୟର ବିଭିନ୍ନ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି ଆବାସିକ ସ୍କୁଲ୍‌ରୁ । ୩ ଶହ ପିଲା ଫସି ରହିଥିବା ଜଣାପଡିଛି ।…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ ଜଳ ପ୍ଲାବିତ ହୋଇଛି। ଜଳ ନିଷ୍କାସନ ପଥ ଅବରୋଧ ଯୋଗୁ ଚାଷୀ ଉତ୍ତ୍ୟକ୍ତ…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ ମଧ୍ୟାହ୍ନଭୋଜନ ଚାଉଳ ଓ ସଖୀ ସାନିଟାରି ନାପ୍‌କିନ୍‌ ଲୋଡିଂ କରିବା ସମୟରେ ଗ୍ରାମବାସୀ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ ନ ନେଲେ, ଏହାର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ପ୍ରସ୍ତାବିତ ଭାରତ ଗସ୍ତ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା ହୋଇପାରେ। ଖବର ଅନୁସାରେ, ଅଭିଜ୍ଞ ନେତାଙ୍କ ସହ ବହୁ ସଂଖ୍ୟକ ଯୁବ ଓ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ ଟଙ୍କା ଟ୍ରାଭେଲ୍‌, ବ୍ରାଣ୍ଡେଡ୍‌ ପୋଷାକ ଓ ମହଙ୍ଗା ସଉକରେ ଖର୍ଚ୍ଚ କରୁଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?