ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୋରଡ଼ା ବିଡିଓ
ମୋରଡ଼ା,୧୪ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ପ୍ରଶାସନ ତରଫରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ମୋରଡ଼ା ବିଡିଓ ଅଣାକର ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟରୁ ଏକ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା…
ଭାଜପାର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା
ଗୋପାଳପୁର,୧୪ା୮(ନବୀନ ରାଜ ଆଚାରୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ଯୁବ ମୋର୍ଚ୍ଚା ଗଞ୍ଜାମ ଜିଲା ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଗୋପାଳପୁର ନିର୍ବାଚନମଣ୍ଡଳୀରେ ବୁଧବାର ଅନୁଷ୍ଠିତ ହୋଇଛି। ଗଞ୍ଜାମ ଜିଲା ଯୁବ ମୋର୍ଚ୍ଚା ସଭାପତି ଶିବଶଙ୍କର ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ…
ପାଣ୍ଡିଆନଙ୍କ ନାଁରେ ଥାନାରେ ଏତଲା
ଭୁବନେଶ୍ୱର,୧୪ା୮: ବିଜେଡିର ପୂର୍ବତନ ନେତା ତଥା ୫-ଟି ସଚିବ କାର୍ତ୍ତିକ ପାଣ୍ଡିଆନଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଆଇନଜୀବୀ ସୁଧୀର କୁମାର ମହାନ୍ତିଙ୍କ ପକ୍ଷରୁ କ୍ୟାପିଟାଲ ଥାନାରେ ଏହି ଏତଲା ଦାୟର କରାଯାଇଛି। ତାଙ୍କ ନାଁରେ ବିଭିନ୍ନ ଅଭିଯୋଗ ହୋଇଛି।…
ନୂଆ ଦେଶ ଗଠନ କରିବାକୁ ଚାହୁଁଛି ବାଂଲାଦେଶ, ଭାରତର ଏହି ସବୁ ରାଜ୍ୟକୁ ନେବା ପାଇଁ ଚଳାଇଛି ମସୁଧା
ଢାକା/ନୂଆଦିଲ୍ଲୀ,୧୪ା୮: ବାଂଲାଦେଶରେ ଶେଖ୍ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇଟି ମୌଳବାଦୀ ସଂଗଠନ ଅତ୍ୟନ୍ତ ଖୁସି। ସେଥିମଧ୍ୟରୁ ଗୋଟିଏ ହେଉଛି ଜମାତ-ଇ-ଇସ୍ଲାମି ଏବଂ ଅନ୍ୟଟି ହେଉଛି ହିଫାଜତ୍-ଇ-ଇସ୍ଲାମ ବାଂଲାଦେଶ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଉଭୟ ସଂଗଠନ ଏକ ନୂତନ…
କ’ଣ ଏହି ‘ବାଂଲାଦେଶୀ ପ୍ଲାନ୍’, ଯାହାକୁ ନେଇ ବଢୁଛି ଭାରତର ଟେନ୍ସନ୍
ଢାକା,୧୪ା୮: ବାଂଲାଦେଶରେ ଶେଖ୍ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇଟି ମୌଳବାଦୀ ସଂଗଠନ ଅତ୍ୟନ୍ତ ଖୁସି। ସେଥିମଧ୍ୟରୁ ଗୋଟିଏ ହେଉଛି ଜମାତ-ଇ-ଇସ୍ଲାମି ଏବଂ ଅନ୍ୟଟି ହେଉଛି ହିଫାଜତ୍-ଇ-ଇସ୍ଲାମ ବାଂଲାଦେଶ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଦିନ ଉଭୟ ସଂଗଠନ…
ପୁଅକୁ ଧରି ନଈକୁ ଡେଇଁଲେ ମା’: ପୁଅ ମୃତ, ମହିଳାଙ୍କ ପତ୍ତା ମିଳୁନି
ନିଶ୍ଚିନ୍ତକୋଇଲି,୧୪ା୮(ଅଶୋକ କୁମାର ମହାପାତ୍ର): କଟକ ଜିଲା ନେମାଳ ଥାନା ଅଧୀନ ଚିତ୍ରୋତ୍ପଳା ବ୍ରିଜ୍ ଉପରୁ ପୁଅକୁ ଧରି ନଈକୁ ଡେଇଁପଡ଼ିଲେ ମା’। ତେବେ ନାବାଳକଙ୍କ ପୁଅଙ୍କ ଜୀବନ ଚାଲି ଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମା’ଙ୍କ ପତ୍ତା ମିଳିନାହିଁ। କଟକ ଜିଲା…
ଏହି ଯୁବତୀଙ୍କ ପ୍ରେମରେ ‘କ୍ଲିନ୍ ବୋଲ୍ଡ’ ହାର୍ଦ୍ଦିକ ପାଣ୍ଡ୍ୟା!
ନୂଆଦିଲ୍ଲୀ,୧୪।୮: ଭାରତୀୟ ପେସର୍ ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ପ୍ରାୟ ଏକ ମାସ ପୂର୍ବରୁ ସେ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ଠାରୁ ଅଲଗା ହୋଇଥିଲେ। ଏବେ ହାର୍ଦ୍ଦିକ ଜଣେ ବ୍ରିଟିଶ୍ ସିଙ୍ଗରଙ୍କ ପ୍ରେମରେ ଉବୁଟୁବୁ ହେଉଥିବା…
ଆତଙ୍କବାଦୀ ଗୁଳିରେ ସେନା କ୍ୟାପ୍ଟେନ୍ ଶହୀଦ୍
ଶ୍ରୀନଗର,୧୪।୮: ଜମ୍ମୁ କଶ୍ମୀରର ଡୋଡା ଜିଲାରେ ଆତଙ୍କବାଦୀଙ୍କ ସହ ହୋଇଥିବା ମୁକାବିଲାରେ ଜଣେ ଭାରତୀୟ ସେନା କ୍ୟାପ୍ଟେନ୍ ଶହୀଦ୍ ହୋଇଛନ୍ତି। ସୂତ୍ରରୁ ପ୍ରକାଶ ଯେ, ଡୋଡାରେ ଅପରେଶନ ଅସର ଚାଲିଛି, ଯେଉଁଥିରେ ୪୮ ରାଷ୍ଟ୍ରିୟ ରାଇଫଲ୍ସର କ୍ୟାପଟେନ ଆତଙ୍କବାଦୀଙ୍କ ସହ ଲଢୁଥିଲେ।…
ଟ୍ରେନିଂ ଦେବେ ନବୀନ ହେଲେ ଯୋଗ ଦେବନି ବିଜେଡି!
ଭୁବନେଶ୍ୱର,୧୪।୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ…
କେଜ୍ରିଓ୍ବାଲଙ୍କୁ ବଡ଼ ଝଟକା ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୪।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୁପ୍ରିମକୋର୍ଟଙ୍କରୁ ଆଶ୍ୱସ୍ତି ପାଇନାହାଁନ୍ତି। ବୁଧବାର କେଜ୍ରିୱାଲଙ୍କ ଜାମିନ ଆବେଦନ ଶୁଣାଣି ବେଳେ ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଦେବାକୁ ମନା କରି ଦେଇଛନ୍ତି। କେଜ୍ରିଓ୍ବାଲଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିବା ବରିଷ୍ଠ ଓକିଲ…
ସାପ କାମୁଡାରେ ଚାଲିଗଲା ମହିଳାଙ୍କ ଜୀବନ
ଦିଗପହଣ୍ଡି/ପାଟପୁର,୧୪।୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ଗ୍ରାମର ଜଣେ ମହିଳା ବୁଧବାର ସକାଳେ ସାପ କାମୁଡାରେ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ଗ୍ରାମର ଉପେନ୍ଦ୍ର ବିଷୋୟୀଙ୍କ ସ୍ତ୍ରୀ ସଞ୍ଜୁ ବିଷୋୟୀ। ସଞ୍ଜୁ ସକାଳେ ଚାଷ ଜମିରେ କାମ…
ଗର୍ଭବତୀ ମହିଳା ସମେତ ଶିଶୁପୁତ୍ରଙ୍କୁ ମାରିଦେଲା ଦନ୍ତହାତୀ: ବିକଳରେ କାନ୍ଦୁଛନ୍ତି ଦେଢ ବର୍ଷ ଶିଶୁକନ୍ୟା
ଟେନସା,୧୪।୮(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ବରସୁଆଁ ଫରେଷ୍ଟ ରେଞ୍ଜ କୋଇଡା ବ୍ଲକ କୋଇଡା ଗ୍ରାମ ପଞ୍ଚାୟତର ବାଲିଝୁଡ଼ି ଗ୍ରାମରେ ଘଟିଛି ଏକ ଦୁଃଖତ ଘଟଣା। କାନ୍ଥ ପଡି ଜଣେ ଗର୍ଭବତୀ ମହିଳାଙ୍କ ସମେତ କୁନିଶିଶୁ ପୁତ୍ରଙ୍କ ଜୀବନ ଯାଇଛି। ବାଲିଝୁଡ଼ି…
Archives


