ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା ଥଣ୍ଡା ଅନୁଭୂତ ହେଉଥିବା ବେଳେ ଗୁରୁବାର ସନ୍ଧ୍ୟାଠାରୁ ଶୀତର ପ୍ରକୋପ ଧୀରେ ଧୀରେ…
ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍
ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ବାସଭବନରେ ରେଡ୍ ଜାରି ରହିଛି । ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ…
ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ
ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି ଏବଂ ଅନ୍ୟ କୌଣସି ରାଷ୍ଟ୍ରପତି ଏହି ସଫଳତା ହାସଲ କରିନାହାନ୍ତି ବୋଲି ଦାବି…
ଭାରତର ନୂଆ କ୍ରିକେଟ୍ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ
ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍ରେ ନିଜର ଘାତକ ବୋଲିଂରେ ବିପକ୍ଷ ଦଳକୁ ଅଡ଼ୁଆରେ ପକାଇଛନ୍ତି ତନ୍ମୟ। ଗୋଟିଏ ମ୍ୟାଚ୍ରେ ଉଭୟ ଇନିଂସ୍କୁ ମିଶାଇ…
ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?
ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ ସହ ଆସାମର ନଗାଓଁ ଲୋକ ସଭା ଆସନର ଫଳାଫଳ ମଧ୍ୟ ସାମିଲ ରହିଛି…
ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍ରେ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଦଳର ବିସ୍ଫୋରକ ବ୍ୟାଟର୍ ଅଭିଷେକ ଶର୍ମାଙ୍କ ପାଖରେ ଏକ ବଡ଼ ବିଶ୍ୱ ରେକର୍ଡ ନିଜ ନାମରେ…
ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ
ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ ଭବନରେ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶାରେ ଆୟୋଜିତ ହେବାକୁ…
ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର
ଷ୍ଟକ୍ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ ସାହିତ୍ୟର ସୁନ୍ଦର ସମନ୍ବୟ ରଖି ନୂତନ ଶୈଳୀ ଓ ନବସୃଜନ ସୃଷ୍ଟି କରିଥିବାରୁ…
IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!
ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ କରୁଥିବା ଦେଖିବାକୁ ଆଶା ରଖିଥିବା ପ୍ରଶଂସକଙ୍କୁ ନିରାଶ ହେବାକୁ ପଡ଼ିପାରେ । ଦଳର…
ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ
ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ । ଇସ୍ରାଏଲର ରାଷ୍ଟ୍ରପତି…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…
ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM
ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ବିଦେଶରେ ପହଞ୍ଚି ନୂଆ ସିମ୍ କାର୍ଡ ଖୋଜିବାକୁ ପଡ଼ିବ…

