New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର
ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ ଫେବୃଆରୀ ୧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି, କାରଣ ଆଜି…
Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍ଙ୍କ ୯ମ ବଜେଟ
ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ କରାଯିବ। ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ଦ୍ୱାରା ଏକ ଆନୁଷ୍ଠାନିକ ଘୋଷଣାରେ…
Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର
ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି ରବିବାର ନିବେଶକମାନଙ୍କ ପାଇଁ ଏକ ଭିନ୍ନ ଛୁଟି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ…
ଏପ୍ଷ୍ଟିନ୍ ଫାଇଲ୍ରେ ମୀରା ନାୟାର
ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍ଷ୍ଟିନ୍ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍ଷ୍ଟିନ୍ଙ୍କ ସଦ୍ୟ ପ୍ରକାଶିତ ୩ ନିୟୁତରୁ ଊର୍ଦ୍ଧ୍ୱ ପୃଷ୍ଠାର ଫାଇଲ୍ରେ ଭାରତୀୟ ବଂଶୋଦ୍ଭବ ଚଳଚ୍ଚିତ୍ର…
ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ
ଡେଇର ଅଲ୍-ବଲାହ,୧।୨: ଇସ୍ରାଏଲ୍- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ କରିଛି। ଏଥିରେ ଅନୂ୍ୟନ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଅସ୍ତ୍ରବିରତି ଲାଗୁ…
କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି ପାଗରେ ପରିବର୍ତ୍ତନ ଆସିଛି ଦକ୍ଷିଣ ପବନ…
LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମର ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ପ୍ରାୟ ୫୦ଟଙ୍କା ବୃଦ୍ଧି କରିଛନ୍ତି।…
ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ
ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ ଶନିବାର କୋର୍ଟଚାଲାଣ କରିଛି । ଗିରଫ ଯୁବକ ଅନୁଗୁଳ ଜିଲା ଠାକୁରଗଡ ଥାନା…
Union Budget 2026: ଆଜି କେନ୍ଦ୍ର ବଜେଟ
ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ ଉପସ୍ଥାପନ ହେବ। ଅର୍ଥନୈତିକ ଅଭିବୃଦ୍ଧିର ଗତିକୁ ଅତୁଟ ରଖିବା, ଆର୍ଥତ୍କ ଶୃଙ୍ଖଳାକୁ ବଜାୟ…
ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ
ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ…
ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…
ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି ଦାଦନ ଖଟିବା ଆଜି ଏକ ପରିବାର ପାଇଁ ଅଭିଶାପ ସାଜିଛି। କଳାହାଣ୍ଡି ଜିଲା…
କାଉନ୍ସିଲରଙ୍କ ଘରୁ ଲୁଟ୍: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…
ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ରାୟଗଡ଼ା ସହର ରାମକୃଷ୍ଣ ନଗର ବାସିନ୍ଦା ତଥା ୪ନଂ ୱାର୍ଡ କାଉନସିଲର୍ ସୁକାନ୍ତ…
Archives


