‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ
ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି ବର୍ଷ ଶେଷ ସୁଦ୍ଧା ବାଂଲାଦେଶ ଫେରିବାର ଯୋଜନା ଘୋଷଣା କରିଛନ୍ତି, ସେ କହିଛନ୍ତି…
ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ
ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ ପ୍ରାୟ ୪,୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଦେଶର ଜାତୀୟ ଜନସ୍ବାସ୍ଥ୍ୟ ସଂସ୍ଥା…
ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍ ୩୦ ବେଳକୁ…
ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଜୁଲାଇ ୨ ବେଳକୁ ଲଘୁଚାପ ହେବା ନେଇ ପାଣିପାଗ…
ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ
ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ ଆଲୋଚନା ପରେ, ସେମାନେ ଶତ୍ରୁତା ବନ୍ଦ କରି ଆଲୋଚନା ପୁନଃ ଆରମ୍ଭ କରିବାକୁ…
ମଣିଷ ହେବା ଏଥର
ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍ କମ୍ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ ନମ୍ବରୀ କାରବାର କରି ରାତାରାତି ସେ ବଡ଼ ହୋଇଛି। ଆଉ ଥୋକାଏ କହିଲେ,…
ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ
ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ ଶାସିତ ରାଜ୍ୟ। ଏଠାରେ ଏମାନେ ପରାଜିତ ହେଲେ ବି ବାମପନ୍ଥୀ ବିଚାର ବଞ୍ଚିଛି…
କାନ୍ଥରେ ନାମ
ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣର ଜବାବ ଦେବାକୁ ଯାଇ ଭାରତୀୟ ସେନା ପକ୍ଷରୁ ୭ ମେ’ରୁ ୧୦…
ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା
ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ (୫୫) । ଖବର ପାଇ ଭଟଲି…
‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ ନିଜ ସୀମା ମଧ୍ୟରେ କାର୍ଯ୍ୟ କରୁଥିବା ଆତଙ୍କବାଦୀ ମଡ୍ୟୁଲଗୁଡ଼ିକୁ ନଷ୍ଟ କରିବା ଉପରେ…
୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…
ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର ଅବିନାଶ(୧୦)ଙ୍କୁ ଏକ କାର୍ ଧକ୍କା ଦେଇ ଚମ୍ପଟ ମାରିଛି। ସେ ଗୁରୁତର ହୋଇ…
କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା
ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ ଉପରେ ବିମାନ ଆକ୍ରମଣ କରିଥିଲା। ପାକିସ୍ତାନ ସରକାର ଆତଙ୍କବାଦୀ ସଂଗଠନ ତେହରିକ-ଇ-ତାଲିବାନ ଏବଂ…
ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍ ଷ୍ଟୋକ୍ସ
ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି। ଇଂଲଣ୍ଡ କ୍ରିକେଟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ବେନ ଷ୍ଟୋକ୍ସ…
Archives


