Home

ଓଲଟ ଗତି

ଜଣେ ବିଦେଶୀ ପର୍ଯ୍ୟଟକ ସକାଳୁ ସହରର ଏକ ଲଜିଂରୁ ରେଳଷ୍ଟେଶନକୁ ଚାଲିଚାଲି ଯାଉଥିଲେ ଓ ଦୁଇଟି ଓଜନିଆ ବ୍ୟାଗ୍‌ ଧରିଥିବାରୁ ଥକିପଡୁଥିଲେ। ସେହି ରାସ୍ତା ଦେଇ ଏକ ଅଟୋରିକ୍ସା ଯାଉଥିବାର ଦେଖି ଚାଳକକୁ ଷ୍ଟେଶନ ପର୍ଯ୍ୟନ୍ତ ଭଡ଼ା କେତେ ବୋଲି ପଚାରିବାରୁ…

ମାକ୍ସୱେଲ୍‌ଙ୍କ ତରଙ୍ଗ ଓ ଆଲୋକ

ବ୍ରିଟିଶ ଗବେଷକ ସାର୍‌ ଆଇଜାକ୍‌ ନ୍ୟୁଟନ୍‌ ଆମ ଆଖପାଖରେ ଥିବା ବସ୍ତୁଗୁଡ଼ିକର ଗତିକୁ ନିର୍ଦ୍ଦିଷ୍ଟ ରୂପେ ମାପିବା ପାଇଁ ଗତିଶୀଳ ବସ୍ତୁର ଗତି ପଛରେ ନିହିତ ପ୍ରକୃତ କାରଣ ଅନାବରଣକୁ ତାତ୍ତ୍ୱିକ ନିଷ୍କର୍ଷ ପ୍ରଦାନ କରିଥିଲେ। ହେଲେ ଆଲୋକର ସମସ୍ତ ଗୁଣାବଳୀ…

ମୁଦ୍ରାସ୍ଫୀତି ଓ ଜଳବାୟୁ ସଙ୍କଟ

ବର୍ଷେ ଦୁଇ ବର୍ଷ ହେଲା ବୈଶ୍ୱିକ ମୁଦ୍ରାସ୍ଫୀତି ଯୋଗୁ ଖାଦ୍ୟ, ଶକ୍ତି ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଜିନିଷଗୁଡ଼ିକର ଅହେତୁକ ମୂଲ୍ୟ ବୃଦ୍ଧି ଘଟିଛି। ଫଳରେ ସାରା ବିଶ୍ୱରେ ବିଶେଷକରି ଜି-୨୦ ଦେଶଗୁଡ଼ିକରେ ଆମେରିକାରେ ମୂଲ୍ୟବୃଦ୍ଧି ରାଜନୈତିକ ଆଲୋଚନାର ପ୍ରମୁଖ ବିଷୟ ହୋଇଛି।…

ଆଜି ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର):ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଗୁରୁବାର ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନୂଆ ରାଜ୍ୟପାଳଙ୍କୁ ସ୍ବାଗତ ଜଣାଇଛନ୍ତି। ରାଜଭବନ ପକ୍ଷରୁ ବିମାନବନ୍ଦରଠାରେ ରାଜ୍ୟପାଳଙ୍କୁ ଗାର୍ଡ…

ସୁନା-ରୁପା ଛାଉଣି ହେବ ରତ୍ନଭଣ୍ଡାର କବାଟ: ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ,୩ା୧(ଅଜିତ୍‌ କୁମାର ମହାନ୍ତି):ଗତ ଡିସେମ୍ବର ୧୭ରୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା।…

ରୋହିତ ଶର୍ମା ଦଳରୁ ବାଦ୍‌ ପଡ଼ିବାକୁ ନେଇ ଏମିତି କହିଦେଲେ ବୁମ୍‌ରା: ବଢୁଛି ଚର୍ଚ୍ଚା

ସିଡନୀ,୩।୧: ଭାରତ ବନାମ ଅଷ୍ଟ୍ରେଲିଆ ସିଡନୀ ଟେଷ୍ଟ ଆରମ୍ଭ ହୋଇଛି। ଭାରତୀୟ ଦଳରୁ ରୋହିତ ଶର୍ମା ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍‌ରା ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆର ଅଧିନାୟକ ଅଛନ୍ତି। ତାଙ୍କ ଅଧୀନରେ ଭାରତ ବର୍ଡର-ଗାଭାସ୍କର ସିରିଜରେ ୨୯୫…

ଟସ୍‌ ଜିତିଲା ଭାରତ: ଦଳରୁ ବାଦ୍‌ ପଡ଼ିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜ୍‌ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଭାରତର ଅଧିନାୟକ ଜଶପ୍ରୀତ ବୁମ୍‌ରା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତର ଶୀର୍ଷ କ୍ରମ…

ଆସିଲ ଡରାଇଲା ଭଳି ରିପୋର୍ଟ:ଓଡ଼ିଶାର ୧୫ ଜିଲା ଭୂତଳଜଳରେ ବିପଜ୍ଜନକ ନାଇଟ୍ରେଟ୍‌

ନୂଆଦିଲ୍ଲୀ,୩ା୧:ଦେଶବ୍ୟାପୀ ୪୪୦ ଜିଲାର ଭୂତଳଜଳରେ ନାଇଟ୍ରେଟ୍‌ ମାତ୍ରା ଅଧିକ ରହିଛି। ତନ୍ମଧ୍ୟରେ ଓଡ଼ିଶାର ୧୫ ଜିଲା ରହିଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବରଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର…

ଜଳ ପରିଚାଳନା, ନିଷ୍କାସନରେ ବାଧା

ପଟ୍ଟାମୁଣ୍ଡାଇ,୩ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚାଷୀଙ୍କ ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡ଼ି ଦେଇଛି। ବର୍ଷା ଛାଡ଼ି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି ଶୁଖିନି। ବର୍ଷା ଜଳ ନିଷ୍କାସନ ପଥଗୁଡ଼ିକୁ ବିଭିନ୍ନ ସ୍ଥାନରେ ଜବରଦଖଲ ହୋଇଥିବାରୁ ଚାଷ ଜମିଗୁଡ଼ିକରେ…

ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ରାଜକନିକା,୩ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ସିକୋ ପଞ୍ଚାୟତର ଡାଳିକାଏନ୍ଦା, ଭାରିଗଦା ପଞ୍ଚାୟତ ଓ ବରୁଣାଡ଼ିହା ପଞ୍ଚାୟତର ଚାଷୀ ମୁଖ୍ୟତଃ ଚିନାବାଦାମ ଚାଷ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ ଚାଷୀ ଧାର, କରଜ ଆଣି…

ବଢିବ ଶୀତ: ୩ ଜିଲାରେ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୧(ଅନୁରାଧା ମହାରଣା):ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି। ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ ରହିଥିଲାବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ ୯.୫…

ନୀତୀଶଙ୍କୁ ବଡ଼ ଅଫର୍‌ ଦେଲେ ଲାଲୁ: କହିଲେ, ତୁମ ପାଇଁ ଆମ…

ପାଟନା,୩ା୧:୨୦୨୫ ଶେଷ ଆଡ଼କୁ ବିହାର ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ପଲ୍‌ଟୁରାମ ନାମରେ ପରିଚିତ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନ୍‌ଡିଏ ଛାଡ଼ି ମହାମେଣ୍ଟକୁ ଫେରିବା ନେଇ କଳ୍ପନାଜଳ୍ପନା ସୃଷ୍ଟି କଲାଭଳି ମନ୍ତବ୍ୟ ଦେଇଛନ୍ତି ଆର୍‌ଜେଡି ମୁଖ୍ୟ ଲାଲୁପ୍ରସାଦ ଯାଦବ। ଲାଲୁ ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri