Home

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଶବଦାହ କରିବା ପାଇଁ ଶ୍ମଶାନ ନାହିଁ। ଶବଦାହ କରିବାକୁ…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ବାଣିଜ୍ୟ, ପରିବହନ ଓ ଇସ୍ପାତ, ଖଣି ବିଭାଗ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କୃଷକ ସଙ୍ଗଠକ ରାମ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ ସେ ତାଙ୍କ ବାସଭବନରେ ଗାଈମାନଙ୍କୁ ଚାରା ଏବଂ ମୟୂରମାନଙ୍କୁ ଶସ୍ୟ ଖୁଆଉଥିବାର ଦେଖାଯାଇଛି।…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼ ଜିଲା ବାରକୋଟ ବ୍ଲକ କାଳିଆପାଳ ଗ୍ରାମରେ ରବିବାର ସକାଳୁ ଏଭଳି ଏକ ଅଭାବନୀୟ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର ସମସ୍ତ ବିଭାଗ ଓ କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମଚାରୀଙ୍କୁ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ ପାନ ମସଲା’ ବିଜ୍ଞାପନ ସମ୍ପର୍କରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA)…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା ହେବ ବୋଲି ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ ଲାଲ କହିଛନ୍ତି। ବଲାଙ୍ଗୀର ରିଜର୍ଭ…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି ସୂଚନା ଦେଇଛି। ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ଗସ୍ତର ତାରିଖ ସମ୍ପର୍କରେ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ ହୋଇଛି। ଏହି ଉପଲକ୍ଷେ ବିଦ୍ୟାଳୟ ପରିସରରେ ସହକାରୀ ଶିକ୍ଷକ ଚନ୍ଦ୍ରଶେଖର ବାଡ଼ତ୍ୟାଙ୍କ…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର ଆହତ ହୋଇଥିଲେ ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା। ବାରାଣସୀ ବିମାନବନ୍ଦର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ ସମ୍ପର୍କରେ ଦୁଇ ରାଷ୍ଟ୍ର ମଧ୍ୟରେ ଏକ ଚୁକ୍ତି ଚୂଡ଼ାନ୍ତ ହୋଇଛି। ଫଳରେ, ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?