Home

ଗୋପାଳପୁରରେ ହେବ ଗ୍ରୀନ୍‌ ଆମୋନିଆ ପ୍ଲାଣ୍ଟ

ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା):ଗ୍ରୀଡ୍‌କୋ ବିଦ୍ୟୁତ୍‌ ନିୟାମକ ଆୟୋଗ ଗ୍ରୀନ୍‌ ଏନର୍ଜି ଓପନ ଆକ୍ସେସ୍‌ ରେଗୁଲେଶନ୍ସ, ୨୦୨୩ ଅଧୀନରେ ମେସର୍ସ ଅଭାଡା ଗ୍ରୀନ୍‌ ଏଚ୍‌ ୨ ପ୍ରାଇଭେଟ୍‌ ଲିମିଟେଡ୍‌୍‌ ସହ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁସାରେ ୨୫…

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ୨୮କୋଟିର ଦୁର୍ନୀତି ହୋଇଛି: ମନ୍ତ୍ରୀ ନାଏକ

ଭୁବନେଶ୍ୱର,୨୦ା୨(ବନ୍ଦନା ସେଠୀ): ପଞ୍ଚାୟତିରାଜ ବିଭାଗରେ ଗତ ୫ବର୍ଷରେ ୨୮କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ମଙ୍ଗଳବାର ବିଧାନସଭାରେ ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଉକ୍ତ ତଥ୍ୟ ଅନୁଯାୟୀ, ବିଜେଡି ସରକାରଙ୍କ ଅମଳରେ ୨୦୨୦-୨୧ ଆର୍ଥିକ ବର୍ଷରେ ୯କୋଟି ୧୩ଲକ୍ଷ…

ଏମ୍‌ଇଏଆଇ ପକ୍ଷରୁ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ହାଇଦ୍ରାବାଦସ୍ଥିତ ମାଇନିଂ ଇଞ୍ଜିନିୟର୍ସ ଆସୋସିଏସନ ଅଫ୍‌ ଇଣ୍ଡିଆ (ଏମ୍‌ଇଏଆଇ) ପକ୍ଷରୁ ‘ଖଣିଜ ଖଣି ଖନନ: ଆତ୍ମନିର୍ଭର ବିକଶିତ ଭାରତ ୨୦୪୭ ଦିଗରେ ଅଗ୍ରଗାମୀ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀର ଦ୍ୱିତୀୟ ଦିନରେ ଖଣି କ୍ଷେତ୍ର,…

ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇ ପାଇଁ ଲୋନ୍‌ ମେଳା

ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ସହଯୋଗରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପରିଷଦ (ଓସ୍ମେ) ପକ୍ଷରୁ ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ପାଇଁ ବୁଧବାର ଏକ ଲୋନ୍‌ ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଣ୍ଟରପ୍ରେନ୍ୟୋରଶିପ ଡେଭେଲପମେଣ୍ଟଠାରେ…

ଲକ୍ଷେ ଟପିପାରେ ସୁନା ଦର

ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): କେତେକ ବୈଶ୍ୱିକ କାରଣରୁ ସୁନା ଦର ୧୦ ଗ୍ରାମ୍‌ ପିଛା ଲକ୍ଷେ ଟଙ୍କା ଟପିବ ବୋଲି ଆଶଙ୍କା କରାଯାଉଛି। ଆମେରିକା ଲଣ୍ଡନର ଥ୍ରେଡ୍‌ ଷ୍ଟ୍ରିଟ୍‌ ତଳେ ଥିବା ବିଶ୍ୱର ସର୍ବବୃହତ୍‌ ସୁନା ରିଜର୍ଭରୁ ଆମେରିକାର ସୁନା ମଗାଇବା…

ସମାଜର ମୃତ୍ୟୁ ହୋଇଯାଇଛି: ସ୍ବରା

ମୁମ୍ବାଇ: ସମ୍ପ୍ରତି ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କର ଫିଲ୍ମ ‘ଛାବା’ ବକ୍ସ ଅଫିସରେ ନିଜ ଜଲ୍‌ଓ୍ବା ଦେଖାଇଚାଲିଛି। ରିଲିଜ୍‌ ହେବାର ମାତ୍ର ୫ ଦିନ ମଧ୍ୟରେ ଏହି ଫିଲ୍ମ କେବଳ ଭାରତୀୟ ଫିଲ୍ମ ହଲଗୁଡ଼ିକରୁ ୨୦୦ କୋଟି…

ଶାନ୍ତି ପ୍ରତିଷ୍ଠାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…

ରାଜନୈତିକ କାରଣରୁ ସୁନୀତାଙ୍କୁ ମହାକାଶରେ ଛାଡ଼ିଥିଲେ ବାଇଡେନ୍‌: ମସ୍କ

ଓ୍ବାଶିଂଟନ, ୨୦।୨: ନାସା ମହାକାଶଚାରୀ ସୁନୀତା ୟୁଲିୟମ୍ସ ଏବଂ ତାଙ୍କ ସାଥୀ ମହାକାଶଚାରୀ ବୁଚ୍‌ ଓ୍ବିଲ୍‌ମୋର ଗତ ପ୍ରାୟ ୧୦ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଫସି ରହିଛନ୍ତି। ସୁନୀତାଙ୍କୁ ବିଭିନ୍ନ ରାଜନୈତିକ କାରଣରୁ ବାଇଡେନ୍‌…

ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୨: ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍‌ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ…

ଅନ୍‌ଲାଇନ ଟ୍ରୋଲ୍‌: ଦକ୍ଷିଣ କୋରିଆ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ସିଓଲ, ୨୦।୨: ଦକ୍ଷିଣ କୋରିଆର ଅଭିନେତ୍ରୀ କିମ୍‌ ସେ-ରନ୍‌(୨୪)ଙ୍କ ମୃତ୍ୟୁକୁ ନେଇ କୋରିଆନ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ସ୍ତବ୍ଧ ହୋଇଛି। ରବିବାର ରାତିରେ ସିଓଲସ୍ଥିତ ବାସଭବନରୁ ତାଙ୍କର ମୃତଦେହ ମିଳିଥିଲା। ତେବେ କିମ୍‌ ଆତ୍ମହତ୍ୟା କରିଛନ୍ତି ବୋଲି ମଙ୍ଗଳବାର ସିଓଲର ସେଓଙ୍ଗ୍‌ଡୋଙ୍ଗ୍‌ ପୋଲିସ…

ସୀମା ବାହାର ଟିକେଟ କାହିଁକି ବିକୁଥିଲ

ନୂଆଦିଲ୍ଲୀ,୨୦ା୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ଗତ ୧୫ ତାରିଖରେ ଦଳାଚକଟା ଯୋଗୁ ମହାକୁମ୍ଭକୁ ଯିବା ପାଇଁ ବାହାରିଥିବା ୧୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ବୁଧବାର ଦିଲ୍ଲୀ ହାଇକୋର୍ଟ ରେଲଓ୍ବେକୁ ଭର୍ତ୍ସନା କରିଛନ୍ତି। ଏକ କୋଚ୍‌ର ଧାରଣ କ୍ଷମତାଠାରୁ ଅଧିକ ସଂଖ୍ୟକ…

ଟାରିଫ୍‌ ଉପରେ ମୋ ସହ କେହି ଯୁକ୍ତି କରିପାରିବେ ନାହିଁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌,୨୦ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୧୩ ତାରିଖରେ ଓ୍ବାଶିଂଟନ୍‌ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହ୍ବାଇଟ୍‌ ହାଉସ୍‌ରେ ଭେଟିଥିଲେ। ମୋଦିଙ୍କ ସହ ସାକ୍ଷାତର ଠିକ୍‌ ପୂର୍ବରୁ ଟ୍ରମ୍ପ୍‌ ଏକ ନୂଆ ଟାରିଫ୍‌ ଅର୍ଡରରେ ସ୍ବାକ୍ଷର କରିଥିଲେ। ତଦନୁଯାୟୀ ଯେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?