Home

ଶାନ୍ତି ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…

ବରଯାତ୍ରୀ ଶୋଭାଯାତ୍ରାରେ ଭୁଜାଲି ମାଡ଼, ୪ ଜଣଙ୍କୁ ବାନ୍ଧିଲା ପୋଲିସ

ହିଞ୍ଜିଳିକାଟୁ,୧୯ା୨(ଦ୍ୱିତୀକୃଷ୍ଣ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରାରେ ଭୁଜାଲିମାଡ଼ରେ ଜଣେ ଗୁରୁତର ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ହିଞ୍ଜିଳି ସାନସାହିର ଚନ୍ଦନ ଚୌଧୁରୀ (୩୨),…

ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ, ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ କରିଛି। ଏ ସଂକ୍ରାନ୍ତରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ସୁନାପାଲିର ମହମ୍ମଦ ଅଲତାବ୍‌(୨୫)। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବୁଧବାର…

୬୦ ବୋତଲ କଫ୍‌ସିରପ ଜବତ, ଜଣେ ଗିରଫ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀ ଝୁପୁଡ଼ିପଡ଼ାରୁ ଅବକାରୀ ବିଭାଗ ମୋବାଇଲ୍‌ ୟୁନିଟ୍‌ ୬୦ ବୋତଲ ନିଶା କଫ ସିରପ୍‌ ଜବତ କରିଛି। ଏହାସହ ବେଆଇନ ଭାବେ କଫ୍‌ସିରପ ବିକ୍ରୟ କରୁଥିବା ଅଭିଯୁକ୍ତ ସେହିପଡ଼ାର କରନ୍‌ ବାଗ(୨୧)ଙ୍କୁ…

କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା: ଏବିଭିପିର ବିକ୍ଷୋଭ

ଭବାନୀପାଟଣା,୧୯ା୨(ଉତ୍ତମ କୁମାର ଦାଶ): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟର ହଷ୍ଟେଲ ରୁମ୍‌ରେ ଗତ ରବିବାର ୨୦ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲାମ୍‌ସଲ୍‌ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ନେପାଳୀ ଛାତ୍ରମାନେ ବିରୋଧ କରିବା ପରେ ସେମାନଙ୍କୁ ମାଡ଼ମାରି ବିଶ୍ୱବିଦ୍ୟାଳୟ ପରିସରରୁ ବାହାର କରିଦିଆଯିବା…

ନାବାଳିକାଙ୍କ ସହ ହେଉଥିଲା ନାବାଳକଙ୍କ ବିବାହ, ପ୍ରଶାସନ ପହଞ୍ଚି ନେଲା ଏମିତି ପଦକ୍ଷେପ

ଝରିଗାଁ,୧୯ା୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଆଦିବାସୀ ବହୁଳ ଝରିଗାଁ ବ୍ଲକ୍‌ରେ ସଚେତନତାର ଘୋର ଅଭାବ ଦେଖାଦେଇଛି। ବିଶେଷ କରି ଏହି ବ୍ଲକରେ ସଚେତନତା ଅଭାବ ଯୋଗୁ ବାଲ୍ୟବିବାହ ପ୍ରଥା ଏବେ ମଧ୍ୟ ଚାଲୁରହିଛି। ଏହି ପ୍ରଥାକୁ ରୋକିବା ପାଇଁ ପ୍ରଶାସନ…

ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ମୋହନା,୧୯ା୨(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ଗୋବୁରିଗୁଡା ଗାଁ ନିକଟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ବାଇକ୍‌ ଆରୋହୀ ନିଜ ଗାଁ ଗୋବରୀଗୁଡ଼ାକୁ ଯିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ ପିକ୍‌ଅପ୍‌ ( ଓଡି ୨ବି ଜେଡ୍‌ ୭୦୯୬ )…

ଘରେ ଆକ୍ୱାରିୟମ୍‌ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ Vastu ନିୟମ, ନଚେତ…

ଆକ୍ୱାରିୟମ୍‌ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍‌ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ତେବେ ଏଥିପାଇଁ ବାସ୍ତୁଶାସ୍ତ୍ରରେ କ’ଣ ସବୁ ନିୟମ ରହିଛି…

ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଲାଞ୍ଜିଗଡ଼ରେ ସ୍ଥାପନ ପାଇଁ ଜିଲାପାଳଙ୍କୁ ଦାବିପତ୍ର

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ଼ ବ୍ଲକ ନାମରେ ନାମିତ ଥିବା ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଲାଞ୍ଜିଗଡ଼ଠାରେ ସ୍ଥାପନ କରିବା ପାଇଁ କଳାହାଣ୍ଡି ଜିଲାପାଳ ପାଓ୍ବାର ସଚିନ ପ୍ରକାଶଙ୍କ ଜରିଆରେ ଓଡ଼ିଶାର ମହାମହିମ ରାଜ୍ୟପାଳ, ମାନ୍ୟବର ଓଡ଼ିଶାର…

ପ୍ରେମିକା ରାଗିଥିବା ବେଳେ ଭୁଲରେ ବି କୁହନ୍ତୁ ନାହିଁ ଏହି ୫ କଥା, ହୋଇଯିବ ବ୍ରେକଅପ!

ଯେଉଁ ସମ୍ପର୍କରେ ଝଗଡ଼ା, ବାଦ ବିବାଦ ନ ଥାଏ, ତାହା ହୃଦୟରୁ ନୁହେଁ କେବଳ ମନରୁ ବୋଲି କହିପାରିବା। ହେଲେ ଅନେକ ସମୟରେ ପ୍ରେମିକଙ୍କ କିଛି କଥାକୁ ନେଇ ପ୍ରେମିକା ଅତ୍ୟଧିକ ରାଗି ଯାଇଥାନ୍ତି। ଏହାପରେ ପ୍ରେମିକ ତାଙ୍କୁ ବୁଝାଇବାରେ ଲାଗି…

ଏଭଳି ଉପାୟରେ ଟଙ୍କା ରୋଜଗାର କରୁଥିବା ବ୍ୟକ୍ତିଙ୍କୁ ଜୀବନରେ କେବେ ମିଳେନାହିଁ ଶାନ୍ତି: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ

କ୍ୟାରିୟର, ପଦୋନ୍ନତି, ବୈବାହିକ ଜୀବନ, ଅର୍ଥ, ଶିକ୍ଷା ଏବଂ ବ୍ୟବସାୟ ସହ ଜୀବନର ଅନେକ ସମସ୍ୟା ବିଷୟରେ ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ କହିଛନ୍ତି। ତାଙ୍କ ନୀତିକୁ ଜୀବନରେ ଆପଣାଇବା କଷ୍ଟସାଧ୍ୟ। କିନ୍ତୁ ଯେ ତାହା କରିପାରେ ସେହି ବ୍ୟକ୍ତିଙ୍କୁ କେହି…

କୋଟିଆ ସୀମାନ୍ତ ଗ୍ରାମରେ ଆନ୍ଧ୍ରର ସିପିଆଇଏମ୍‌ ଦଳ, ଗ୍ରାମବାସୀଙ୍କୁ ନେଇ କରିଛି…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଗତ କିଛିଦିନ ହେଲା ପଡ଼ୋଶୀ ରାଜ୍ୟ ଆନ୍ଧ୍ରର ସିପିଆଇଏମ୍‌ ଦଳ ବାରମ୍ବାର ଅନୁପ୍ରବେଶ କରି ସୀମାନ୍ତ ଗ୍ରାମବାସୀଙ୍କୁ ବିଭିନ୍ନ ସ୍ଥାନରେ ଏକତ୍ରିତ କରି ବୈଠକ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?