କ୍ରିକେଟ୍ରେ କେଶବ ମହାରାଜଙ୍କ ବଡ଼ କାରନାମା
ତ୍ରିନିଦାଦ,୧୧।୮: ଦକ୍ଷିଣ ଆଫ୍ରିକା ଦଳ ବର୍ତ୍ତମାନ ୱେଷ୍ଟଇଣ୍ଡିଜ ଗସ୍ତରେ ଅଛି। ଆୟୋଜକ ଦଳ ବିପକ୍ଷରେ ଦକ୍ଷିଣ ଆଫ୍ରିକା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଦୁଇ ଦଳ ମଧ୍ୟରେ ସିରିଜର ପ୍ରଥମ ମ୍ୟାଚ ତ୍ରିନିଦାଦର ପୋର୍ଟ ଅଫ ସ୍ପେନ ଗ୍ରାଉଣ୍ଡରେ…
ଇତିହାସ ରଚିବାକୁ କୋହଲି ନିକଟରେ ରହିଛି ବଡ଼ ସୁଯୋଗ
କଲମ୍ବୋ,୧୧।୮: ଶ୍ରୀଲଙ୍କା ଗସ୍ତ ପରଠାରୁ ଟିମ ଇଣ୍ଡିଆ ଏକ ବ୍ରେକ୍ ନେଇଛି। ଭାରତରେ ଏବେ ସେପ୍ଟେମ୍ବରରେ ବାଂଲାଦେଶ ବିପକ୍ଷରେ ଏକ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଏହା ପରେ ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ବିପକ୍ଷରେ ମଧ୍ୟ ପ୍ରତିଯୋଗିତା ହେବ। ଚଳିତ ବର୍ଷ…
ବିଲରେ ଧାନ ରୋଇଲେ କେନ୍ଦ୍ରମନ୍ତ୍ରୀ
ବେଙ୍ଗାଲୁରୁ,୧୧।୮: କେନ୍ଦ୍ର ମନ୍ତ୍ରୀ ଏଚଡି କୁମାରସ୍ବାମୀ କର୍ନାଟକର ମାଣ୍ଡିଆର ଆରାଲାକୁପେ ଗାଁରେ ଧାନ ଚାଷରେ ଗ୍ରାମବାସୀଙ୍କୁ ସହଯୋଗ ଦେଇଛନ୍ତି। ସେ କ୍ଷେତକୁ ଯାଇ ନିଜ ହାତରେ ଧାନ ରୋଇଛନ୍ତି। କୁମାରସ୍ବାମୀ କହିଛନ୍ତି, ଏହା ମୋ ପରିବାର ସଦସ୍ୟଙ୍କ ଏକ କାର୍ଯ୍ୟକ୍ରମ। କୃଷକମାନେ…
ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଆଳୁ ଯୋଗାଣ ନେଇ କହିଲେ…
ଭୁବନେଶ୍ୱର,୧୧ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ ପଦକ୍ଷେପ…
ରାଜ ଠାକରେଙ୍କୁ ଚେତାବନୀ ଦେଲେ ସଞ୍ଜୟ ରାଉତ
ମୁମ୍ବାଇ,୧୧ା୮: ଶିବସେନା-ୟୁବିଟି ମୁଖ୍ୟ ଉଦ୍ଧବ ଠାକରେଙ୍କ କନଭେନକୁ ରାଜ ଠାକରେଙ୍କ ପାର୍ଟି କର୍ମୀମାନେ ଆକ୍ରମଣ କରିଛନ୍ତି। ଏହା ଉପରେ ଉଦ୍ଧବ ଗୋଷ୍ଠୀର ସଞ୍ଜୟ ରାଉତ ରାଜ ଠାକରେଙ୍କୁ ଟାର୍ଗେଟ୍ ଦେଇଛନ୍ତି। ଆକ୍ରମଣକାରୀଙ୍କୁ ପୁନର୍ବାର ଏପରି ଅପରାଧ ନ କରିବାକୁ ସେ ଚେତାବନୀ…
ମୁସଲମାନ ପ୍ରେମିକଙ୍କ ସହ ସମ୍ପର୍କ କାଟିଲେ ଏହି ଅଭିନେତ୍ରୀ!
ମୁମ୍ବାଇ: ଟିଭି ଅଭିନେତ୍ରୀ ଜସ୍ମିନ ଭାସିନ ଏବଂ ଅଲ୍ଲୀ ଗୋନିଙ୍କ କେମିଷ୍ଟ୍ରି ‘ବିଗ୍ ବସ୍ ୧୪’ରେ ଦେଖିବାକୁ ମିଳିଥିଲା। ଦୁହେଁ ଏହି ସମ୍ପର୍କକୁ ବନ୍ଧୁତା ବୋଲି କହୁଥିଲେ। ମାତ୍ର ପରେ ସେମାନେ ନିଜେ ଅନୁଭବ କରିଥିଲେ ଯେ, ସେମାନଙ୍କ ମଧ୍ୟରେ ବନ୍ଧୁତାଠାରୁ…
ଆମେରିକା ମୋତେ କ୍ଷମତାରୁ ହଟାଇ ଦେଇଛି, ଏସବୁ କାରଣ କହିଲେ ହାସିନା
ଢାକା,୧୧ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଆମେରିକା ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ବର୍ତ୍ତମାନ ଭାରତରେ ରହୁଥିବା ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପକୁ ହସ୍ତାନ୍ତର କରି ନ ଥିବାରୁ ଆମେରିକା ତାଙ୍କୁ କ୍ଷମତାରୁ ହଟାଇ ଦେଇଛି। ସେ…
ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହେଉଥିବା ହିଂସା ଉପରେ ନୀରବତା ଭାଙ୍ଗିଲେ ୟୁନୁସ୍, କହିଲେ ସେମାନେ କ’ଣ ଆମ…
ଢାକା,୧୧ା୮: ବାଂଲାଦେଶର କାମଚଳା ସରକାରଙ୍କ ପରାମର୍ଶଦାତା ମହମ୍ମଦ ୟୁନୁସ ରବିବାର ସଙ୍କଟ ଜନିତ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ହିନ୍ଦୁମାନଙ୍କୁ ଟାର୍ଗେଟ୍ କରି ହେଉଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି। ମହମ୍ମଦ ୟୁନୁସ୍ ଚେତାବନୀ ଦେଇ କହିଛନ୍ତି ଯେ, ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ…
ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ: ଏଥର ପୁଣି ଲଲିପପ୍
ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ପ୍ରସ୍ତାବିତ ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ ଦୀର୍ଘବର୍ଷର ପ୍ରତୀକ୍ଷା। ନିର୍ବାଚନ ଆସିଲେ ଏହି ପ୍ରକଳ୍ପ କଥା ଉଭୟ ଶାସକ ଏବଂ ବିରୋଧୀ ମନେ ପକାଇଥାନ୍ତି। ପ୍ରକଳ୍ପ ନ ହେବାକୁ ନେଇ ପରସ୍ପର ଦୋଷ ଲଦାଲଦି ହୋଇଥାନ୍ତି। ଗତ ବିଜେପୁର ଏବଂ…
ସଞ୍ଜୟ ସିଂଙ୍କ ବଡ଼ ବୟାନ: ଯେତେଦିନ ପର୍ଯ୍ୟନ୍ତ ମୋଦି ପଦରେ ରହିଥିବେ ସେତେଦିନ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୧୧ା୮: ହିଣ୍ଡେନବର୍ଗର ନୂଆ ରିସର୍ଚ୍ଚ ରିପୋର୍ଟ ସାମ୍ନାକୁ ଆସିବା ପରେ ଆମ୍ ଆଦ୍ମୀ ପାର୍ଟିର ରାଜ୍ୟ ସଭା ଏମ୍ପି ସଞ୍ଜୟ ସିଂ କେନ୍ଦ୍ର ସରକାର, ସେବି ଅଧ୍ୟକ୍ଷ ତଥା ପ୍ରଧାନମନ୍ତ୍ରୀ ମୋଦିଙ୍କ ଘନିଷ୍ଠ ବନ୍ଧୁଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ସେ…
ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରି ଚର୍ଚ୍ଚାରେ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୧୧ା୮(ଅରୁଣ ସାହୁ): ଆଉ ମାତ୍ର କିଛିଦିନ ପରେ ଦେଶ ପାଳିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ଦାରିଙ୍ଗବାଡ଼ି ଏବେଠାରୁ ଉତ୍ସବ ମୁଖର ହେବା ସହ ପ୍ରସ୍ତୁତି ଜୋର୍ଦାର ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ପର୍ଯ୍ୟଟନକ୍ଷେତ୍ରର…
ହିଣ୍ଡେନବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ଆଦାନୀ ଗ୍ରୁପ୍ର ପ୍ରଥମ ପ୍ରତିକ୍ରିୟା, ମାଧବୀ ପୁରୀ ବୁଚ୍ଙ୍କ ସହ କୌଣସି…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକାର ଶର୍ଟ ସେଲର ସଂସ୍ଥା ହିଣ୍ଡେନ୍ବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଶନିବାର ବିଳମ୍ବିତ ରାତିରେ ଆସିଥିବା ରିପୋର୍ଟ ଉପରେ ଆଦାନୀ ଗ୍ରୁପ୍ ଏହାର ପ୍ରଥମ ପ୍ରତିକ୍ରିୟା ଦେଇଛି। ଆଦାନି ଗ୍ରୁପ ରବିବାର ହିଣ୍ଡେନବର୍ଗର…
Archives


