ହିଣ୍ଡେନବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ଆଦାନୀ ଗ୍ରୁପ୍ର ପ୍ରଥମ ପ୍ରତିକ୍ରିୟା, ମାଧବୀ ପୁରୀ ବୁଚ୍ଙ୍କ ସହ କୌଣସି…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକାର ଶର୍ଟ ସେଲର ସଂସ୍ଥା ହିଣ୍ଡେନ୍ବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଶନିବାର ବିଳମ୍ବିତ ରାତିରେ ଆସିଥିବା ରିପୋର୍ଟ ଉପରେ ଆଦାନୀ ଗ୍ରୁପ୍ ଏହାର ପ୍ରଥମ ପ୍ରତିକ୍ରିୟା ଦେଇଛି। ଆଦାନି ଗ୍ରୁପ ରବିବାର ହିଣ୍ଡେନବର୍ଗର…
ଶୁଟିଂରେ ସ୍ବର୍ଣ୍ଣ ପଦକ ଜିତଥିଲେ ରାହୁଲ ଗାନ୍ଧୀ, ୧୯୮୯ରେ ଦେଶରେ ପଡିଥିଲା ଚହଳ
ନୂଆଦିଲ୍ଲୀ,୧୧।୮: ପ୍ୟାରିସ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ସୁଟର ମନୁ ଭାକର ଭାରତରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି। ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମନୁ ଭାକରଙ୍କୁ ଭେଟିଛନ୍ତି। ମନୁ ଭାକରଙ୍କ ସହ ତାଙ୍କ କୋଚ…
ଆଦାନୀଙ୍କୁ ନେଇ ସାଂଘାତିକ ଖୁଲାସା, ହିଣ୍ଡେନବର୍ଗର ଚାଞ୍ଚଲ୍ୟକର ତଥ୍ୟ
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍ବର୍ଗ ରିସର୍ଚ୍ଚ ହ୍ବିସିଲବ୍ଲୋୟରମାନଙ୍କ ଦସ୍ତାବିଜ ଆଧାରରେ ଶନିବାର ଏକ ନୂଆ ରିପୋର୍ଟ ପ୍ରକାଶ କରିଛି। ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ ଏବଂ ତାଙ୍କ ସ୍ବାମୀ ଧବଳ ବୁଚ୍ଙ୍କର…
ଭିନେଶ ଫୋଗଟ୍ଙ୍କୁ ନେଇ ଆସିଲା ବଡ଼ ଖବର, କୋର୍ଟ କହିଲେ…
ନୂଆଦିଲ୍ଲୀ,୧୧।୮: ଘୁଞ୍ଚିଲା ରେସଲର୍ ଭିନେଶ ଫୋଗଟ୍ଙ୍କ ପଦକ ଆବେଦନର ଶୁଣାଣି। ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ରବିବାର ରାତିରେ ରାୟ ଆସିବାର ଥିଲା। ମାତ୍ର ଶୁଣାଣି ଦିନକୁ ଘୁଞ୍ଚାଇ ଦିଆଯାଇଛି।…
ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଝରିଗାଁ,୧୦ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ହୋଇଥିବା ବେଳେ ଏସ୍ପି ରୋହିତ ବର୍ମା ଥାନା ସେଣ୍ଟ୍ରି ଦାୟିତ୍ୱରେ ରହିଥିବା କନଷ୍ଟେବଳ ଧନର ନାୟକଙ୍କୁ ନିଲମ୍ବନ କରିଛନ୍ତି। ଶନିବାର ଝରିଗାଁ ପୋଲିସ ଦ୍ୱାରା ସଂପୃକ୍ତ ଚମ୍ପଟ…
ଦାରିଙ୍ଗବାଡ଼ି ବିଡିଓଙ୍କ ଫୋନ୍ ନମ୍ବର ହ୍ୟାକ୍, ପିଏମ୍ କିଷାନ ଆପ୍ ଇନ୍ଷ୍ଟଲ କରିବାକୁ ହ୍ୟାକର୍ କରୁଛନ୍ତି ନିବେଦନ
ଦାରିଙ୍ଗବାଡ଼ି,୧୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ମୋବାଇଲ ନଂ ୯୪୩୮୩୫୪୫୬୬କୁ କୌଣସି ହ୍ୟାକର ହ୍ୟାକ୍ କରିନେଇଛନ୍ତି। ବିଡିଓ ଯେଉଁସବୁ ସାମାଜିକ ଗଣମାଧ୍ୟମରେ ଅଛନ୍ତି ସେଗୁଡ଼ିକରେ ହ୍ୟାକର ଜଣକ ପିଏମ୍ କିଷାନ ଆପ୍କୁ ପୋଷ୍ଟ କରି ଉକ୍ତ ଆପ୍କୁ…
ଅଗଷ୍ଟ ୧୫ରେ ସୁଭଦ୍ରା ଯୋଜନା ପାଇଁ ଆସିବ ଏସ୍ଓପି, ଜାଣନ୍ତୁ ଏଥିରୁ କେଉଁମାନେ ପଡ଼ିବେ ବାଦ୍
ଭୁବନେଶ୍ୱର,୧୦ା୮: ଆସନ୍ତା ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସୁଭଦ୍ରା ଯୋଜନା ପାଇଁ ଏସ୍ଓପି ଆସିବ। ଏହି ଯୋଜନାରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ…
ଚାକିରି କରାଇ ଦେବାକୁ କହି ଶିକ୍ଷୟିତ୍ରୀ ଠକିନେଇଥିଲେ ୫ ଲକ୍ଷ ଟଙ୍କା, ଯିବାକୁ ପଡ଼ିଲା ଜେଲ୍
ଘସିପୁରା,୧୦ା୮(ନିରଞ୍ଜନ ସାହୁ): ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ…
ପୂର୍ତ୍ତବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୦ା୮: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି…
ହଟିବ ସସ୍ପେନ୍ସ, ଭିନେଶଙ୍କୁ ପଦକ ମିଳିବା ନେଇ ଆଜି ରାତିରେ ହିଁ ଆସିବ ବଡ଼ ରାୟ
ନୂଆଦିଲ୍ଲୀ,୧୦ା୮: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ଆଜି ଅର୍ଥାତ୍ ରବିବାର ରାତିରେ ତାହାର ରାୟ ଆସିବ। ୫୦ କେଜି ରେସଲିଂ ଓଜନ ବର୍ଗରେ ଫାଇନାଲ ପୂର୍ବରୁ ଅଯୋଗ୍ୟ ଘୋଷିତ ଭିନେଶଙ୍କ…
ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଏମ୍ପି ଅନନ୍ତ ନାୟକ
କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ କେନ୍ଦୁଝର ଏମ୍ପି ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରତି…
ଦୀର୍ଘବର୍ଷ ଧରି ବନ୍ଦ ପଡ଼ିଛି ଆୟୁର୍ବେଦିକ ଚିକିତ୍ସାଳୟ
ବାଲିଗୁଡ଼ା,୧୦ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତର ବିଲାବାଡ଼ିଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘବର୍ଷ ହେବ ବନ୍ଦ ରହିଛି। ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡ଼ିଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ…
Archives


