ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…
ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ ଚାଷୀ…
ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ ମା’ଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଅନୁଭବ। ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡିଆ…
ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା
ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ ଦିନ ପାଇଁ ଜାରି ରହିଛି, ରବିବାର ଦିଲ୍ଲୀ ଏବଂ ମୁମ୍ବାଇ ଭଳି ପ୍ରମୁଖ ବିମାନବନ୍ଦରରେ…
ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍ ବୁମ୍ରା
ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍ ଟିମ୍ର ଷ୍ଟାର ବୋଲର୍ ଯଶପ୍ରୀତ ବୁମ୍ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି ପହଞ୍ଚିଛନ୍ତି ବୁମ୍ରା। ବିଶ୍ବର ଶ୍ରେଷ୍ଠ ବୋଲର ବୁମ୍ରାଙ୍କୁ ଦେଖିବାକୁ ଟ୍ବିନ୍ସିଟିରେ ବହୁ କ୍ରେଜ୍ ରହିଛି।…
ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି
ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ କମ୍ପାନୀ, ଇଣ୍ଟରଗ୍ଲୋବ ଆଭିଏଶନ କହିଛି ଯେ ଏହି ଦଳ ପରିସ୍ଥିତି ଉପରେ ନଜର ରଖିବ…
ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ ସାହିର ଦୁଇ ସାଙ୍ଗ ଶ୍ରୀ ନୀଳକଣ୍ଠେଶର ମନ୍ଦିର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା…
ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ
ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏବଂ ଶିକ୍ଷୟିତ୍ରୀ ମୀନାଲ ଗୋୟଲଙ୍କ ଏକ ଲିଙ୍କଡିନ ପୋଷ୍ଟ ସାରା ଦେଶରେ ଶିକ୍ଷାର ବୃଦ୍ଧି…
ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN
କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ କ୍ଷତିଗ୍ରସ୍ତ ହୋଇଛି, ଯାହା ରେଡିଓଆକ୍ଟିଭ ସାମଗ୍ରୀ ଲିକ ହେବାର ବିପଦ ସୃଷ୍ଟି କରିଛି, ଜାତିସଂଘର…
ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ ସନାତନ…
ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ
ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା ସ୍ଥଗିତ ରଖିଛି। ସେ ରବିବାର ଲଣ୍ଡନ ଯିବାର କାର୍ଯ୍ୟକ୍ରମ ଥିଲା। କାତାର ଦ୍ୱାରା ଯୋଗାଇ…
ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ
କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର ସକାଳେ ପ୍ରିଟୋରିଆରେ ଏକ ଭୟଙ୍କର ଗୁଳିକାଣ୍ଡରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୧୪…
Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ
ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ ଭିଡିଓ ଶେୟାର କରି ସ୍ପଷ୍ଟ କରିଛନ୍ତି ଯେ ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ…
Archives


