Home

ସକାରାତ୍ମକ ମାନସିକତା ରଖିବ ଯୋଗ

ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି ଅନେକେ ଏ କ୍ଷେତ୍ରରେ ସଫଳ ହୋଇଥାଆନ୍ତି। ଅବଶ୍ୟ ଏଥିନେଇ କେତୋଟି ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଅନ୍ୟପକ୍ଷରେ ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ, ଯଦି ଜଣେ…

ଓଡ଼ିଶାରେ ବିଏସ୍‌ଏନ୍‌ଏଲର ନୂତନ ସେବା

ଭୁବନେଶ୍ୱର,୧୭।୨: ବିଏସଏନଏଲ ବୋର୍ଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଏ ରବର୍ଟ ଜେ ରବି ଓଡ଼ିଶା ଗସ୍ତରେ ଆସିଛନ୍ତି। ଶନିବାର ସେ ବିଏସଏନଏଲ ଭବନରେ ଓଡ଼ିଶାର ପ୍ରଦର୍ଶନକୁ ନେଇ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ବିଏସଏନଏଲର ମହାପ୍ରବନ୍ଧକ ଏବଂ ବରିଷ୍ଠ ଅଧିକାରୀମାନେ…

ଅକ୍ଟୋବର ସୁଦ୍ଧା ସ୍ବଦେଶୀ ସେମିକଣ୍ଡକ୍ଟର ଚିପ୍‌ ଉତ୍ପାଦନ

ଭୁବନେଶ୍ୱର,୧୭।୨ (ଅନୁରାଧା ମହାରଣା): ଭାରତ ଖୁବ୍‌ ଶୀଘ୍ର ଏହାର ପ୍ରଥମ ସ୍ବଦେଶୀ ସେମିକଣ୍ଡକ୍ଟର ଚିପ୍‌ ଉତ୍ପାଦନ ଆଡକୁ ଗତି କରୁଛି। ଚଳିତବର୍ଷ ସେପ୍ଟେମ୍ବର କିମ୍ବା ଅକ୍ଟୋବର ସୁଦ୍ଧା ‘ମେଡ୍‌ ଇନ୍‌ ଇଣ୍ଡିଆ’ ଚିପ୍‌ ପ୍ରସ୍ତୁତ ହେବ ବୋଲି ଆଇଟି ମନ୍ତ୍ରୀ ଅଶ୍ୱିନୀ…

ମହାଜାଗତିକ ରଶ୍ମିର ଆବିଷ୍କାର

ଆମେ ବାସ କରୁଥିବା ପୃଥିବୀର ବହିର୍ଭାଗ ସ୍ତର(କ୍ରଷ୍ଟ)ରେ ବିଭିନ୍ନ ବସ୍ତୁ ମଧ୍ୟରେ ୟୁରାନିୟମ, ରେଡିୟମ, ଥୋରିୟମ, ପୋଟାସିୟମ ପରି ତେଜସ୍କ୍ରିୟ ପଦାର୍ଥ ଭୂପୃଷ୍ଠର ଶିଳାମୟ ବାହାର ସ୍ତରରେ ବିଦ୍ୟମାନ। ଏମାନଙ୍କ ନାଭିକେନ୍ଦ୍ର (ନ୍ୟୁକ୍ଲିୟସ) ସ୍ଥିର ଭାବେ ରହି ନ ଥାନ୍ତି। ତେଜସ୍କ୍ରିୟତା…

ବିକଳ୍ପ ଶକ୍ତିର ଉପଯୋଗ ଉପରେ ମାନବ ଜାତିର ଗୁରୁତ୍ୱ

ଭୁବନେଶ୍ୱର,୧୭।୨ (ଅଭୟ ଦାଶ): ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ (ମିନିଷ୍ଟ୍ରି ଅଫ୍‌ ପେଟ୍ରୋଲିୟମ ଆଣ୍ଡ ନାଚୁରାଲ ଗ୍ୟାସ୍‌ ବା ଏମ୍‌ଓପିଏନଜି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସକ୍ଷମ-୨୦୨୫’ର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ ସାଇନ୍ସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ନ୍ୟୁଜିଲାଣ୍ଡରେ ବ୍ୟବସାୟ ବିସ୍ତାର କରିବ ମାଲାବାର

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ଖୁବଶୀଘ୍ର ନ୍ୟୁଜିଲାଣ୍ଡରେ ବ୍ୟବସାୟ ବିସ୍ତାର କରିବ ବୋଲି ଘୋଷଣା କରିଛି। ଏପରିକି ୧୩ଟି ବିଭିନ୍ନ ଦେଶରେ ୩୭୫ରୁ ଅଧିକ ଶୋ’ରୁମ୍‌ ସହିତ ବିଶ୍ୱର…

ଆଜିଠାରୁ ଫାସ୍‌ଟାଗର ନୂଆ ନିୟମାବଳୀ

ନୂଆଦିଲ୍ଲୀ,୧୭।୨: ଜାତୀୟ ରାଜପଥରେ ଗମନାଗମନକୁ ସୁଗମ କରିବା ସହିତ ଚାଳକଙ୍କର ସମୟ ରକ୍ଷାକୁ ଅଗ୍ରାଧିକାର ଦେବା ପାଇଁ ସରକାର ଟୋଲଗେଟ୍‌ଗୁଡିକରେ ସ୍ବୟଂଚାଳିତ ଟୋଲ ଟିକସ ବ୍ୟବସ୍ଥା ଫାସ୍‌ଟାଗର ଅୟମାରମ୍ଭ କରିଛନ୍ତି। ବର୍ତ୍ତମାନ ସମୟରେ ସରକାର ଏହି ପ୍ଲାଟଫର୍ମରେ ଅନେକ ପ୍ରକାରର ସମସ୍ୟା…

ବଜାରରେ ଏଚ୍‌ଏମ୍‌ଏସ୍‌ଆଇର ସାଇନ ୧୨୫

ନୂଆଦିଲ୍ଲୀ,୧୭।୨: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ନୂତନ ମଡେଲ ୨୦୨୫ ସାଇନ ୧୨୫ର ଅନାବରଣ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ତଥା ସଭାପତି ଏବଂ ସିଇଓ…

ଶ୍ରୀମନ୍ଦିର ଭକ୍ତନିବାସ ଠକେଇ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି

ପୁରୀ,୧୭ା୨(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ଓ୍ବେବସାଇଟ୍‌ ଖୋଲି ଖଳପ୍ରକୃତିର ଲୋକେ ଅନ୍‌ଲାଇନ ମାଧ୍ୟମରେ ଭକ୍ତ ଓ ପର୍ଯ୍ୟଟକଙ୍କୁ ଠକୁଥିଲେ। ଅନେକ ଭକ୍ତ ଓ ପର୍ଯ୍ୟଟକ ଭକ୍ତନିବାସ ପାଇଁ ପଞ୍ଜୀକରଣ କରି ପୁରୀ ଆସିବା ପରେ ଠକାମିର…

ବିଶ୍ୱର ପ୍ରଥମ ସମଲିଙ୍ଗୀ ଇମାମଙ୍କୁ ହତ୍ୟା

ପ୍ରିଟୋରିଆ, ୧୭ା୨: ବିଶ୍ୱର ପ୍ରଥମ ସମଲିଙ୍ଗୀ ଇମାମ ମୁହସିନ ହେଣ୍ଡ୍ରିକ୍ସଙ୍କୁ ରବିବାର ଦକ୍ଷିଣ ଆଫ୍ରିକାର ଗକେବରହା ସହରରେ ଗୁଳିକରି ହତ୍ୟା କରାଯାଇଛି। ୧୯୯୬ରେ ବିଶ୍ୱର ପ୍ରଥମ ଇମାମ ଭାବେ ସେ ସର୍ବସାଧାରଣରେ ନିଜ ସମଲିଙ୍ଗୀ ପରିଚୟକୁ ସ୍ବୀକାର କରିଥିଲେ। ମୁହସିନ ଗକେବରହା…

ଦେଶ ବିରୋଧୀ ଷଡ଼ଯନ୍ତ୍ରରେ ଗୌରବ ଫସିଛନ୍ତି: ହିମନ୍ତ

ଗୁଆହାଟୀ,୧୭ା୨: କଂଗ୍ରେସ ନେତା ଗୌରବ ଗୋଗୋଇଙ୍କ ବ୍ରିଟିଶ୍‌ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହ ସମ୍ପର୍କ ଥିବା ନେଇ ପ୍ରଘଟ ହୋଇଥିବା ଏକ ରିପୋର୍ଟକୁ ଆସାମ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଉକ୍ତ ରିପୋର୍ଟର ଯାଞ୍ଚ ନିମନ୍ତେ…

ଭାରତରେ ୨୯,୫୦୦ ପଞ୍ଜୀକୃତ ଡ୍ରୋନ୍‌ ରହିଛି

ନୂଆଦିଲ୍ଲୀ, ୧୭ା୨: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ରବିବାର ଜାରି ଆଧିକାରିକ ତଥ୍ୟ ଅନୁଯାୟୀ, ଭାରତରେ ୨୯,୫୦୦ରୁ ଅଧିକ ପଞ୍ଜୀକୃତ ଡ୍ରୋନ୍‌ ରହିଛି। ଗତ ଜାନୁଆରୀ ୨୯ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ସର୍ବାଧିକ ୪,୮୮୨ ପଞ୍ଜୀକୃତ ଡ୍ରୋନ୍‌ ରହିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?