Home

ଧରିତ୍ରୀ ପ୍ରଭାବ: ଚୋରା ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସର ରେଡ

ଦାରିଙ୍ଗବାଡି, ୧୯।୧୦ (ଅରୁଣ ସାହୁ )-ସିମନବାଡି ଅଞ୍ଚଳରେ ଚୋରାଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସ ଆକ୍ସନ ମୋଡ଼ରେ ରହିଛି। ଶନିବାର ଦାରିଙ୍ଗବାଡି ଆଇଆଇସି ରମେଶ କୁମାର ପ୍ରଧାନ, ସବଇନ୍ସପେକ୍ଟର ଜୟନ୍ତ କୁମାର ସେଠି ସଦଳବଳ…

ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା

ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍‌ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ ଦ୍ୱିତୀୟ ଉଇକେଟ ହରାଇଥିଲା, ଯାହା ପରେ ସରଫରାଜ ଖାନ ଚତୁର୍ଥ ନମ୍ବରରେ କ୍ରିଜକୁ ଆସିଥିଲେ।…

ବାପ-ପୁଅଙ୍କୁ ଏସିଡ୍‌ ମାଡ: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ତୁମୁଡିବନ୍ଧ(ଦୀପକ କୁମା ପରାସେଠ): ବାପା ପୁଅଙ୍କୁ ଘରେ ଶୋଇଥିବା ସମୟରେ ଏସିଡ ମାଡ଼। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ ଫିଙ୍ଗି ପଳେଇ ଯାଇଥିବା ଅଭିଯୋଗ l ଏସିଡ ମାଡ଼ ବାପା-ପୁଅ ଗୁରୁତର। ଗୁରୁତର ଅବସ୍ଥାରେ…

ଭାରତକୁ ଚେତାବନୀ ଦେଲା ବାଂଲାଦେଶ: ଶେଖ୍‌ ହାସିନାଙ୍କୁ ନ ଛାଡ଼ିଲେ…

ଢାକା,୧୯।୧୦: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆଇନ ପରାମର୍ଶଦାତା ଆସିଫ ନାଜରୁଲ ଭାରତ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଚୁକ୍ତିରେ କୌଣସି ବ୍ୟବସ୍ଥା ଦର୍ଶାଇ ଭାରତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣକୁ ପ୍ରତ୍ୟାଖ୍ୟାନ କରିବାକୁ ଚେଷ୍ଟା କରେ, ତେବେ…

ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ

ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ପରିବାରର ସମସ୍ତଙ୍କ ହାତ, ଗୋଡ଼ ବାନ୍ଧି ମୁହଁରେ କପଡା ବାନ୍ଧି ଡକାୟତମାନେ ଲୁଟ୍‌ କରିଥିଲେ।…

ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ

ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀଙ୍କ ନାଗରିକତ୍ୱ ମରଣୋତ୍ତର ଭାବେ ସରକାର…

୩ଶହ ସ୍କୁଲରେ ପାଠପଢ଼ା ବନ୍ଦ: ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ପଠାଇଲେନି ଅଭିଭାବକ

ନବରଙ୍ଗପୁର, ୧୮/୧୦(ସଦାଶିବ ପ୍ରହରାଜ): ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ଯିବାକୁ ବାରଣ କଲେ ଅଭିଭାବକ। ପ୍ରଥମେ ଅବିଭକ୍ତ କୋରାପୁଟ ଜିଲାକୁ ବନ୍ଦ ଡାକରା ଦେଇ ପ୍ରତିବାଦ, ପରେ ନୂତନ ଭାବେ ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ସ୍କୁଲରେ ଯୋଗଦେବାକୁ ବିରୋଧ…

ଆଦିବାସୀଙ୍କୁ ପିଟି ମାରିଦେଲା ପୋଲିସ

ଅଗରତାଲା,୧୯ା୧୦:ତ୍ରିପୁରାରେ ହାଜତ ନିର୍ଯାତନାରେ ଜଣେ ୩୪ ବର୍ଷୀୟ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ୨ ମାସ ମଧ୍ୟରେ ରାଜ୍ୟରେ ଏହା ତୃତୀୟ ହାଜତ ମୃତ୍ୟୁ ହୋଇଥିବାରୁ ବିରୋଧୀ ଏହାକୁ ସରକାର ପ୍ରାୟୋଜିତ ହତ୍ୟା…

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ କଟକ ସିଡିଏସ୍ଥିତ ସେକ୍ଟର-୧ ଷ୍ଟୋରକୁ ପୂର୍ବାଞ୍ଚଳ ଆଞ୍ଚଳିକ ବ୍ୟବସାୟ ମୁଖ୍ୟ ସୋମପ୍ରଭ ସିଂହ, ପୂର୍ବ…

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ଯୋଗଦେଇଥିବାବେଳେ…

୫ଜି କଭରେଜ୍‌ରେ ଜିଓ ଶ୍ରେଷ୍ଠ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):୫ଜି କଭରେଜ୍‌ ଉପଲବ୍ଧତା ଏବଂ ଡାଉନଲୋଡ୍‌ ସ୍ପିଡ୍‌ ଅନୁଭୂତି ପ୍ରଦାନ କରିବାରେ ରିଲାଏନ୍ସ ଜିଓ ସର୍ବାଗ୍ରେ ରହିଛି। ବିଶ୍ୱର ଅନ୍ୟତମ ପ୍ରମୁଖ ମାନକ ବିଶ୍ଳେଷଣ ସଂସ୍ଥା ଓପନ ସିଗ୍‌ନାଲ ପକ୍ଷରୁ ପ୍ରକାଶିତ ମୋବାଇଲ ନେଟ୍‌ୱର୍କ ଅନୁଭୂତି ରିପୋର୍ଟରୁ ଏହା ଜଣାପଡିଛି…

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରିଛି। ଆଗାମୀ ଦିନରେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri