Home

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ ମଧୁବାବୁ ପେନସନ୍ ଯୋଜନା, ତେବେ ଆସନ୍ତୁ ଏହି ଘୋଷଣା ଉପରେ ନଜର ପକାଇବା……

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଉପଜିଲାପାଳ ଡଃ ଶିବାଶିଷ ବରାଳ, ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ମନୋରଞ୍ଜନ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ ଗୁରୁବାର ଅପରାହ୍ନରେ ବାଇକରୁ ଖସିପଡ଼ି ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁର ଜିତୁ ସାହୁଙ୍କ ସ୍ତ୍ରୀ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ ସଲାମୀ ଏବଂ ଜାତୀୟ ସଙ୍ଗୀତର ଧ୍ୱନି ମଧ୍ୟରେ ଆକାଶରେ ତ୍ରିରଙ୍ଗା ଉଡ଼ୁଥିବା ସମୟରେ,…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା ଦିବସ ସମାରୋହରେ ସାମିଲ ହୋଇନାହାନ୍ତି। ୨୦୨୪ ମସିହାରେ ସ୍ୱାଧୀନତା ଦିବସ ସମାରୋହ ସମୟରେ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି ଏକ ମ୍ୟାଚ ସମୟରେ ମୋବାଇଲ ଫୋନ ରଖିବା ଏବଂ ବ୍ୟବହାର କରିବା ପାଇଁ…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ ତ୍ରିଶା କ୍ରିଷ୍ଣନଙ୍କୁ ଦେଖିବାକୁ ମିଳିଥିଲା; ତେବେ ତ୍ରିଶାଙ୍କୁ ଆଗ ଧାଡ଼ିରେ ବସିଥିବା ଦେଖିବାକୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ ୯ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ ପାଇଁ ଦେଶକୁ ନୂତନ ଶକ୍ତି ଏବଂ ଏକ ନୂତନ ଦିଗ ଆବଶ୍ୟକ। ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?