Home

ଇସ୍ରାଏଲକୁ ଭାରତ ଅସ୍ତ୍ରଶସ୍ତ୍ର ନ ଯୋଗାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନିବେଦନ, ଚିଠିରେ ଲେଖା ଅଛି…

ଜେରୁଜେଲମ୍‌/ନୂଆଦିଲ୍ଲୀ,୪ା୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛି। ଉଭୟ ପରସ୍ପର ଉପରେ ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଏହି ସମୟରେ ଇସ୍ରାଏଲ ସ୍ପଷ୍ଟ କରିଛି ଯେ, ହମାସକୁ ଧ୍ୱଂସ କରିବା ପରେ ହିଁ ତାକୁ ଶାନ୍ତି…

ହାତଲେଖା ପତ୍ରିକାରୁ ଆରମ୍ଭ…

ଓଡ଼ିଆ ସାମ୍ବାଦିକତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସିଛି ‘ପତ୍ରିକା’। ହାତଲେଖା ପତ୍ରିକାରୁ ଆରମ୍ଭ ହୋଇଥିଲା ଏହାର ଯାତ୍ରା। କଟକ ଚୌଦ୍ୱାର ନିକଟସ୍ଥ କୁବିଜର ମଠର ମହନ୍ତ ସାଧୁସୁନ୍ଦର ଦାସ ୧୭୬୯ରେ ‘କୁଜିବର ପତ୍ର’ ନାମରେ ଏକ ହାତଲେଖା ପତ୍ରିକା ଆରମ୍ଭ କରିଥିଲେ।…

କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା…

‘ମେଟଲ୍‌ ମିଟ୍‌-୨୦୨୪’ ପ୍ରିଲିମ୍ସ ଫିନାଲେକୁ ଗଲେ ୧୬ ଟିମ୍‌

ଭୁବନେଶ୍ୱର, ୩।୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌- ୨୦୨୪’ର ଷଷ୍ଠ ସଂସ୍କରଣ ଆରମ୍ଭ ହୋଇଯାଇଛି। ଚଳିତବବର୍ଷ ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟରୁ ମୋଟ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କଲେ ଓ୍ବାର୍ଡ ସଦସ୍ୟ

କେସିଙ୍ଗା,୩ା୮(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ବ୍ଲକ କଶ୍ରୁପଡ଼ା ପଞ୍ଚାୟତର ସରପଞ୍ଚ ମାଳତୀ ଭୋଇଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଓ୍ବାର୍ଡ ସଦସ୍ୟ ବୃନ୍ଦ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ କଶ୍ରୁପଡ଼ା ପଞ୍ଚାୟତରେ ୧୨ଟି ଓ୍ବାର୍ଡ ଥିବାବେଳେ ସେଥିମଧ୍ୟରୁ ୯ ଜଣ…

ନିର୍ବାଚନ ପୂର୍ବରୁ ବିହାରରେ ପ୍ରଶାନ୍ତ କିଶୋରଙ୍କ ଗୁରୁମନ୍ତ୍ର, କହିଲେ ଭୋଟ୍‌ ଦେବା ସମୟରେ…

ପାଟ୍‌ନା,୩ା୮: ରଣନୀତିଜ୍ଞ ତଥା ଜନ ସୂରଜ ଅଭିଯାନର ମୁଖ୍ୟ ପ୍ରଶାନ୍ତ କିଶୋର ଆଗାମୀ ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୨ ଅକ୍ଟୋବର ୨୦୨୪ରେ ପ୍ରଶାନ୍ତ କିଶୋର ତାଙ୍କ ପାର୍ଟିର ନାଁ ଘୋଷଣା କରିବେ। ନିକଟରେ ଏକ…

ଜନଜାତି ଆରକ୍ଷଣକୁ ନେଇ ଏକ ବଡ଼ କଥା କହିଲେ ଯୋଗେନ୍ଦ୍ର ଯାଦବ, ଏହି ବ୍ୟବସ୍ଥା ହେଲେ ଦେଶରେ…

ନୂଆଦିଲ୍ଲୀ,୩ା୮: ସୁପ୍ରିମକୋର୍ଟଙ୍କ ୭ ଜଣିଆ ବିଚାରପତିଙ୍କ ଏକ ଖଣ୍ଡପୀଠରେ ଅନୁସୂଚିତ ଜାତି-ଜନଜାତି ଆରକ୍ଷଣ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଥିବା ବେଳେ ଏସ୍‌ସି-ଏସ୍‌ଟିର ସମସ୍ତ ବର୍ଗରେ ସଂରକ୍ଷଣ ଦିଆଯାଇପାରିବ ବୋଲି କହିଥିଲେ। ବର୍ତ୍ତମାନ କୋର୍ଟଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ଏକ ନୂତନ…

କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି…

ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ

ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍‌ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି। ଏଥିରେ…

ମେଟଲ୍‌ ମିଟ୍‌ ୨୦୨୪: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ସିନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ-୨୦୨୪’ ଶନିବାର ହୋଟେଲ କ୍ରିଷ୍ଟାଲ କ୍ରାଉନରେ ଆୟୋଜିତ ହୋଇଛି। ମେଟଲ…

ବ୍ରାଣ୍ଡେଡ୍‌ କମ୍ପାନୀର ନକଲି ଲୋଗୋରେ ତରଳ ୟୁରିଆ କାରବାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ବ୍ରାଣ୍ଡେଡ କମ୍ପାନୀର ନକଲି ଲୋଗୋ ଲଗାଇ ବିକ୍ରି ନକଲି ତରଳ ୟୁରିଆ ବିକ୍ରି କରୁଥିଲେ। ୧୬ ନଂ ରାଜପଥ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟାପଡ଼ା ଛକ ଚା’ ଦୋକାନରେ ଦୀର୍ଘ ଦିନ ଧରି ଚାଲିଥିଲା ନକଲି କାରବାର।…

ମେଟଲ୍‌ ମିଟ୍‌ ୨୦୨୪: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ଜୁନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୩ା୮(ଅସମାପିକା ସାହୁ):  ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ‘ମେଟଲ୍‌ ମିଟ୍‌-୨୦୨୪’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିୟର ବର୍ଗରେ ମୋଟ୍‌ ୪୧ ଟିମ୍‌ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri