Home

ବଜେଟ୍‌ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ସଂଗ୍ରହ କରାଯିବ ମତାମତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କର ମତାମତ ନେଇ ବଜେଟ୍‌ରେ ପୂର୍ବ ପ୍ରସ୍ତୁତି କରିଆସୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ସୂଚାଇ ଦେବାକୁ ଚାହେଁ ଯେ,ବର୍ତ୍ତମାନର ସରକାର ଲୋକଙ୍କ ସରକାର। ତେଣୁ ବଜେଟ୍‌ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା…

ମେଗାଷ୍ଟାର ଚିରଞ୍ଜୀବୀଙ୍କ ଜ୍ୱାଇଁଙ୍କ ନିଧନ! ଶୋକରେ ବୁଡ଼ିଲା…

ହାଇଦ୍ରାବାଦ: ମେଗାଷ୍ଟାର ଚିରଞ୍ଜୀବୀଙ୍କ ପୂର୍ବତନ ଜ୍ୱାଇଁ ତଥା ଶ୍ରୀଜାଙ୍କ ପୂର୍ବ ସ୍ବାମୀ ସିରିଶ ଭରଦ୍ୱାଜଙ୍କ ମୃତ୍ୟୁ ଘଟିଛି। କମ୍‌ ବୟସରେ ତାଙ୍କ ନିଧନ ସମସ୍ତଙ୍କୁ ଚମକାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସକାଳେ…

ଭାରତର ଆଉ ଜଣେ ଶତ୍ରୁ ସଫା! ପାକିସ୍ତାନର ଆଇଏସ୍‌ଆଇ ଏଜେଣ୍ଟ ଆମିର ହମଜାଙ୍କୁ ହତ୍ୟା

ଇସଲାମାବାଦ,୧୯।୬: ପାକିସ୍ତାନରେ ଆଇଏସ୍‌ଆଇ ଏଜେଣ୍ଟ ଏବଂ ପାକିସ୍ତାନୀ ସେନାର ଅବସରପ୍ରାପ୍ତ ବ୍ରିଗେଡିଅର ଆମିର ହମଜାଙ୍କୁ ହତ୍ୟା କରାଯାଇଛି। ତାଙ୍କ ଉପରେ ଆଖିବୁଜା ଗୁଳିଚାଳନା କରାଯାଇଥିବା ସୂଚନା ମିଳିଛି। ତେବେ ଆମିର ଭାରତୀୟ ସେନା ଉପରେ ଆକ୍ରମଣ କରାଉଥିଲେ। ଏପରିକି ଅନେକ ବଡ଼…

ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍‌ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର କେବେ ଖୋଲାଯିବ ନିଷ୍ପତ୍ତି ହୋଇନି। ଜଣେ ଏଏସ୍‌ଆଇ ଅଧିକାରୀ ଏ…

ଓଲଟିଲା ଯାତ୍ରୀବାହୀ ଅଟୋ

ଦିଗପହଣ୍ଡି,୧୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଅନଙ୍ଗପୁର ଗାଁ ନିକଟ ମୁଖ୍ୟରାସ୍ତାରେ ବୁଧବାର ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି ୦୭ ଜେଡ୍‌-୬୮୭୨) ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିବାରୁ ଅଟୋ ଚାଳକଙ୍କ ସମେତ ୬…

ବିରୋଧୀ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ…

ଶିକ୍ଷକଙ୍କ ପାଇଁ ନୂଆ ଗାଇଡ୍‌ ଲାଇନ୍‌, ଏବେ ଦେବାକୁ ପଡିବ ସମ୍ପତ୍ତି ତାଲିକା

ନୂଆଦିଲ୍ଲୀ,୧୯।୬: ଶିକ୍ଷକଙ୍କ ପାଇଁ ଜାରି ହୋଇଛି ନୂଆ ଗାଇଡ୍‌ ଲାଇନ। ଏବେ ଦେବାକୁ ପଡ଼ିବ ନିଜର ଗୋଟି ଗୋଟି ସମ୍ପତ୍ତିର ତାଲିକା। ଏନେଇ ଶିକ୍ଷା ବିଭାଗ ଏକ ନିର୍ଦ୍ଦେଶ ଜାରି କରିଛି। ମାଧ୍ୟମିକ ଶିକ୍ଷକଙ୍କୁ ଏବେ ପଦୋନ୍ନତି ସେତେବେଳେ ମିଳିବ ଯେତେବେଳେ…

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ ବିରୋଧୀ ଦଳ ନୋତା ହେବେ ସେନେଇ ବଡ଼ ନିଷ୍ପତ୍ତି ଆସିବ। ଏହି ଘୋଷଣା ଉପରେ…

‘ଅପରାଧୀଙ୍କୁ ସିଧା ଗୁଳି କର’ ବୟାନକୁ ନେଇ ବିବାଦ; ସରକାରଙ୍କୁ ଘେରିଲେ ବିରୋଧୀ

ପାଟନା,୧୯।୬: ବିହାରର ଆଇନ ବ୍ୟବସ୍ଥାକୁ ନେଇ ଆର୍‌ଜେଡି ଲଗାତାର ଭାବେ ନୀତୀଶ ସରକାରଙ୍କୁ କଟାକ୍ଷ କରୁଛି। ଏହି ପ୍ରସଙ୍ଗରେ ସୁବେର ରାଜସ୍ବ ଏବଂ ଭୂମି ସୁଧାର ମନ୍ତ୍ରୀ ଡା ଦିଲୀପ ଜୈସଓ୍ବାଲ ଏକ ବିବାଦୀୟ ବୟାନ ଦେଇଥିଲେ, ଯାହାକୁ ନେଇ ରାଜ୍ୟରେ…

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ୍‌ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ଏବଂ ରତ୍ନଭଣ୍ଡାର ସମସ୍ତ ଓଡ଼ିଆ ଏବଂ ସନାତନୀମାନଙ୍କର ଭାବାବେଗ ସହ…

ବଢିଲା ଚାଇନାର ଚିନ୍ତା

ଓ୍ବାଶିଂଟନ,୧୯।୬: ମଙ୍ଗଳବାର ତାଇୱାନକୁ ୩୬୦ ମିଲିୟନ ଡଲାର ମୂଲ୍ୟର ନୂତନ ଅସ୍ତ୍ର ବିକ୍ରିକୁ ବାଇଡେନ ପ୍ରଶାସନ ଅନୁମୋଦନ କରିଛି। ଏଥିରେ 291Altius-600M ସିଷ୍ଟମ ଅନ୍ତର୍ଭୁକ୍ତ । ଏହି ପ୍ରଣାଳୀରେ ଯୁଦ୍ଧ ବିମାନ ସହିତ ସଜ୍ଜିତ ମାନବବିହୀନ ବିମାନ କିମ୍ବା ଡ୍ରୋନ ଥାଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri