Home

ସେବାକୁ ସମ୍ମାନ ଜଣାଇଲା ଟାଲି ସଲ୍ୟୁଶନ

ଭୁବନେଶ୍ୱର,୩।୮: ଟାଲି ସଲ୍ୟୁଶନ ପ୍ରାଇଭେଟ୍‌ ଲିମିଟେଡ୍‌ (ଟାଲି ସଲ୍ୟୁଶନ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଟ୍ୟାକ୍ସ ଆଣ୍ଡ ଆକାଉଣ୍ଟିଂ ଟାଇଟନ୍ସ’ ଭୁବନେଶ୍ୱରର ଏକ ଘରୋଇ ହୋଟେଲଠାରେ ଆୟୋଜିତ ହୋଇଯାଇଛି। ଭୁବନେଶ୍ୱରର ଟ୍ୟାକ୍ସ ଆଣ୍ଡ ଆକାଉଣ୍ଟିିଂ କମ୍ୟୁନିଟିର ଦକ୍ଷ, ଅଭିଜ୍ଞ ଓ ଟେକ୍ନୋଲୋଜିରେ ବ୍ୟାପକ ପ୍ରସାର…

ବିଜିୟୁର ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର,୩।୮: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ), ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ନବାଗତ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବିବିଏ, ବି.କମ୍‌ ଓ ଏମ୍‌.କମ୍‌ର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଦୁଇଟି ଅଧିବେଶନ ଓ…

ଶେଷ ଦିନରେ ନିବେଶକ ହରାଇଲେ ୫ଲକ୍ଷ କୋଟି

ନୂଆଦିଲ୍ଲୀ,୩।୮: ଘରୋଇ ଶେୟାର ବଜାର କାରବାରର ଶେଷ ଦିନରେ ନିବେଶକ ୫ ଲକ୍ଷ କୋଟିରୁ ଅଧିକ ପରିମାଣର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜିବଜାରରେ କ୍ଷତି ପରିମାଣ ୪୫୬.୨୦ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏହା ପୂର୍ବରୁ ପୁଞ୍ଜିବଜାରର ପରିମାଣ ବା ପୂର୍ବ କାର୍ଯ୍ୟ…

ଚାଇଲ୍ଡ ଶେଲ୍ଟରରେ ୧୩ ପିଲାଙ୍କ ମୃତ୍ୟୁ: ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୮: ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଆଶା କିରଣ ଶେଲ୍ଟର ହୋମ୍‌ରେ ଗତ ୨୦ ଦିନ ମଧ୍ୟରେ ୧୩ ଜଣ ପିଲାଙ୍କର ସନ୍ଦେହଜନକ ସ୍ଥିତିରେ ମୃତ୍ୟୁ ଘଟିଲାଣି। ଏହାର ତଦନ୍ତ ଜଣେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌)ଙ୍କ ରିପୋର୍ଟରୁ ଏହା ଜଣାପଡ଼ିଛି। ଦିଲ୍ଲୀ…

ଉଦ୍ଧାର କାର୍ଯ୍ୟରେ ପାଗ ପ୍ରତିବନ୍ଧକ

ଥିରୁଭାନନ୍ତପୁରମ୍‌,୩ା୮: କେରଳର ଓ୍ବାୟନାଡ୍‌ ଜିଲାରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶୁକ୍ରବାର ୩୦୮ରେ ପହଞ୍ଚତ୍ଛି। ଚତୁର୍ଥ ଦିନରେ ସେନା ଯବାନମାନେ ଭୂସ୍ଖଳନ ସ୍ଥଳରୁ ୪ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି। ପ୍ରତିରକ୍ଷା ବିଭାଗ ଜନସମ୍ପର୍କ ଅଧିକାରୀଙ୍କ ସୂଚନା ଅନୁଯାୟୀ ଭେଲାରିମାଳାର ଜନ୍‌…

‘ଚକ୍ରବୂ୍ୟହ’ ବକ୍ତବ୍ୟରୁ ଇଡିର ଚଢ଼ାଉ ଯୋଜନା

ନୂଆଦିଲ୍ଲୀ,୩ା୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ‘ଚକ୍ରବୂ୍ୟହ’ ବକ୍ତବ୍ୟ ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କ ବିରୋଧରେ ଚଢ଼ାଉ କରିବା ପାଇଁ ଯୋଜନା ଚଳାଇଛି। ରାହୁଲ ଶୁକ୍ରବାର ସକାଳେ ଏପରି ଦାବିକରି ଚହଳ ସୃଷ୍ଟି କରିଛନ୍ତି। ଅନ୍ୟପକ୍ଷେ…

ହାରିସ୍‌ଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କଲେ ଡେମୋକ୍ରାଟ୍‌ସ

ଓ୍ବାଶିଂଟନ,୩ା୮: ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ ଆନୁଷ୍ଠାନିକ ଭାବେ ଡେମୋକ୍ରାଟିକ୍‌ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏଥିସହ ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ଦଳର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ହାରିସ୍‌ ପ୍ରତିଦ୍ୱନ୍ଦ୍ୱିତା କରିବା ସ୍ପଷ୍ଟ ହୋଇଛି।…

ନାସା ହାତରେ ୧୮ ଦିନ: ସୁନୀତାଙ୍କ ମହାକାଶ ଯାତ୍ରାକୁ ୮ ସପ୍ତାହ ବିତିଲା

ଓ୍ବାଶିଂଟନ୍‌,୩ା୮: ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଓ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ଗତ ଜୁନ୍‌ ୫ରେ ଫ୍ଲୋରିଡାର କେପ୍‌ କାନାଭେରାଲ ସ୍ପେସ୍‌ ଷ୍ଟେଶନ୍‌ରୁ ବୋଇଂର ଷ୍ଟାରଲାଇନର ଏୟାରକ୍ରାଫ୍ଟରେ ମହାକାଶ ଯାତ୍ରା କରିଥିଲେ। ବୋଇଂର କମର୍ସିଆଲ କ୍ରିଉ କାର୍ଯ୍ୟକ୍ରମ ପାଇଁ…

ଆଜିଠୁ ବର୍ଷା ପ୍ରଭାବ କମିବ

ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର…

ସଂରକ୍ଷଣ ଭିତରେ କୋଟା, କ’ଣ ହେବ ଫାଇଦା?

ନୂଆଦିଲ୍ଲୀ,୨।୮: ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍‌ଟି)ଙ୍କ ମଧ୍ୟରେ ଅଧିକ ପଛୁଆ ସମୁଦାୟର ଲୋକଙ୍କୁ ନେଇ ଉପବର୍ଗୀକରଣ କରାଯାଇପାରିବ। ସେମାନଙ୍କୁ ପୃଥକ୍‌ ଭାବେ ସଂରକ୍ଷଣ ସୁବିଧା ଅନୁମତି ଦିଆଯାଇପାରିବ। ସୁପ୍ରିମକୋର୍ଟ ଗୁରୁବାର ସାମାଜିକ ସମାନତା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାଜପାରେ ମମତା, ବିଜେଡିରେ ଚହଳ, ହଠାତ୍‌ ଶଙ୍ଖ ଭବନରେ ହଲଚଲ…

ଭୁବନେଶ୍ୱର,୨।୮: ମମତା ମହାନ୍ତ ଅଚାନକ ରାଜ୍ୟ ସଭା ଏମପି ପଦ ଓ ଦଳରୁ ଇସ୍ତଫା ଦେବା ପରେ, ବିଜେଡି ଶିବିରରେ ହଇଚଇ ସୃଷ୍ଟି ହୋଇଛି। ସବୁଠାରୁ ବଡ କଥା ହେଉଛି, ୨୪ ଘଣ୍ଟା ଭିତରେ ମମତା ବିଜେଡି ଛାଡି ଭାଜପାରେ ଯୋଗ…

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତ, ଅଷ୍ଟ୍ରେଲିଆକୁ କଲା ଚିତ୍‌ପଟାଙ୍ଗ

ପ୍ୟାରିସ୍‌,୨।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri