ଆଜି ବିଜେଡିର ବିଧାୟକ ଦଳ ବୈଠକ
ଭୁବନେଶ୍ୱର, ୧୯।୬(ସୁନିତ୍ ମିଶ୍ର):ବିଜେଡି ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନ ସାଢେ ୪ଟା ସମୟରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହେବ। ଏଥିରେ ଦଳର ସମସ୍ତ ୫୧ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କ ଉପସ୍ଥିତିରେ କାହାକୁ ବିରୋଧୀ ଦଳ ନେତା କରାଯିବ…
କେବେ ଘୋଷଣା ହେବ କଂଗ୍ରେସ ବିଧାୟକ ଦଳ ନେତା: ପ୍ରଭାରୀ କଲେ ଘୋଷଣା
ଭୁବନେଶ୍ୱର, ୧୯।୬(ସୁନିତ୍ ମିଶ୍ର):ଆସନ୍ତା ୩ରୁ ୪ ଦିନ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା କିଏ ହେବେ ତାହା ଘୋଷଣା ହୋଇଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଭାରୀ ଅଜୟ କୁମାର କହିଛନ୍ତି। ଅନ୍ୟପଟେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…
୫୦ବର୍ଷକୁ ଲକ୍ଷ୍ୟ ରଖି ୫ ବର୍ଷରେ ଯୋଜନା: ମୁଖ୍ୟମନ୍ତ୍ରୀ
ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ଗତ ୨୪ବର୍ଷ ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ତ ଦୂରର କଥା, ୨୪ ବର୍ଷର ସମସ୍ୟା ମଧ୍ୟ ପଡ଼ି ରହିଛି। ରାଜ୍ୟରେ ଶାସନକୁ ଆସିବା ପୂର୍ବରୁ ଭାଜପା ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ତାହା ପାଳନ କରାଯିବ। ଶପଥ ପାଠ ସରିବାର ଅଳ୍ପ…
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଅଫିସରଙ୍କୁ ବଦଳି
ଭୁବନେଶ୍ୱର,୧୯ା୬(ଅନିଲ ଦାସ):ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା…
୨୦ରେ ବାଚସ୍ପତି ନିର୍ବାଚନ, ଆଜି ନାମାଙ୍କନ
ଭୁବନେଶ୍ୱର,୧୯ା୬(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ବିଧାୟକ ବିଧାନସଭାରେ ଶପଥ ନେଇଛନ୍ତି। ଯେଉଁମାନେ ଶପଥ ନେଇନାହାନ୍ତି ସେମାନେ ବୁଧବାର ନେବେ। ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପଦ ଲାଗି ନିର୍ବାଚନ ହେବ। ଏହି ପଦବୀ ଲାଗି ବୁଧବାର…
ଏଣିକି ଟ୍ରାନ୍ସଜେଣ୍ଡରଙ୍କୁ ସରକାରୀ ଚାକିରୀରେ ମିଳିବ ୧% ସଂରକ୍ଷଣ
କୋଲକାତା,୧୮।୬: ଏଣିକି ପଶ୍ଚିମବଙ୍ଗରେ ସରକାରୀ ଚାକିରି କ୍ଷେତ୍ରରେ ଟ୍ରାନ୍ସଜେଣ୍ଡର ସମୁଦାୟଙ୍କୁ ୧% ସଂରକ୍ଷଣ ମିଳିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୃଣାଳ ବାରିକ ବନାମ ପଶ୍ଚିମବଙ୍ଗ ରାଜ୍ୟ ଏବଂ ଅନ୍ୟ ମାମଲାରେ ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ…
କଂଗ୍ରେସକୁ ବଡ଼ ଝଟ୍କା, ଇସ୍ତଫା ଦେଲେ…
ଚଣ୍ଡିଗଡ଼,୧୮।୬: ହରିୟାଣା କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ଝିଅଙ୍କୁ ଟିକେଟ ମିଳିଲା ନାହିଁ ବୋଲି ଦଳ ଛାଡ଼ି ଭାଜପାରେ ସାମିଲ ହେବାକୁ ଯାଉଛନ୍ତି ବରିଷ୍ଠ ନେତ୍ରୀ କିରଣ ଚୌଧୁରୀ। ସେ ଲୋକ ସଭା ନିର୍ବାଚନରେ ଭିବାନୀ-ମହେନ୍ଦ୍ରଗଡ଼ ଆସନରୁ ଝିଅ ତଥା ପୂର୍ବ…
ଶକ୍ତିଶାଳୀ ଭୂକମ୍ପ ଝଟ୍କାରେ ଥରିଲା ଇରାନ: ୪ ମୃତ, ୧୨୦ ଆହତ
ତେହରାନ,୧୮।୬: ଶକ୍ତିଶାଳୀ ଭୂକମ୍ପ ଝଟ୍କାରେ ଥରିଲା ଇରାନ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୯ ରହିଥିଲା। ତେବେ ରଜାଭି ଖୋରାସାନ ପ୍ରଦେଶର କଶ୍ମୀର କାଉଣ୍ଟିଂରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଅତିକମ୍ରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ରୁ ଅଧିକ…
ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମାରେ ଉଡାଇ ଦେବାକୁ ଧମକ, ଆଲର୍ଟରେ ପୋଲିସ
ମୁମ୍ବାଇ,୧୮।୬: ମହାରାଷ୍ଟ୍ର ମୁମ୍ବାଇ ସହରର ଅନେକ ଡାକ୍ତରଖାନାକୁ ବୋମା ଯୋଗେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାପରେ ମୁମ୍ବାଇ ପୋଲିସ ଆଲର୍ଟ ହେବା ସହ ସମସ୍ତ ସ୍ଥାନଗୁଡ଼ିକର ଯାଞ୍ଚ କରୁଛି। ତେବେ ଏଯାବତ ଡାକ୍ତରଖାନାରୁ ସେଭଳି କିଛି ସନ୍ଦେହଜନକ ମିଳିନାହିଁ। ରିପୋର୍ଟ…
ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ
ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି…
ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର…
ଗଞ୍ଜାମ ଗାର୍ଲସ ହାଇସ୍କୁଲ ଚୋରି ମାମଲା,ଦୁଇ ଗିରଫ
ଗଞ୍ଜାମ,୧୮।୬(ବିଦ୍ୟାଧର ସାହୁ )ଗଞ୍ଜାମ ସହର ସ୍ଥିତ ଷ୍ଟେସନ ରୋଡ଼ ଠାରେ ଥିବା ଗଞ୍ଜାମ ବାଳିକା ଉଚ୍ଚ ବିଦ୍ୟାଳୟରୁ ଗତ ଦୁଇଦିନ ତଳେ ସ୍କୁଲର ଇନଭାଇରଟର ବେଟେରି, ଶିଶିକ୍ୟାମେରା ଆଦି ଚୋରି ହୋଇଥିଲା । ଏନେଇ ସୋମବାର ସ୍କୁଲ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ…
Archives


