କାର୍ଯ୍ୟକ୍ଷେତ୍ରରେ ଯୌନ ଉତ୍ପୀଡ଼ନ ଦମନ କରିବ ପୋଶ ଆଇନ
ଭୁବନେଶ୍ୱର,୧୩ା୨(ସୂର୍ଯ୍ୟକାନ୍ତ ବେହେରା): ସମାଜରେ ମହିଳାମାନଙ୍କ ଭୂମିକା ଓ କର୍ତ୍ତବ୍ୟରେ ବହୁ ପରିବର୍ତ୍ତନ ଆସିଛି। ଆଜିର କର୍ମଜୀବୀ ମହିଳା ନିଜ ଘର ଓ କାର୍ଯ୍ୟକୁ ଅତି ନିଖୁଣ ଭାବରେ ପରିଚାଳନା କରିପାରୁଛନ୍ତି। ଏହି ପରିପ୍ରେକ୍ଷିରେ ସେମାନଙ୍କୁ ଏକ ସୁରକ୍ଷିତ ଓ ସମ୍ମାନଜନକ କାର୍ଯ୍ୟକ୍ଷେତ୍ର…
ସିଏମ୍ସି କାଉନ୍ସିଲ ବୈଠକ: ୧୨୦୦ କୋଟିର ଚିଠା ବଜେଟ ଉପସ୍ଥାପିତ
କଟକ,୧୩ା୨(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ (ସିଏମ୍ସି)ର ୨୮ତମ କାଉନସିଲ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୧୨୦୦ କୋଟି ଟଙ୍କାର ଚିଠା ବଜେଟ ଉପସ୍ଥାପନ କରାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ସିଏମ୍ସି ବିଭିନ୍ନ କ୍ଷେତ୍ରରୁ ୧୨୧୬ କୋଟି ଟଙ୍କା…
ପପୁଲାର ନର୍ସିଂହୋମ୍ ସିଲ୍
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍ ଆଣ୍ଡ୍ ହସ୍ପିଟାଲ୍କୁ ବୁଧବାର ସିଲ୍ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍ଡବ୍ଲ୍ୟୁ) ଡା. ଚିନ୍ତାମଣି…
ରାତି ସାଢ଼େ ୧ଟାରେ ଉଠିବ ମହାଦୀପ
ଖୁଣ୍ଟୁଣୀ,୧୩ା୨(ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ଆସନ୍ତା ୨୬ ତାରିଖରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ପୀଠର ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ
କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ…
ଏସ୍ସିବିରେ ଆଖିବୁଜିଲେ ଯକୃତ ପ୍ରତିରୋପିତ ମାନସ
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦ୍ୱିତୀୟ ଯକୃତ ପ୍ରତିରୋପିତ ନୟାଗଡ଼ ଅଞ୍ଚଳର ମାନସ ମୁଦୁଲି (୩୯) ବୁଧବାର ଆଖି ବୁଜିଛନ୍ତି। ସେ ଗତ ଜାନୁଆରୀ ୨୨ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଏସ୍ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ…
‘ମାନବ ଚାଲାଣ ମଧ୍ୟସ୍ଥଙ୍କ ମୂଳୋତ୍ପାଟନ ଜରୁରୀ’
ପୁରୀ,୧୩ା୨( ଅଜିତ୍ କୁମାର ମହାନ୍ତି): ମାନବ ଚାଲାଣ ଏକ ଘୃଣ୍ୟ ଓ ଜଘନ୍ୟ ଆପରାଧିକ କାର୍ଯ୍ୟ। ଏହାକୁ ସାମୂହିକ ଉଦ୍ୟମ ଓ ସହଯୋଗ ଦ୍ୱାରା ପ୍ରତିହତ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ବୁଧବାର ଅପରାହ୍ନରେ ପୁରୀ ଜିଲା ସଂସ୍କୃତି…
ଦୁଇ ଦିବସୀୟ ଗସ୍ତରେ ଆମେରିକାରେ ପହଞ୍ଚିଲେ ମୋଦି
ଓ୍ବାଶିଂଟନ,୧୩।୨: ବୁଧବାର (ଫେବୃଆରୀ ୧୨) ଫ୍ରାନ୍ସ ଗସ୍ତ ଶେଷ କରିବା ପରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ ପହଞ୍ଚିଛନ୍ତି। ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୋଦି ପ୍ରଥମ ଥର ପାଇଁ ତାଙ୍କୁ ଭେଟିବାକୁ ଯାଉଛନ୍ତି। ୱାଶିଂଟନରେ…
ସଚିନଙ୍କ ମହାରେକର୍ଡ ଭାଙ୍ଗିଲେ ବିରାଟ କୋହଲି
ଅହମ୍ମଦାବାଦ,୧୨।୨: ଦୀର୍ଘ ୪୫୧ ଦିନ ନିରବ ରହିବା ପରେ ଶେଷରେ ଗର୍ଜିଛି ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବ୍ୟାଟ୍। ଅହମ୍ମଦାବାଦରେ ଇଂଲଣ୍ଡ ବିପକ୍ଷ ସିରିଜର ତୃତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ରେ ବିରାଟ କୋହଲି ଏକ ଚମତ୍କାର ଅର୍ଦ୍ଧଶତକ ହାସଲ କରିଥିଲେ।…
Mahashivratri 2025: ମହାଶିବରାତ୍ରୀରେ ଚମକିବ ଏହି ୪ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଚାକିରିରୁ ନେଇ ପ୍ରେମ ଜୀବନରେ ପାଇବେ ସଫଳତା
ମହାଶିବରାତ୍ରି ହେଉଛି ଶିବ ଏବଂ ଶକ୍ତିର ମିଳନର ଏକ ମହାନ ପର୍ବ। ଯଦିଓ ଏହି ପର୍ବ ପ୍ରତି ମାସରେ ପାଳିତ ହୁଏ, କିନ୍ତୁ ଫାଲଗୁନ୍ ମାସରେ ପଡୁଥିବା ଶିବରାତ୍ରିକୁ ସବୁଠାରୁ ସ୍ବତନ୍ତ୍ର ବୋଲି ବିବେଚନା କରାଯାଏ। ଯାହାକୁ ଲୋକମାନେ ମହାଶିବରାତ୍ରି ଭାବରେ…
Ceasefire Violation: ପୁଞ୍ଚ LoC ନିକଟରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼, ଭାରତୀୟ ସେନା ଦେଲା କଡ଼ା ଜବାବ
ଜମ୍ମୁ କଶ୍ମୀର,୧୨।୨: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ନିୟନ୍ତ୍ରଣ ରେଖା (LoC) ରେ ପାକିସ୍ତାନୀ ସେନା ଦ୍ୱାରା ବୁଧବାର ସନ୍ଧ୍ୟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପ୍ରଥମେ ପାକିସ୍ତାନୀ ଯବାନମାନେ ଗୁଳି ଚଳାଇଥିଲେ। ପରେ ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି।…
IND Vs ENG: ୧୪ ବର୍ଷ ପରେ ଇଂଲଣ୍ଡର କ୍ଲିନ୍ ସୁଇପ୍ କଲା ଟିମ୍ ଇଣ୍ଡିଆ, ଗିଲ ସାଜିଲେ ହିରୋ
ଅହମ୍ମଦାବାଦ,୧୨।୨: ଭାରତୀୟ କ୍ରିକେଟ ଟିମ୍ ଅହମ୍ମଦାବାଦ ଦିନିକିଆରେ ମଧ୍ୟ ଇଂଲଣ୍ଡକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ୩୫୬ ରନର ବିଶାଳ ସ୍କୋର କରିଥିଲା। ଜବାବରେ ଇଂଲଣ୍ଡ ଚାପରେ ରହି ମାତ୍ର ୨୧୪ ରନରେ ଅଲଆଉଟ୍ ହୋଇଯାଇଥିଲା…

