Home

ବ୍ରିଟେନ୍‌କୁ ଧୂଳି ଚଟାଇ ସେମିଫାଇନାଲ୍‌ରେ ଭାରତ

ପ୍ୟାରିସ୍‌,୪।୮: ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରିଟେନକୁ ପରାସ୍ତ କରି କରିଛି। କ୍ୱାର୍ଟର ଫାଇନାଲରେ ଶୁଟ-ଆଉଟ ୪-୨ରେ ପରାସ୍ତ କରି ଗ୍ରେଟ ବ୍ରିଟେନକୁ ପରାସ୍ତ କରି ଭାରତୀୟ ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି। କ୍ରମାଗତ ଦ୍ୱିତୀୟ ଥର…

ଓ୍ବାକଫ ଆକ୍ଟରେ ପରିବର୍ତ୍ତନ ପାଇଁ ପ୍ରସ୍ତୁତି, କମିବ ବୋର୍ଡର ଶକ୍ତି ବଢିବ ମହିଳାଙ୍କ ଅଧିକାର

ନୂଆଦିଲ୍ଲୀ,୪।୮: ୱାକଫ ଆକ୍ଟରେ କେନ୍ଦ୍ର ସରକାର ଖୁବ ଶୀଘ୍ର ଅନେକ ବଡ଼ ପରିବର୍ତ୍ତନ କରିପାରନ୍ତି। ସରକାର ଆସନ୍ତା ସପ୍ତାହରେ ସଂସଦରେ ଏଥିପାଇଁ ଏକ ବିଲ ଆଣିପାରନ୍ତି ଯେଉଁଥିରେ ଅନେକ ସଂଶୋଧନ କରାଯାଇପାରେ। ଏହା ଅଧୀନରେ ୱାକଫ ବୋର୍ଡର କ୍ଷମତା ହ୍ରାସ କରାଯାଇପାରେ।…

ଗମ୍ଭୀର ବେଶୀ ଦିନ ତିଷ୍ଠି ପାରିବେ ନାହିଁ: କାହିଁକି ଏମିତି କହିଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୪ା୮:ଭାରତୀୟ ଦଳର ମୁଖ୍ୟ କୋଚ ଭାବରେ ଗୌତମ ଗମ୍ଭୀରଙ୍କ କାର୍ଯ୍ୟକାଳ ଆରମ୍ଭ ହୋଇଛି। ଭାରତୀୟ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛି। ଏଠାରେ ସେ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିଛନ୍ତି। ଏଥି ସହିତ ରୋହିତ…

ପୁଣି ସାମ୍ନାକୁ ଆସିଲା ପାଶ୍ଚାତ୍ୟ ଦେଶର ଡବଲ ଚେହେରା, ଭାରତକୁ କଲେ କଠୋର ସମାଲୋଚନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୪ା୮: ଇରାନର ରାଜଧାନୀ ତେହରାନରେ ଜୁଲାଇ ୩୧ରେ ହମାସ ନେତା ଇସ୍‌ମାଇଲ ହନିୟେଙ୍କ ହତ୍ୟା ପରେ ହମାସ ଏବଂ ଇରାନ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଏହି ହତ୍ୟାକାଣ୍ଡ ଉପରେ ବିଶ୍ୱ ସ୍ତରରେ ଗ୍ରହଣ କରାଯାଇଥିବା ଡବଲ ଚେହେରା ଉପରେ…

କାନ୍ଥ ଭୁଶୁଡ଼ି ଚାଲିଗଲା ୯ ଶିଶୁଙ୍କ ଜୀବନ, ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ,୪ା୮: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି। ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଆଉ କିଛି ଚାପି ହୋଇ ରହିଥିବା ଆଶଙକା କରାଯାଉଛି।…

ସାବଧାନ! ଆଇଫୋନ୍‌ ୟୁଜର୍ସଙ୍କ ପାଇଁ ଆସୁଛି ବଡ଼ ବିପଦ, ଲିକ୍‌ ହୋଇପାରେ ପର୍ସନାଲ ଡାଟା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୪ା୮: ଯଦି ଆପଣ ଆଇଫୋନ୍‌ ବ୍ୟବହାର କରୁଛନ୍ତି ତେବେ ସତର୍କ ହେବା ଜରୁରୀ ଅଟେ। ବାସ୍ତବରେ ସାଇବର କ୍ରାଇମ୍‌ ସମ୍ପର୍କରେ କେନ୍ଦ୍ର ସରକାର ଆଇଟି ସେଲ୍‌କୁ ସତର୍କ କରାଇଛନ୍ତି। ଏହା ସହିତ ଆଇଫୋନ, ଆଇପ୍ୟାଡ ଏବଂ ସମସ୍ତ ଆପଲ ୟୁଜର୍ସଙ୍କ ପାଇଁ…

ଏହି ୩ ବ୍ୟକ୍ତି ଲେଖନ୍ତି ରାହୁଲଙ୍କ ଭାଷଣ, ଗୋଟିଏ ଘରେ ଏକାଠି ବସି ହୁଏ ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୪।୮:‘ଏମାନେ ଦେଶବାସୀଙ୍କୁ ଚକ୍ରବ୍ୟୁହରେ ଫସାଇବାକୁ ଚାହୁଁଛନ୍ତି, ହେଲେ ଆମେ ଏହି ଚକ୍ରକୁ ଭାଙ୍ଗିବୁ’। ସଂସଦରେ ଏ ଡାଇଲଗ୍‌ ଥିଲା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର। ଭାରତ ଯୋଡ ଯାତ୍ରା ପରେ ରାହୁଲଙ୍କ ରାଜନୈତିକ ଠାଣିରେ ଖୁବ୍‌…

ହୁଣ୍ଡି ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗଞ୍ଜାମ,୪ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ଥିବା ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରୁ କେହି ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ହୁଣ୍ଡିରୁ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଏହି ଚୋରି କରିଛି। ଖବର…

ଚିଲିକା ମଝିରେ ଫସିଲା ବନବିଭାଗର ପାଟ୍ରୋଲିଂ ଡଙ୍ଗା

ପୁରୀ,୪ା୮: ପୁରୀ ଜିଲା କୃଷ୍ଣପ୍ରସାଦର ଜହ୍ନିକୁଦା ନିକଟରେ ରବିବାର ବନବିଭାଗର ଏକ ପାଟ୍ରୋଲିଂ ଗାଡ଼ି ଚିଲିକା ମଝିରେ ଫସିରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗାଟି ଫସି ଯାଇଥିବା ଜଣାପଡ଼ିଛି। ଏଥିରେ ବନବିଭାଗର ୪ ଜଣ କର୍ମଚାରୀ ରହିଛନ୍ତି। ଫସିଥିବା ବନ କର୍ମଚାରୀମାନେ…

ଇସ୍ରାଏଲକୁ ଭାରତ ଅସ୍ତ୍ରଶସ୍ତ୍ର ନ ଯୋଗାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନିବେଦନ, ଚିଠିରେ ଲେଖା ଅଛି…

ଜେରୁଜେଲମ୍‌/ନୂଆଦିଲ୍ଲୀ,୪ା୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛି। ଉଭୟ ପରସ୍ପର ଉପରେ ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଏହି ସମୟରେ ଇସ୍ରାଏଲ ସ୍ପଷ୍ଟ କରିଛି ଯେ, ହମାସକୁ ଧ୍ୱଂସ କରିବା ପରେ ହିଁ ତାକୁ ଶାନ୍ତି…

ହାତଲେଖା ପତ୍ରିକାରୁ ଆରମ୍ଭ…

ଓଡ଼ିଆ ସାମ୍ବାଦିକତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସିଛି ‘ପତ୍ରିକା’। ହାତଲେଖା ପତ୍ରିକାରୁ ଆରମ୍ଭ ହୋଇଥିଲା ଏହାର ଯାତ୍ରା। କଟକ ଚୌଦ୍ୱାର ନିକଟସ୍ଥ କୁବିଜର ମଠର ମହନ୍ତ ସାଧୁସୁନ୍ଦର ଦାସ ୧୭୬୯ରେ ‘କୁଜିବର ପତ୍ର’ ନାମରେ ଏକ ହାତଲେଖା ପତ୍ରିକା ଆରମ୍ଭ କରିଥିଲେ।…

କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri