Home

ଜଳପ୍ରପାତରେ ନିଖୋଜ ଯୁବକଙ୍କ ମୃତଦେହ ଜବତ

କୋକସରା,୧୨ା୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡୋକାରୀଦର ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଯୁବକଙ୍କ ମୃତଦେହ ମଙ୍ଗଳବାର ଜବତ ହୋଇଛି। ସୂଚନା ଅନୁସାରେ ଗତ ରବିବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡୁମେରମୁଣ୍ଡା ଗ୍ରାମର ୨ ଜଣ…

ବଙ୍ଗଳାପଡ଼ାରେ ମାଘ ଝାମୁଯାତ୍ରା ସମ୍ପନ୍ନ: ପ୍ରବଳ ଭିଡ଼

ଥୁଆମୂଳ ରାମପୁର,୧୨ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ମାଘ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ମଙ୍ଗଳବାର ମାଘ ଝାମୁଯାତ୍ରା ବା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବ…

ପାଠପଢ଼ା ଚାପ: ମରୁଛନ୍ତି ପିଲା ପରେ ପିଲା

କୋଟା,୧୨ା୨:ଦେଶର ଅନ୍ୟତମ ଶିକ୍ଷା ନଗରୀ ଭାବେ ପରିଚିତ ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ୧୮ ବର୍ଷୀୟ ଛାତ୍ର ମଙ୍ଗଳବାର ନିଜ ହଷ୍ଟେଲ ରୁମ୍‌ରେ ଆତ୍ମହତ୍ୟା କରିଛନ୍ତି। ସଓ୍ବାଇ ମାଧୋପୁର ଜିଲାର…

୮୦+୧୪

ବ୍ରିଟିଶ ଶାସନ ସମୟରେ ଅର୍ଥାତ୍‌ ୧୮୭୨ରେ ଆରମ୍ଭ ହୋଇଥିବା ଭାରତର ଜନଗଣନା ୨୦୧୧ରେ ଶେଷଥର ପାଇଁ ହୋଇଥିଲା। ଏହାର ପରବର୍ତ୍ତୀ ଗଣନା ୨୦୨୧ରେ ହୋଇଥାଆନ୍ତା। କୋଭିଡ୍‌ ମହାମାରୀ ଯୋଗୁ ଏହା ବନ୍ଦ କରାଯାଇଥିବା ସରକାରୀ ଭାବେ କୁହାଗଲା। ହେଲେ ମହାମାରୀ ଯିବାର…

ଖୁଣ୍ଟପାଲି ଶାଖା କେନାଲରେ ଘାଇ, ଚାଷଜମି ପ୍ରଭାବିତ

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ):କେନାଲ ଉନ୍ନତିକରଣ ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଏହାର ସୁଫଳ ମିଳୁ ନାହିଁ। ଶାଖା କେନାଲ ଗୁଡ଼ିକରୁ ଆରମ୍ଭ କରି ମୁଖ୍ୟ କେନାଲ ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଘାଇ ସୃଷ୍ଟି ହେଉଛି। ଏଥିରୁ କେନାଲ ଉନ୍ନତିକରଣ…

BCCIର ବଡ଼ ଘୋଷଣା, ଟିମ୍‌ ଇଣ୍ଡିଆକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୧।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଛି ବଡ଼ ଝଟ୍‌କା। ଟିମ ଇଣ୍ଡିଆର ଷ୍ଟାର ଫାଷ୍ଟ ବୋଲର ଜସପ୍ରିତ ବୁମରାହ ଏହି ଟୁର୍ନାମେଣ୍ଟରେ ଖେଳିପାରିବେ କି ନାହିଁ ସେନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି। ଅଷ୍ଟ୍ରେଲିଆ ଗସ୍ତର ଶେଷ…

ବିବାହର ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ , ଗର୍ଭପାତ ପାଇଁ ଚାପ ପକାଇ ବନ୍ଧାହେଲେ ପ୍ରେମିକ

ରାଜକନିକା,୧୧ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଦିନକୁ ଦିନ ପ୍ରେମ ଓ ପ୍ରତାରଣା ମାମଲା ବଢ଼ିବାରେ ଲାଗିଛି। ଏ ନେଇ ଥାନା ଅଞ୍ଚଳରେ ସୋମବାର ଏମିତି ଏକ ପ୍ରେମ, ବିବାହ ପ୍ରତିଶ୍ରୁତି ପରେ ଗର୍ଭବତୀ ଓ ଧୋକା…

ଜାମଝୋରରେ ଲାଗିଲା ମାଓବାଦୀ ପୋଷ୍ଟର, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା,୧୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତା କଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଜାମଝୋର ଗାଁ ଛକ ରାଜ୍ୟ ରାଜପଥ- ୫ ର ମୁଖ୍ୟ ରାସ୍ତା କଡ଼ରେ ଗାଁ କଲ୍ୟାଣ ସମିତିର ହୋର୍ଡିଂ…

Cash Withdrawal Limit: ଦୈନିକ ATMରୁ ଉଠାଇପାରିବେ କେତେ ଟଙ୍କା? କ୍ଷତିରେ ପଡ଼ିବାକୁ ଚାହୁଁ ନ ଥିଲେ ଜାଣିନିଅନ୍ତୁ ଏହି ନିୟମ

ନୂଆଦିଲ୍ଲୀ,୧୧।୨: ଭାରତରେ ଅନଲାଇନ୍‌ ପେମେଣ୍ଟ ଯୁଗରେ ମଧ୍ୟ, ଆମକୁ ନଗଦ ଟଙ୍କା ଆବଶ୍ୟକତା ପଡ଼ୁଛି। କିନ୍ତୁ ପ୍ରତିଦିନ ATMରୁ ଟଙ୍କା ଉଠାଇବାର ଏକ ସୀମା ଅଛି। ଏହା ବ୍ୟତୀତ ବ୍ୟାଙ୍କଗୁଡ଼ିକ ATM ରୁ ଟଙ୍କା ଉଠାଇବା ପାଇଁ ଅନେକ ନିୟମ ଏବଂ…

ମୁଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ….କାହିଁକି ଏଭଳି କହିଲେ ଚର୍ଚ୍ଚାରେ ଥିବା ଏହି କ୍ରିକେଟର

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳରେ ସୁଯୋଗ ମିଳୁନାହିଁ। ତଥାପି ଜାତୀୟ ଦଳରୁ ଖେଳିବା ଲାଗି ଆଶାବାଦୀ ଅଛନ୍ତି ଭାରତୀୟ କ୍ରିକେଟର ଶାର୍ଦ୍ଦୁଳ ଠାକୁର। ରଣଜୀ ଟ୍ରଫିର କ୍ୱାଟର ଫାଇନାଲରେ ମୁମ୍ବାଇ ପକ୍ଷରୁ ଦମ୍‌ଦାର ପ୍ରଦର୍ଶନ କରିବା ପରେ ସେ ସର୍ବଦା ରେସ୍‌ରେ ଥିବା…

JEE Main Result 2025: ପ୍ରକାଶ ପାଇଲା ଜେଇଇ ମେନ୍‌ ସେଶନ ୧ ରେଜଲ୍ଟ, ଏଭଳି କରନ୍ତୁ ଯାଞ୍ଚ

ନୂଆଦିଲ୍ଲୀ,୧୧।୨: ଦେଶର ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଆଡମିଶନ୍‌ ପାଇଁ ଅନୁଷ୍ଠିତ JEE ମେନ ପରୀକ୍ଷାର ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷା ପାଇଁ ଆବେଦନ କରିଥିବା ପ୍ରାର୍ଥୀମାନେ JEE ମୁଖ୍ୟ ୱେବସାଇଟ୍‌ – jeemain.nta.nic.in ରେ ନିଜର ଫଳାଫଳ ଦେଖିପାରିବେ। ଫଳାଫଳ…

ଆଦାନୀଙ୍କୁ ବଡ଼ ଉପହାର ଦେବେ ଟ୍ରମ୍ପ! ବଡ଼ ଘୋଷଣା…

ଓ୍ବାଶିଂଟନ୍‌,୧୧।୨: ଡୋନାଲ୍ଡ ଟ୍ରମ୍ପ ଯେବେଠାରୁ ଆମେରିକାର ରାଷ୍ଟ୍ରପତି ହୋଇଛନ୍ତି ସେବେଠାରୁ ସେ ତାଜୁବ କରିଦେବା ଭଳି ନିଷ୍ପତ୍ତି ନେଉଛନ୍ତି। ଏବେ ଟ୍ରମ୍ପ ଦେଶର ଆଇନଗତ ବ୍ୟବସ୍ଥା ସହ ଜଡିତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରାୟ ୫୦ବର୍ଷ ପୁରୁଣା ଆଇନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?