Home

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ କୃଷି ଯୋଗୁ ଅଧିକାଂଶ ଉଦ୍ୟାନ ଚାଷୀ ବର୍ତ୍ତମାନ ଉପକୃତ ହେଉଛନ୍ତି। ଏଥିରେ ଉଦ୍ୟାନ ଚାଷୀଙ୍କୁ…

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ ଅଘଟଣ। ଗାଁର ଚନ୍ଦ୍ରମଣି ପତିଙ୍କ ସ୍ତ୍ରୀ ରାଜଶ୍ରୀ ଅତ୍ୟଧିକ ଥଣ୍ଡାରୁ ଶନିବାର ସକାଳୁ ଚୁଲିଜାଳି…

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ ଗାଁ ବୁଲୁଛନ୍ତି। ହେଲେ ଶନିବାର ବ୍ଲକର ଯାନୀଗୁଡ଼ା ଗ୍ରାମରେ ପଶି ଘର, ଗୁହାଳ ଭାଙ୍ଗିବା…

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ ପୂର୍ବତନ ଲୋକ ସଭା ଏମ୍‌ପି ବାଳଗୋପାଳ ମିଶ୍ର ବଲାଙ୍ଗୀର ଗ୍ରାମ୍ୟ ଭନ୍ନୟନ (ଆର୍‌ଡି) ବିଭାଗ…

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ ଉପରେ କଣ୍ଟିପାଳ, ତରତରା, କାଠକଟା, ଶାଳବଣି,ବାଉଁଶଗଡ଼ ସମେତ ପ୍ରାୟ ୫ଟି ପଞ୍ଚାୟତର ଲୋକମାନେ ନିର୍ଭର…

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ ନେଇ ବିବାଦ ଏବଂ ଏବେ ଏକ ଭାଇରାଲ ଭିଡିଓ ଆର୍ଯ୍ୟନ ଖାନଙ୍କୁ ପୁଣି ଥରେ…

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି। ଅନେକ ବିମାନବନ୍ଦରରେ ପ୍ରବଳ ଭିଡ଼ ହେଉଛି ଏବଂ ଲଗେଜରେ ଭର୍ତ୍ତି ହୋଇଯାଉଛି। ପ୍ରକୃତରେ, ବିମାନ…

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ ସ୍ବାମୀ ରଣବୀର ସିଂଙ୍କୁ ପ୍ରଶଂସା କରିବାକୁ ଆଦୌ ଭୁଲୁ ନାହାନ୍ତି ଦୀପିକା। ନିକଟରେ ରଣବୀରଙ୍କ…

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ ଆଫ୍ରିକା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି, ଟୋନି ଡି ଜୋର୍ଜି ଏବଂ ନାଣ୍ଡରେ…

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ ସମାନ। ତଥାପି, ଶନିବାର ଭାରତୀୟ ବୋର୍ଡର ଏହି କାର୍ଯ୍ୟାନୁଷ୍ଠାନ ହଇଚଇ ସୃଷ୍ଟି କରିଛି। ଆଜି,…

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର ଟିକେଟ ମୂଲ୍ୟ ଆକାଶଛୁଆଁ ହୋଇଛି। ଏହି ସମୟରେ, କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି…

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି ଦେଇଛି। ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୯ ଜଣ ଆହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri