ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି
ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା ସୁନହଟ ଅଞ୍ଚଳର ଲୋକେ ନିକଟସ୍ଥ ଏକ ସ୍କୁଲ ପଛପଟେ ଗୋରୁ କଟା ଯାଉଥିବାର ଦେଖି…
ପରମାଣୁ ବୋମା ରେସ୍ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…
ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍ ଚାଲିଛି। ଏହି ରେସ୍ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର ବିଶ୍ୱରେ ପରମାଣୁ ବୋମା ଉପରେ ନଜର ରଖୁଥିବା ଏକ ସଂସ୍ଥା SIPRI, ସାରା ବିଶ୍ୱରେ…
ସୁପର-୮ ପର୍ଯ୍ୟାୟ ପୂର୍ବରୁ କ୍ରିକେଟ୍ ନୁହେଁ, ଏହି ଗେମ୍ ଖେଳିଲେ ଟିମ୍ ଇଣ୍ଡିଆର ଖେଳାଳି
ନୂଆଦିଲ୍ଲୀ,୧୭।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ କ୍ରମାଗତ ତିନିଟି ମ୍ୟାଚ ଜିତି ସୁପର-୮ରେ ସ୍ଥାନ ପାଇଛି। ଭାରତୀୟ ଦଳ ସୁପର-୮ ପାଇଁ ଗ୍ରୁପ-୧ରେ ଅଛି। ଏଠାରେ ଭାରତୀୟ ଦଳ…
ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍
ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର…
ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ…
ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ
ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥିତ ରହିବେ। ମିଳିଥିବା ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ…
ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ
ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ ଏକ ବ୍ୟବସ୍ଥା ଅଛି ଯେକୌଣସି ବ୍ୟକ୍ତି ଏକାସାଙ୍ଗରେ ବିଧାୟକ ଏବଂ ଏମ୍ପି ହୋଇପାରିବେ ନାହିଁ।…
ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି
ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ ୮ଟା ବାଜିଲେ ବି ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ୨୦ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ…
ଟ୍ରେନ୍ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା
ନୂଆଦି,୧୭ା୬: ବାହାନଗା ଟ୍ରେନ୍ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…
ଏହି ଆସନରୁ ଇସ୍ତଫା ଦେବେ ରାହୁଲ ଗାନ୍ଧୀ! ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇପାରନ୍ତି ଏବଂ ରାଏବରେଲିରୁ ଏମପି ରହିବେ ବୋଲି କୁହାଯାଉଛି। ବର୍ତ୍ତମାନ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ୱାୟନାଡରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଚର୍ଚ୍ଚା…
ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ…
ଜୁନ୍ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ
ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍ ପିଷାନ ଉତ୍ସବ’ ଭାବରେ ପାଳନ କରାଯିବ। ସନ୍ଧ୍ୟା ସାଢେ…
Archives


