Home

୧୬.୨୭ ଲକ୍ଷ ଜାଲ୍‌ କାର୍ଡରେ ରାଶନ ଲୁଟ୍‌

ଭୁବନେଶ୍ୱର,୧।୮(ଅନିଲ ଦାସ): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ନେଉଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ ରାଜ୍ୟ ସରକାର ଇ-କଓ୍ବୋଇସି ଲାଗୁ କରିବେ। ଏହାକୁ ହିତାଧିକାରୀଙ୍କ ପୋର୍ଟାଲରେ ଅପ୍‌ଲୋଡ କରାଯିବ। ଏହାଦ୍ବାରା କେଉଁ ଅଯୋଗ୍ୟ…

ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ

ନୂଆଦିଲ୍ଲୀ,୧।୮: କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ। ୭୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ…

ଅପହଞ୍ଚ ଇଲାକାକୁ ୧୨ ଟ୍ରାକ୍ଟରରେ ଗଲେ ବିଡିଓ

ଗୋବିନ୍ଦପାଲି,୩୧ା୭(କାର୍ତ୍ତିକ ରଥ): ପୂର୍ବରୁ କେବେ ପ୍ରଶାସନିକ ଅଧିକାରୀମାନଙ୍କ ପାଦ ପଡ଼େନାହିଁ। ଜଙ୍ଗଲ ଓ ପାହାଡ ଅଞ୍ଚଳ ସେମାନଙ୍କ ପାଇଁ ଅପହଞ୍ଚ ଇଲାକା। ଲଗାଣ ବର୍ଷାରେ ରାସ୍ତା ଘାଟ ଖାଲଖମାରେ ପୂରି ରହିଥିବା ବେଳେ ବୁଧବାର ଖଇରପୁଟ ବିଡିଓ ଉମା ଶଙ୍କର କୋୟା…

ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା: ଆହୁରି ୩ଦିନ ଲଗାଣ ବର୍ଷା

ଭୁବନେଶ୍ୱର, ୩୧।୭(ଅନୁରାଧା ମହାରଣା)- ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟର କିଛି କିଛି ସ୍ଥାନରେ ପାଗ ମେଘୁଆ ସହ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରିରହିଛି। ଆସନ୍ତା ୩ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି…

ପ୍ଲାଷ୍ଟିକ୍‌ ଚପିଂ ବୋର୍ଡରେ ପରିବା କାଟୁଛନ୍ତି କି? ହୋଇଯାନ୍ତୁ ସାବଧାନ

ପରିବା କାଟିବା ପାଇଁ ଅଧିକାଂଶ ଗୃହିଣୀ ଘରେ ପ୍ଲାଷ୍ଟିକ୍‌ ଚପିଂ ବୋର୍ଡ ବ୍ୟବହାର କରିଥାନ୍ତି। କିନ୍ତୁ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଖରାପ। ପ୍ଲାଷ୍ଟିକ୍‌ ଚପିଂ ବୋର୍ଡରେ ପରିବା କାଟିବା ଫଳରେ ସେଥିରେ ଥିବା ମାଇକ୍ରୋ ପ୍ଲାଷ୍ଟିକ୍‌ ଆମ ଶରୀର ଭିତରକୁ…

ବର୍ଷାରେ ଗ୍ଲୋଇଂ ସ୍କିନ୍‌ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ବର୍ଷାଦିନେ ସୁନ୍ଦର ଓ ଗ୍ଲୋଇଂ ତ୍ୱଚା ପାଇବା ନିମନ୍ତେ କିଭଳି ଯତ୍ନ ନେବାକୁ ହେବ ଜାଣିରଖନ୍ତୁ। ତ୍ୱଚାକୁ ସୁନ୍ଦର କରିବା ପାଇଁ ପ୍ରଥମେ କ୍ଲିଞ୍ଜର ଲଗାନ୍ତୁ। ଯେକୌଣସି ପ୍ରକାରର ଲାଇଟ୍‌ କ୍ଲିଞ୍ଜର ବ୍ୟବହାର କରନ୍ତୁ। ଏହାଦ୍ୱାରା ପ୍ରାକୃତିକଭାବେ ତ୍ୱଚା ଚିକ୍କଣ ରହିଥାଏ।…

ଆତ୍ମସମର୍ପଣ କଲେ ୫ ମାଓବାଦୀ

ମାଲକାନଗିରି,୩୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ପୋଲିସ ନିକଟରେ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତିି। ଡିଏକେଏମ୍‌ଏସ୍‌ ଅଧ୍ୟକ୍ଷ ତଥା ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀ ମାଙ୍ଗୁ ପୋଡାମ, ପାଇକୁ ତେଲା.…

ଧୋନୀଙ୍କ ପସନ୍ଦର ବୋଲର୍‌ କିଏ ଜାଣନ୍ତି: ନାଁ ଜାଣିଲେ ହେବେ ହେବେ ଚକିତ

ନୂଆଦିଲ୍ଲୀ,୩୧।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ତାଙ୍କ ପ୍ରିୟ ବୋଲରଙ୍କ ବିଷୟରେ ପଚରାଯାଇଥିଲା। ଧୋନୀ ଏକ ଇଭେଣ୍ଟରେ କହିଛନ୍ତି, ବର୍ତ୍ତମାନ ତାଙ୍କର ପ୍ରିୟ ବୋଲର ହେଉଛନ୍ତି ଜସପ୍ରୀତ ବୁମ୍‌ରା। ବୁମ୍‌ରାଙ୍କୁ କ୍ରିକେଟର ତିନୋଟି ଫର୍ମାଟରେ ଜଣେ ପ୍ରତିଭା…

ଅଧୀର ରଞ୍ଜନଙ୍କୁ ଖୋଲା ଅଫର୍‌ ଦେଲେ ଅଠୱାଲେ: କଂଗ୍ରେସ ଛାଡି…

ନୂଆଦିଲ୍ଲୀ,୩୧।୭: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ସଭାପତି ରାମଦାସ ଅଠୱାଲେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ କଂଗ୍ରେସ ଛାଡିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ରାମଦାସ ଅଠୱାଲେ ମଧ୍ୟ ଅଧୀର ରଞ୍ଜନ ଚୌଧୁରୀଙ୍କୁ ଏକ ଖୋଲା ଅଫର ଦେଇଛନ୍ତି। ସେ…

ରାତାରାତି ବ୍ୟାଟ୍ସମ୍ୟାନ୍‌ରୁ ବୋଲର୍‌ ସାଜିଲେ ଏହି ୩ କ୍ରିକେଟର୍‌: ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା

ପାଲେକେଲ,୩୧।୭: ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସୁର୍ଯ୍ୟକୁମାର ଯାଦବ ଏବଂ ରିଙ୍କୁ ସିଂ ବୋଲିଂରେ ଭାରତର ବିଜୟ ହିରୋ ହେବାପରେ ସୋସିଆଲ ମିଡିଆରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏକଦା ବିଜୟ ପାଇଁ ଶ୍ରୀଲଙ୍କା ୧୨ଟି ବଲରୁ ୯ରନ ଆବଶ୍ୟକ କରୁଥିବା…

ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍‌ ସ୍ଥିର କରିବ ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ କରିନାହିଁ,…

ମା’ଙ୍କ ଆଗରେ ନାବାଳିକା ଝିଅଙ୍କୁ ବିଷ ପିଆଇ ହତ୍ୟା କଲେ ଜଣେ ଯୁବକ

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ଜଣେ ନାବାଳିକାଙ୍କ ଘରେ ପଶି ଜଣେ ଯୁବକ ତାଙ୍କ ମା’ ସମ୍ମୁଖରେ ଜୋର୍‌ ଜବରଦସ୍ତି ବିଷ ପିଆଇ ନାବାଳିକାଙ୍କୁ ହତ୍ୟା କରିଥିବା ବଲାଙ୍ଗୀର ଜିଲା ଆଗଲପୁର ଥାନାରେ ଅଭିଯୋଗ ହୋଇଛି। ପରିବାର ସୂତ୍ରରୁ କରାଯାଇଥିବା ଅଭିଯୋଗ ମୁତାବକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri