ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ ଆଚାରୀ ବାଇଗଣ ଏବଂ ହଳଦିଆ ଡାଲି ତଡ଼କା ପରି ଖାଦ୍ୟ ପରିବେଷଣ କରାଯାଇଥିଲା। ରୁଷିଆ…
ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବ ବୋଲି ଆଶା କରାଯାଉଛି। ଶୁକ୍ରବାର, ନଭେମ୍ବର ୫,୨୦୨୫ରେ, ଆମେରିକୀୟ ପ୍ରତିରକ୍ଷା କମ୍ପାନୀ…
ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ
ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି I ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ…
ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ
ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା l ବାରକୋଟ ପଟୁ ରାଉରକେଲା ପଟକୁ ଯାଉଥିବା ଏକ ଲୌହ ଏଙ୍ଗେଲ…
କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ଏଥିସହ ସନ୍ଧ୍ୟା ହେଲେ କବାଟ ଖୋଲିବାକୁ ଭୟ କରୁଛନ୍ତି। ଏଭଳି ପରିସ୍ଥିତିରେ…
ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍ କଲେ ବିଡିଓ, ଦେଖନ୍ତୁ VIDEO
ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ରକ୍ଷଣବେକ୍ଷଣ କରା ନ ଯିବା ହେତୁ ବହୁ ଷ୍ଟ୍ରିଟ ଲାଇଟ…
ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍ କଲେ ଅଦାଲତ
କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍ସି/ଏସ୍ଟି ଅଦାଲତ ଚାର୍ଜଫ୍ରେମ କରିଛନ୍ତି। ଓଡ଼ିଶା କ୍ରାଇମବ୍ରାଞ୍ଚରେ ରୁଜୁ ମାମଲାରେ ଏହି ଚାର୍ଜଫ୍ରେମ ହୋଇଛି।…
ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ ବସିଛନ୍ତି। ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନକ୍ରମେ ୨ ଦଫା ଦାବି ନେଇ ଶୁକ୍ରବାର…
ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ
ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍’। ସତ୍ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା ଘଟିଛି। ଓଡି୦୫ସିବି୦୦୪୧ ନମ୍ବର ବିଶିଷ୍ଟ ଆମ ବସଟି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇ…
ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି। ଚାଷୀଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ପଦକ୍ଷେପ ନେବା ଦାବିରେ ବରଗଡ଼ ଜିଲା କଂଗ୍ରେସ…
ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ
ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ କୂଟନୈତିକ ମହଲରେ ତୀବ୍ର ଆଲୋଚନାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମର୍ଥକଙ୍କ ଉପରେ…
ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି
ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ ଗୁରୁବାର ଆରମ୍ଭ ହୋଇ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଗୁରୁବାର ଭୋରରୁ ପୂଜା ଆରମ୍ଭ ହୋଇ…
Archives


