ବଦ୍ରିନାଥ ଯାଉଥିବା ବେଳେ ଅଳକାନନ୍ଦା ନଦୀକୁ ଖସିଲା ଟାଭେଲର୍; ୧୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ, ୮ ଗୁରୁତର
ଡେରାଡୁନ,୧୫।୬: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଗୁରୁତର ଆହତ ହୋଇଛନ୍ତି। ସୂଚନାନୁଯାୟୀ,ତେବେ ଦୁର୍ଘଟଣା ସମୟରେ ଗାଡ଼ିରେ…
ଜନ୍ମମାଟିରେ ପହଞ୍ଚିଲା କୁଏଟ୍ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ
ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲିର ସନ୍ତୋଷ ଗୌଡ଼ (୩୫) ଶ୍ରମିକଙ୍କ ମରଶରୀର…
ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍ ଚଳାଚଳରେ…
କର୍ମଚାରୀଙ୍କୁ ବଡ଼ ଝଟ୍କା, ଆଗୁଆ ଟଙ୍କା ଉଠାଣ ସୁବିଧା ବନ୍ଦ କଲା EPFO !
ନୂଆଦିଲ୍ଲୀ,୧୫।୬: ସମଗ୍ର ଦେଶରେ କରୋନା ମହାମାରୀ ସମୟରେ ଦିଆଯାଇଥିବା କୋଭିଡ୍ ଅଗ୍ରୀମ ଟଙ୍କା ଉଠାଇବା ସୁବିଧାକୁ ବର୍ତ୍ତମାନ ବନ୍ଦ କରିଛି ଇପିଏଫ୍ଓ। ଦେଶରେ ଏବେ କରୋନା ପ୍ରଭାବ ନ ଥିବାରୁ ଏହି ସୁବିଧା ବନ୍ଦ କରି ଦିଆଯାଇଛି । ତେବେ କର୍ମଚାରୀମାନେ…
ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍ଡେଟ୍, ଜାଣନ୍ତୁ…
ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍ରେ ଅଛନ୍ତି। ପୂର୍ବ…
ଖୋଲିବ ସ୍କୁଲ, ମଧ୍ୟାହ୍ନ ଭୋଜନ ମିଳିବ କି ନାହିଁ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ…
ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର, ଜଣେ ଯବାନ ସହିଦ
ମାଲକାନଗିରି,୧୫।୬( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଅନ୍ୟ…
ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ
ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l ସ୍ଥାନୀୟ…
କୁଏଟ୍ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୬: କୁଏଟ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ପରିବାରକୁ…
କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର
ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି। ଏଥିରେ ୪ଜଣ ଯୁବକଙ୍କୁ ଗିରଫ କରିବା ସହ ଦୁଇଟି ମୋଟର ସାଇକେଲ ଜବତ ହୋଇଛି।…
ବର୍ଷା ଆଶଙ୍କାରେ ଭାରତ-କାନାଡା
ଲୌଡରହିଲ, ୧୫।୬ (ପି.ଟି.): ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍ର ସୁପର-୮ରେ ପ୍ରବେଶ କରିସାରିଥିବା ଭାରତ ଏହାର ଅନ୍ତିମ ଲିଗ୍ ମ୍ୟାଚରେ ଶନିବାର କାନାଡାକୁ ଭେଟିବ। ପୂର୍ବ ୩ ମ୍ୟାଚରେ ଯଥାକ୍ରମେ ଆୟର୍ଲାଣ୍ଡ, ପାକିସ୍ତାନ ଓ ଆମେରିକାକୁ ହରାଇ ସାରିଥିବା ଭାରତ ଆଗାମୀ…
ଓମାନକୁ ୮ ଉଇକେଟରେ ହରାଇଲା ଇଂଲଣ୍ଡ
ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୫ା୬ (ଏପି): ଚଳିତ ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍ର ଗ୍ରୁପ୍ ‘ବି’ରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଆଦିଲ ରଶିଦ୍ (୪/୧୧)ଙ୍କ ବୋଲିଂ ସଫଳତାକୁ ପାଥେୟ କରି ଇଂଲଣ୍ଡ ୮ଉଇକେଟରେ ଓମାନକୁ ପରାସ୍ତ କରି ସୁପର-୮ ପାଇଁ…
Archives


