Home

After 27: ୨୭ ବର୍ଷ ପରେ ଭାଜପା ଦଖଲରେ ଦିଲ୍ଲୀ

ନୂଆଦିଲ୍ଲୀ,୯।୨(ପି.ଟି.): ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ଭାରତୀୟ ଜନତା ପାର୍ଟି (ଭାଜପା) ଦିଲ୍ଲୀ ଦଖଲ କରିଛି। ୧୨ ବର୍ଷ ପରେ ଦିଲ୍ଲୀ ଜନସାଧାରଣ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ…

କୋଟିକୋଟି ଟଙ୍କା ହେର୍‌ଫେର୍‌ ଅଭିଯୋଗ: ୨ ଗିରଫ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋଟିଂ କୋଅପରେଟିଭ ସୋସାଇଟି ଉପରେ ଇଓଡବ୍ଲ୍ୟୁର ବଡ଼ ରେଡ୍‌। କୋଟି କୋଟି ଟଙ୍କାର ହେରଫେର ନେଇ ସୋସାଇଟିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ…

ଦିଲ୍ଲୀରେ ବମ୍ପର ବିଜୟ: କେନ୍ଦୁଝର ଭାଜପା ପାଳୁଛି ବିଜୟ ଉତ୍ସବ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିଲ୍ଲୀରେ ଭାଜପାର ଜବରଦସ୍ତ ବିଜୟ ପରେ କେନ୍ଦୁଝର ଭାଜପା ପକ୍ଷରୁ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳିତ ହୋଇଛି। ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ ଏବଂ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ…

ଭାଜପା ପାଳିଲା ବିଜୟ ଉତ୍ସବ

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଦୀର୍ଘ ୨୬ ବର୍ଷ ପରେ ଦିଲ୍ଲୀରେ ସରକାର ଗଠନ କରିବ ଭାଜପା। ନିର୍ବାଚନରେ ଭାଜପା ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମେଜିକ୍‌ ସଂଖ୍ୟା ୪୮ ବିଧାୟକ ପାଇସାରିଛି। ଦିଲ୍ଲୀରେ ଭାଜପାର ବିପୁଳ ବିଜୟ ପରେ ଗଞ୍ଜାମ ସହରରେ…

କିଏ ହେବ ଦିଲ୍ଲୀର ଆଗାମୀ ମୁଖ୍ୟମନ୍ତ୍ରୀ? CM ରେସ୍‌ରେ  BJPର ଏହି ୫ ନେତା ଆଗରେ…

ନୂଆଦିଲ୍ଲୀ,୮।୨: ଦୀର୍ଘ ୨୭ ବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଫେରିଛି । ୨୦୨୫ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି ଏକ ବଡ଼ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀରେ ଭାଜପା କ୍ଷମତାକୁ ଫେରିଛି। କିନ୍ତୁ ନିର୍ବାଚନ…

OPTCLର ବଡ଼ ଘୋଷଣା: ରବିବାର ହେବନି ବିଦ୍ୟୁତ୍‌ କାଟ୍‌

ବରଗଡ଼,୮ା୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାର ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ବାର୍ଷକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ୍‌…

ବଦଳିଲା ରାଜନୈତିକ ମାନଚିତ୍ର: ପ୍ରଥମ ଥର ପାଇଁ ୨୧ ରାଜ୍ୟରେ ଗେରୁଆ, ୯୨ କୋଟି ଲୋକଙ୍କ ଉପରେ ଏନ୍‌ଡିଏର ଶାସନ

ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ବିଜୟ ପରେ, ଦେଶର ରାଜନୈତିକ ମାନଚିତ୍ର ସମ୍ପୂର୍ଣ୍ଣ ବଦଳି ଯାଇଛି। ଏବେ ଦେଶର ୧୯ଟି ରାଜ୍ୟ ଏବଂ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ NDA ସରକାର ଅଛି। ୨୧ଟି ରାଜ୍ୟ ମଧ୍ୟରୁ ୬ଟିରେ NDA ସହଯୋଗୀ ଦଳ ମୁଖ୍ୟ ଭୂମିକାରେ…

ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ଧାତିକା ଗ୍ରାମର ବିପିନ ଦେଓ, ରବୀନ୍ଦ୍ର ଦେଓ ଓ ବାଦଲ ନାଏକ ଉକ୍ତ ଥାନା…

ଯିଏ ଲୁଟ୍‌ କରିଛି ତାକୁ ଫେରାଇବାକୁ ପଡିବ, ପ୍ରଥମ ଅଧିବେଶନରେ CAG ରିପୋର୍ଟ ଉପସ୍ଥାପିତ ହେବ: ମୋଦି

ନୂଆଦିଲ୍ଲୀ,୮।୨: ଭାଜପା ମୁଖ୍ୟାଳୟରେ ଶନିବାର ଦିଲ୍ଲୀର ବିଜୟ ଉତ୍ସବ ଆଳନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଉଦ୍‌ବୋଧନରେ ପ୍ରଧାନମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଯିଏ ଲୁଟ କରିଛି ତାକୁ ଫେରାଇବାକୁ ପଡିବ, ଦିଲ୍ଲୀରେ ଭାଜପା ସରକାରର ପ୍ରଥମ…

ଦ୍ରୌପଦୀଙ୍କ ବସ୍ତ୍ରହରଣର ଫଟୋ ପୋଷ୍ଟ କରି AAPକୁ କଟାକ୍ଷ କଲେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୮।୨: ଆମ ଆଦମୀ ପାର୍ଟି ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଛି। ଏନେଇ ଆମ ଆଦମୀ ପାର୍ଟିର ରାଜ୍ୟ ସଭା ସଦସ୍ୟ ସ୍ବାତୀ ମାଲିୱାଲ ଟୁଇଟ କରିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଦ୍ରୌପଦୀଙ୍କ ବସ୍ତ୍ରହରଣର ଫଟୋ ପୋଷ୍ଟ କରି ପରୋକ୍ଷରେ କଟାକ୍ଷ…

ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…

କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ ପୁଅ…

ଶର୍ଟକଟ୍‌ ରାଜନୀତିକୁ ଶର୍ଟ ସର୍କିଟ କରିଦେଲେ ଦିଲ୍ଲୀବାସୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୨: ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଦିଲ୍ଲୀରେ କ୍ଷମତା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ଭାଜପା ୪୮ ଆସନରେ ବିଜୟୀ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?