Home

ଆମେ ଭାଗ୍ୟଶାଳୀ ଥିଲୁ…ଜାଣନ୍ତୁ କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୨୮।୭: ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି-୨୦ରେ ଶ୍ରୀଲଙ୍କାକୁ ୪୩ ରନରେ ପରାସ୍ତ କରିଛି। ଏହା ଏକ ହାଇ ସ୍କୋରର ମ୍ୟାଚ ଥିଲା। ମ୍ୟାଚ୍‌ରେ ଏକ ସମୟରେ ଲାଗୁଥିଲା ଯେ ଟାର୍ଗେଟକୁ ପିଛା କରି ଶ୍ରୀଲଙ୍କା ସହଜରେ ଜିତିବ।…

ବିବାହ ପରେ ସୋନାକ୍ଷୀଙ୍କ ସହ ବିମାନବନ୍ଦରରେ ଘଟିଲା ଏଭଳି, ସୁରକ୍ଷାକର୍ମୀଙ୍କ ଆଚରଣ ଦେଖି…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ନିଜର ପ୍ରେମିକ ଜାହିର ଇକବାଲଙ୍କୁ ବିବାହ କରିଛନ୍ତି। ବିବାହ ପରେ ତାଙ୍କୁ ନିକଟରେ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ହେଲେ ଚେକିଂ ବେଳେ ସେଠାରେ ଥିବା ସୁରକ୍ଷାକର୍ମୀ ତାଙ୍କୁ ନିଜର ଚଷମା ବାହାର କରିବାକୁ କହିଥିଲେ।…

୨୮ ବର୍ଷ ପରେ କ୍ରିକେଟ୍‌ରେ ଏମିତି କାରନାମା କଲେ ଏହି ବୋଲର୍‌

ନୂଆଦିଲ୍ଲୀ,୨୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ କାମିନ୍ଦୁ ମେଣ୍ଡିସଙ୍କ ଅନନ୍ୟ ବୋଲିଂ କରିଥିଲେ। ବୋଲିଂ ବେଳେ କାମିନ୍ଦୁ ମେଣ୍ଡିସ ଏପରି ପ୍ରଦର୍ଶନ କରିଥିଲେ ଯେ କ୍ରିକେଟ ଜଗତ ଆଶ୍ଚର୍ଯ୍ୟ ହୋଇଯାଇଥିଲା।…

ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ

ଲକ୍ଷ୍ନୌ,୨୮ା୭: ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ ଉତ୍ତରପ୍ରଦେଶ ରାଜନୀତିରେ ଦୀର୍ଘଦିନ ଧରି ଚାଲିଥିବା ଆଲୋଚନା ଶେଷ ହୋଇଛି। ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ସମାଜବାଦୀ ପାର୍ଟି ଦ୍ୱାରା ପ୍ରସାଦ ପାଣ୍ଡେଙ୍କ ନାମ ଅନୁମୋଦନ ହୋଇଛି।…

ଆଇଏଏସ୍‌ କୋଚିଂ ସେଣ୍ଟରରେ ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ: ମାଲିକଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୮ା୭: ଦିଲ୍ଲୀର ପୁରୁଣା ରାଜେନ୍ଦ୍ର ନଗର ଅଞ୍ଚଳରେ ପ୍ରବଳ ବର୍ଷା ପରେ ରାଓ ଆଇଏଏସ୍‌ କୋଚିଂ ସେଣ୍ଟର ବିଲ୍ଡିଂର ତଳ ମହଲାରେ ପାଣି ହୋଇଯିବାରୁ ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁଘଟିଛି। ସମସ୍ତ ୩ ଛାତ୍ର ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ।…

ମୁକେଶ ଅମ୍ବାନୀ, ରତନ ଟାଟା,ଏଲନ୍‌ ମସ୍କଙ୍କୁ ବି ଧନରେ ପଛରେ ପକାଇ ଦେବେ ଏହି ମହିଳା

ଧନୀମାନଙ୍କ ନାଁ ଯଦି ସାମ୍ନାକୁ ଆସେ ତେବେ ଏଲନ୍‌ ମସ୍କ, ଜେଫ୍‌ ବେଜୋସ, ମୁକେଶ ଅମ୍ବାନୀ, ରତନ ଟାଟାଙ୍କ ନାଁ ପ୍ରଥମେ ଆସେ। ମାତ୍ର ଆଶ୍ଚର୍ଯ୍ୟର କଥା ଜଣେ ମହିଳା ଅଛନ୍ତି, ଯିଏ କି ବିଶ୍ୱର ଏହି ବଡ଼ବଡ଼ ଧନୀଙ୍କୁ ପଛରେ…

ଆଇଏଏସ୍‌ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ: ଏବେ ଏହି ବିଭାଗରେ ହେଲା ନିଯୁକ୍ତି

ଭୁବନେଶ୍ୱର,୨୮।୭: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ…

ନାବାଳିକାଙ୍କୁ ବଳାତ୍କାର କରି ଅଭିଯୁକ୍ତ ଗିରଫ

ସାକ୍ଷୀଗୋପାଳ,୨୮ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ଥାନା ଆଳିଶ ଗ୍ରାମରେ ଜନୈକା ୯ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସେହି ଗ୍ରାମର ଜଣେ ୨୬ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ମାନସ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

‘ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଭୁଲ୍‌ ଥିଲା’

ନୂଆଦିଲ୍ଲୀ,୨୮ା୭: ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ପରିଚାଳନା ପରିଷଦ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ବଜେଟ୍‌ରେ ଭେଦଭାବ ଅଭିଯୋଗ କରି କିଛି ଅଣ-ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକରେ…

‘ମନ୍‌ କି ବାତ୍‌’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୭:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ରବିବାର ସମ୍ବୋଧିତ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ ୧୧୨ତମ ଏବଂ ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଶାଢ଼ି…

ଜାତୀୟ ମାତାପିତା ଦିବସ

ମାତାପିତା ଏବଂ ପିଲାଙ୍କ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। ଏହି ସମ୍ପର୍କକୁ ଅଧିକ ସ୍ବତନ୍ତ୍ର କରିବା ପାଇଁ ପ୍ରତିବର୍ଷ ଲୋକମାନେ ମାତାପିତା ଦିବସ ପାଳନ କରିଥାନ୍ତି। ମାତାପିତା ସୋମାନଙ୍କ ପିଲାମାନଙ୍କୁ ଛୋଟରୁ ବଡ଼ ହେବା ପର୍ଯ୍ୟନ୍ତ ପ୍ରତିପୋଷଣ କରନ୍ତି, ପ୍ରତ୍ୟେକ କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri