Home

ପୁଅ ପାଇଁ କନ୍ୟା ଦେଖିବାକୁ ଯାଇଥିଲେ ବାପା: ଘରକୁ ଆସି ଦେଖିଲାବେଳକୁ ପାଦ ତଳୁ ଖସିଗଲା ମାଟି

ଢାକା,୨୫।୭: ବାଂଲାଦେଶରେ ସଂରକ୍ଷଣକୁ ନେଇ ହିଂସାତ୍ମକ ପ୍ରତିବାଦରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ କିଛି ଲୋକ ଅଛନ୍ତି, ଯାହାଙ୍କ ମୃତଦେହକୁ ଚିହ୍ନିବା କଷ୍ଟକର। ମୃତକଙ୍କ ପରିବାର ସଦସ୍ୟ ତଥାପି ଆଶା କରୁଛନ୍ତି ଯେ ପୁଅ ଫେରିବେ। ବାଂଲାଦେଶୀ ବାସିନ୍ଦା…

ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ମଧୁମିତା ଶ୍ରୀଧରଙ୍କ ଫୋନରୁ କିଛି ତଥ୍ୟ ପାଇଥିଲେ। ସେଥିରୁ ସ୍ବାମୀଙ୍କର ଅନ୍ୟ…

ହିଟ୍‌ଲର୍‌ଙ୍କ ଅଫ୍‌ରକୁ ପ୍ରତ୍ୟାଖ୍ୟାନ କରିଥିଲେ ଧ୍ୟାନଚାନ୍ଦ: ଜାଣନ୍ତୁ କ’ଣ ଥିଲା ସେହି ଅଫର୍‌

ନୂଆଦିଲ୍ଲୀ,୨୫।୭: ଭାରତୀୟ ହକି କିମ୍ବଦନ୍ତୀ ତଥା ଯାଦୁଗର ମେଜର ଧ୍ୟାନଚାନ୍ଦ ଅଲିମ୍ପିକ୍ସରେ ଭାରତ ୩ଟି ସ୍ବର୍ଣ୍ଣ ପଦକ ଜିତିଥିଲେ। ଭାରତୀୟ କ୍ରୀଡ଼ାରେ ଧ୍ୟାନଚାନ୍ଦଙ୍କର ବହୁତ ଅବଦାନ ରହିଛି। ଧ୍ୟାନଚାନ୍ଦ ୧୬ ବର୍ଷ ବୟସରେ ଜଣେ ସୈନିକ ଭାବରେ ଭାରତୀୟ ସେନାରେ ଯୋଗ…

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ ଜିଲାମାନଙ୍କୁ…

ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ ଓଢ଼ଣା…

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ଜଂଘିରା ସେକସନ ହୁଣ୍ଡା ଗ୍ରାମରେ ବୁଧବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ମହେଶ୍ୱର ଜୁଆଙ୍ଗ। ଝୁମୁକାପଶି ଗ୍ରାମରେ ଅନ୍ୟ ଜଣଙ୍କୁ…

ଫୁଟବଲ ମ୍ୟାଚ୍‌ ଚାଲିଥିବାବେଳେ ଡ୍ରୋନ ଆକ୍ରମଣ: ଚାଲିଗଲା ୧୦ ଜୀବନ

ନୂଆଦିଲ୍ଲୀ,୨୫।୭: କଲମ୍ବିଆର ବିଦ୍ରୋହୀ ଗୋଷ୍ଠୀ ବିପ୍ଳବୀ ସଶସ୍ତ୍ର ବାହିନୀ ଏକ ଫୁଟବଲ ପଡ଼ିଆ ଉପରେ ଆକ୍ରମଣ କରିଥିଲା। ଦକ୍ଷିଣ-ପଶ୍ଚିମ କଲମ୍ବିଆର ଏକ ଫୁଟବଲ ପଡିଆରେ ଡ୍ରୋନ ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଣେ ନାବାଳକ…

ଟିମ୍‌ ଇଣ୍ଡିଆରେ ‘ସୁନୀଲ ନରେନ’ଙ୍କ ଏଣ୍ଟ୍ରି, ଗମ୍ଭୀର ନେଲେ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୫।୭: ଟିମ୍‌ ଇଣ୍ଡିଆର କୋଚ୍‌ ହେବା ପରେ ଆଇପିଏଲ୍‌ ଭଳି ରଣନୀତି ଆପଣାଇବାକୁ ଯାଉଛନ୍ତି ଗୌତମ ଗମ୍ଭୀର। ଏବେ ସେ ଏଭଳି ଜଣେ ଖେଳାଳିଙ୍କୁ ଖୋଜିବାରେ ସଫଳ ହୋଇଛନ୍ତି, ଯିଏ ବିଲକୁଲ୍‌ ସୁନୀଲ ନରେନଙ୍କ ଭଳି ଖେଳିବେ। ତାଙ୍କ ଉପରେ ମଇଦାନକୁ…

ନିଜ ଦଳର ଏମ୍‌ପିଙ୍କୁ ତାଗିଦ୍‌ କଲେ କ୍ୟାବିନେଟ୍‌ ମନ୍ତ୍ରୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୫।୭: ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ଲୋକ ସଭାରେ ହଟ୍ଟଗୋଳ ଲାଗିରହିଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ଅଭିଜିତଙ୍କୁ କ୍ଷମା ମାଗିବାକୁ ଦାବି କରୁଛନ୍ତି। ଏହି ସମୟରେ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ…

ବିହାର-ଆନ୍ଧ୍ର-ଓଡ଼ିଶା ଭଳି ରାଜ୍ୟ କାହିଁକି ଦାବି କରୁଛନ୍ତି ସ୍ବତନ୍ତ୍ର ମାନ୍ୟତା; ଏଥିଲାଗି ମାନଦଣ୍ଡ କ’ଣ? ମିଳିଥାଏ କେଉଁ ସୁବିଧା…

ନୂଆଦିଲ୍ଲୀ,୨୫।୭: ବଜେଟ ୨୦୨୪ରେ ବିହାର ଏବଂ ଆନ୍ଧ୍ରପ୍ରଦେଶ ଲାଗି ସ୍ବତନ୍ତ୍ର ଘୋଷଣା ହେବା ପରେ ‘ସ୍ବତନ୍ତ୍ର ରାଜ୍ୟ ମାନ୍ୟତା’ ଚର୍ଚ୍ଚାକୁ ଆସିଛି। ଏହାକୁ ନେଇ ରାଜନୀତି ସରଗରମ ମଧ୍ୟ ହୋଇଛି। ସରକାର ବିହାର ଏବଂ ଆନ୍ଧ୍ରପ୍ରଦେଶକୁ ହାତ ଖୋଲି ଦେଇଥିବା ବେଳେ…

ବଦଳିବ ରାଷ୍ଟ୍ରପତି ଭବନର ଦରବାର ହଲ୍‌, ଅଶୋକ ହଲ୍‌ର ନାମ, ରହିବ ଏହି ନାଁ…

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଭବନର ଦରବାର ହଲ୍‌ ଏବଂ ଅଶୋକ ହଲ୍‌ର ନାମ ପରିବର୍ତ୍ତନ କରାଯାଇଛି। ଦରବାର ହଲ୍‌ ନାଁ ପରିବର୍ତ୍ତନ ହୋଇ ‘ଗଣତନ୍ତ୍ର ମଣ୍ଡପ’ ଏବଂ ଅଶୋକ ହଲ୍‌ ନାଁ ପରିବର୍ତ୍ତନ ହୋଇ ‘ଅଶୋକମଣ୍ଡପ’ ନାମରେ ପରିଚିତ ହେବ। ନାମ ପରିବର୍ତ୍ତନକୁ…

ଭାରତ ବିପକ୍ଷ ସିରିଜ୍‌ ପୂର୍ବରୁ ଶ୍ରୀଲଙ୍କାକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏହି ସିରିଜ ପୂର୍ବରୁ ଶ୍ରୀଲଙ୍କା ଦୁଇଟି ବଡ଼ ଝଟ୍‌କା ଲାଗିଛି। ପ୍ରଥମେ ଦଳର ଷ୍ଟାର ଦ୍ରୁତ ବୋଲର ଦୁଷ୍ମନ୍ଥା ଚାମିରା ବାଦ୍‌ ପଡିଥିଲେ। ବର୍ତ୍ତମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri