ସ୍ବାତୀ ମାଲିଓ୍ବାଲଙ୍କୁ ଆକ୍ରମଣ ଘଟଣା: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଭବ କୁମାର
ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ଏମ୍ପି ସ୍ବାତୀ ମାଲିଓ୍ବାଲଙ୍କୁ ଆକ୍ରମଣ କରିଥିବା ବିଭବ କୁମାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୁଲାଇ ୧୨ରେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଜାମିନ ପ୍ରଦାନ…
ଶୌଚ ହେବାକୁ ଯାଇ ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ
ବଣାଇ,୨୫ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡା ରେଞ୍ଜ ଅଧୀନସ୍ଥ ଜାମୁଦର ଗ୍ରାମରେ ଘଟିଛି ଏକ ଅଘଟଣ। ଶୌଚ ହେବାକୁ ଯାଇଥିବା ବ୍ୟକ୍ତି ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାଯାଇଛି। ଜାମୁଦର ଗ୍ରାମର କୁଦୁରାଇ ମୁଣ୍ଡାରି (୫୦)…
ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ
ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ ଥିବାରୁ ସେ ସପରିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ।…
OAS ଦେବ ପ୍ରସାଦଙ୍କ ଉପରୁ ନିଲମ୍ବନ ଉଠାଇଲେ ସରକାର, ଦେଲେ ଏହି ବଡ଼ ଦାୟିତ୍ୱ
ଭୁବନେଶ୍ୱର,୨୫ା୭: ଓଏଏସ୍ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ଉଠାଇଛନ୍ତି ସରକାର। ତେବେ ନିଲମ୍ବନ ଉଠିବା ପରେ ତାଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛନ୍ତି ସରକାର। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଭାବେ ତାଙ୍କୁ ଦାୟିତ୍ୱ ପ୍ରଦାନ…
ରାଷ୍ଟ୍ରପତି ପାଇଁ ଯୋଗ୍ୟ ନୁହଁନ୍ତି କମଲା ହାରିସ: ଟ୍ରମ୍ପ
ଓ୍ବାଶିଂଟନ୍,୨୫।୭: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଆମେରିକାରେ ରାଜନୈତିକ ତାପମାତ୍ରା ବୃଦ୍ଧି ପାଇଛି। ନେତାଙ୍କ ପରସ୍ପର ଉପରେ ରାଜନୈତିକ ଆକ୍ରମଣ ମଧ୍ୟ ତୀବ୍ର ହୋଇଛି। ଏହି ସମୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି। ଆମେରିକାର…
ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍ ଟାଣିଲେ ତାରା, ଟେବୁଲ ଉପରେ ଚଢିଲେ କାଡାମ
ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ତାତିଲା ବିଧାନସଭା । ଗୃହରେ ବିରୋଧୀ ବିଧାୟକ ହଟ୍ଟଗୋଳ କରିବା ସହ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଗୁରୁବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ପୋଲାଭରମ ପ୍ରସଙ୍ଗ । ଶୂନ୍ୟକାଳରେ ହୋ ହଲ୍ଲା…
ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ ଶଦ୍ଦ…
କେଜ୍ରିୱାଲଙ୍କୁ ବଡ଼ ଝଟ୍କା: ନ୍ୟାୟିକ ହେପାଜତ ଅଗଷ୍ଟ ୮ ପର୍ଯ୍ୟନ୍ତ ବଢିଲା
ନୂଆଦିଲ୍ଲୀ,୨୫।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମସ୍ୟା ଦୂର ହେବାର ନାଁ ଧରୁନି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ରାଉସ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ଅଗଷ୍ଟ ୮ରେ ଶୁଣାଣି ହେବ।…
ପ୍ରଥମ ଭାରତୀୟ ମହିଳା ଭାବେ ପୁଣି ଏହି ଦାୟିତ୍ୱ ନେଲେ ନୀତା ଅମ୍ବାନୀ
ପ୍ୟାରିସ, ୨୫ା୭: ପ୍ୟାରିସ ଅଲିମ୍ପିକ୍ସ ଉଦ୍ଘାଟନୀ ପୂର୍ବରୁ ଏଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ୧୪୨ତମ ଅଧିବେଶନରେ ଭାରତର ଅଗ୍ରଣୀ ଫିଲାନ୍ଥ୍ରୋପିଷ୍ଟ ତଥା ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ନୀତା ଅମ୍ବାନୀ ପୁନର୍ବାର ସର୍ବସମ୍ମତିକ୍ରମେ ଆଇଓସି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।…
୪୧ ବର୍ଷ ପରେ ଜଣେ ଭାରତୀୟଙ୍କୁ ମିଳିଲା ଏହି ପୁରସ୍କାର: ମୋଦି ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ,୨୫।୭: ଜୁଲାଇ ୨୨ରେ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଭାରତର ଭେଟେରାନ ଶୁଟର ଅଭିନବ ବିନ୍ଦ୍ରାଙ୍କୁ ଅଲିମ୍ପିକ ଅର୍ଡର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ବିଶେଷ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୨୦୦୮…
ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି।…
ମାଳଦ୍ୱୀପକୁ ବଡ଼ ଝଟ୍କା ଦେଲା ଭାରତ
ନୂଆଦିଲ୍ଲୀ,୨୫।୭: ୨୦୨୪ ବଜେଟରେ ମାଳଦ୍ୱୀପକୁ ଦିଆଯାଇଥିବା ଅନୁଦାନ ସହାୟତା ରାଶିରେ ଭାରତ ସରକାର ଏକ ବଡ଼ ହ୍ରାସ କରିଛନ୍ତି। ଏହା ପରେ ମୁଇଜୁଙ୍କ ଦେଶ ଭାରତରୁ ଅନୁଦାନ ଟଙ୍କା ପାଇବାରେ ତୃତୀୟ ସ୍ଥାନକୁ ଯାଇଛି। ଭାରତ ୨୦୨୪-୨୦୨୫ ବର୍ଷ ପାଇଁ ବଜେଟ…
Archives


