୪୧ ବର୍ଷ ପରେ ଜଣେ ଭାରତୀୟଙ୍କୁ ମିଳିଲା ଏହି ପୁରସ୍କାର: ମୋଦି ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ,୨୫।୭: ଜୁଲାଇ ୨୨ରେ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଭାରତର ଭେଟେରାନ ଶୁଟର ଅଭିନବ ବିନ୍ଦ୍ରାଙ୍କୁ ଅଲିମ୍ପିକ ଅର୍ଡର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ବିଶେଷ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୨୦୦୮…
ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି।…
ମାଳଦ୍ୱୀପକୁ ବଡ଼ ଝଟ୍କା ଦେଲା ଭାରତ
ନୂଆଦିଲ୍ଲୀ,୨୫।୭: ୨୦୨୪ ବଜେଟରେ ମାଳଦ୍ୱୀପକୁ ଦିଆଯାଇଥିବା ଅନୁଦାନ ସହାୟତା ରାଶିରେ ଭାରତ ସରକାର ଏକ ବଡ଼ ହ୍ରାସ କରିଛନ୍ତି। ଏହା ପରେ ମୁଇଜୁଙ୍କ ଦେଶ ଭାରତରୁ ଅନୁଦାନ ଟଙ୍କା ପାଇବାରେ ତୃତୀୟ ସ୍ଥାନକୁ ଯାଇଛି। ଭାରତ ୨୦୨୪-୨୦୨୫ ବର୍ଷ ପାଇଁ ବଜେଟ…
ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ
ବଲାଙ୍ଗୀର,୨୫ା୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା। ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ ଡାକ୍ତର…
ଭାଜପାକୁ ଧର୍ମସଙ୍କଟରେ ପକାଇବେ ଅଜିତ ପାଓ୍ବାର: କରୁଛନ୍ତି ଏମିତି ପ୍ଲାନ
ନୂଆଦିଲ୍ଲୀ,୨୫।୭: ଚଳିତ ବର୍ଷ ଅକ୍ଟୋବର ମାସରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜନୈତିକ ଗତିବିଧି ସେଠାରେ ତୀବ୍ର ହେବ ବୋଲି ଜଣାପଡିଛି। ଆସନ ବଣ୍ଟନ ଉପରେ ସମସ୍ତ ଦଳର ନଜର ରହିଛି। ତେବେ ଗ୍ରାଣ୍ଡ ଆଲାଇନ୍ସରେ କେବଳ ଭାଜପାର ସହଯୋଗୀମାନେ…
ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା
ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି…
ହଠାତ୍ ଅଲିମ୍ପିକ୍ସରୁ ଓହରିଲେ ବିଶ୍ୱର ନମ୍ବର-୧ ଟେନିସ୍ ଖେଳାଳି: ପଛର କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୫।୭: ବିଶ୍ୱ ନମ୍ବର ୱାନ ଟେନିସ ଖେଳାଳି ୟାନିକ ସିନର୍ ପ୍ୟାରିସ ଅଲିମ୍ପିକ୍ସରୁ ଓହରି ଯାଇଛନ୍ତି। ଗଳା ସଂକ୍ରମଣ (ଟନ୍ସିଲ) ହେତୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ଏହି ୨୨ ବର୍ଷୀୟ ଇଟାଲୀୟ ଖେଳାଳି ସୋସିଆଲ ମିଡିଆରେ ଲେଖିଛନ୍ତି, ଅଲିମ୍ପିକ ଗେମ୍ସରେ…
ହଠାତ୍ ଲୋକ ସଭାରେ କଂଗେସ ଏମ୍ପିଙ୍କୁ ‘ଷ୍ଟୁପିଡ୍’ କହିଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୨୫।୭: ବଜେଟ୍କୁ ନେଇ ଲୋକ ସଭାରେ ଜୋରଦାର ହଙ୍ଗାମା ହୋଇଛି। କଂଗ୍ରେସ ସଦସ୍ୟମାନେ ଭାଜପା ଏମ୍ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ହଟ୍ଟଗୋଳ କରିଛନ୍ତି। ସରକାର ଏବଂ ସଦସ୍ୟଙ୍କୁ କ୍ଷମା ମାଗିବାକୁ ଜିଦ୍ ଧରିଛନ୍ତି। ଗୃହରେ ବଜେଟ ଉପରେ ଆଲୋଚନା ବେଳେ…
ତକିଆ-ବେଡସିଟ୍ ଧରି ବିଧାନସଭାରୁ ବାହାରିଲେ ବିଧାୟକ
ବେଙ୍ଗାଲୁରୁ,୨୫।୭:କର୍ନାଟକ ବିଧାନସଭାରେ ଗୁରୁବାର ସକାଳେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏଠାରେ ଅନେକ ବିଧାୟକ ନିଜ ତକିଆ ଏବଂ ବେଡସିଟ ସହିତ ଘର ଭିତରେ ବିଶ୍ରାମ ନେଉଥିବାର ଦେଖାଯାଇଥିଲା। ଏହି ବିଧାୟକମାନଙ୍କ ମଧ୍ୟରୁ ଅନେକ ଶୋଇବା ପରେ ଉଠିବା ସହ…
ବିବାହବେଳେ ଅଜବ ସର୍ତ୍ତ ରଖିଥିଲେ କାଜୋଲ
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଅଭିନେତା ଅଜୟ ଦେବ୍ଗନ୍ ଓ ଅଭିନେତ୍ରୀ କାଜୋଲ ଅନ୍ୟତାମ। ବ୍ୟକ୍ତିଗତ ଜୀବନକୁ ନେଇ ଏହି ଷ୍ଟାର ଦମ୍ପତି ଅନେକବାର ଚର୍ଚ୍ଚାରେ ରହିଥାନ୍ତି। ତେବେ ନିଜ ବିବାହକୁ ନେଇ ବୁଧବାର ଏକ ସାକ୍ଷାତ୍କାରରେ କାଜୋଲ ନୂତନ…
ଆଜି ରାଜ୍ୟ ବଜେଟ
ଭୁବନେଶ୍ୱର,୨୫ା୭(ଅନିଲ ଦାସ)୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ। ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫…
ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ
ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍ ରିଫ୍ରେଶ୍ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ, ସ୍ମୁଥ, ମକଟେଲ ଏବଂ ଅନ୍ୟାନ୍ୟ ଥଣ୍ଡା ପାନୀୟ ପିଇ ନିଜ ବ୍ୟସ୍ତବହୁଳ ଜୀବନରୁ ସାମାନ୍ୟ…
Archives


