Home

ଫ୍ୟାଶନ ଦୁନିଆରେ ନୂଆ ଟ୍ରେଣ୍ଡ୍‌; ପାଇପିଂ ଡିଜାଇନ ବ୍ଲାଉଜ୍‌

ସମୟ ବଦଳୁଛି। ତା’ସହ ପାଦମିଳାଇ ଫ୍ୟାଶନ ଦୁନିଆରେ ମଧ୍ୟ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଯୁବତୀ ହୁଅନ୍ତୁ ଅବା ଗୃହିଣୀ ଦିନକୁ ଦିନ ନୂଆ ଟ୍ରେଣ୍ଡକୁ ଆପଣଉଛନ୍ତି। ଆଉଟଫିଟ୍‌ ଓ୍ବେଷ୍ଟର୍ନ ହେଉ କି ଇଣ୍ଡିଆନ୍‌ ତାହାର ଚାହିଦା ବଢ଼ିଚାଲିଛି। ତାହା ମଧ୍ୟରୁ ଅନ୍ୟତମ…

ଏତିକି କୋଟି ଟଙ୍କାର ମାଲିକ ଅଭିଷେକ ବଚ୍ଚନ: ପାଖରେ ଅଛି…

ବଲିଉଡର ମେଗାଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକ ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଅଭିଷେକ ବର୍ଷ ବର୍ଷ ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି । ସେ ୨୦୦୦ରେ ଫିଲ୍ମ ରିଫ୍ୟୁଜି ଜରିଆରେ ବଲିଉଡ ଡେବ୍ୟୁ କରିଥିଲେ, ଯେଉଁଥିରେ କରୀନା…

ହାତରୁ କାହିଁକି ଶୀଘ୍ର ଲିଭେନି ନିର୍ବାଚନୀ ସ୍ୟାହି: ପଛରେ ରହିଛି ବଡ଼ କାରଣ

ନୂଆଦିଲ୍ଲୀ,୫।୨: ଆଜି ସକାଳ ୭ଟାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ମତଦାନ ଆରମ୍ଭ ହୋଇଛି। ଦିଲ୍ଲୀର ସମସ୍ତ ୭୦ଟି ଆସନରେ ମୋଟ ୧.୫୬ କୋଟି ଭୋଟର ସେମାନଙ୍କ ମତଦାନ ଅଧିକାର ବ୍ୟବହାର କରିବେ। କିନ୍ତୁ ଆପଣ ଜାଣନ୍ତି କି ମତଦାନ…

ମତଦାନବେଳେ ଇଭିଏମ୍‌ରୁ ଉଡିଯାଇପାରେ କି ଡାଟା: କ’ଣ ରହିଛି ବ୍ୟାକ୍‌ଅପ୍‌ ପ୍ଲାନ୍‌, ସମ୍ପୂର୍ଣ୍ଣ ତଥ୍ୟ ଜାଣନ୍ତୁ

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ମତଦାନ ଚାଲିଛି। ଦିଲ୍ଲୀ ନିର୍ବାଚନରେ ଭୋଟରମାନେ ଇଭିଏମ ଜରିଆରେ ନିଜର ମତାଧିକାର ସାବ୍ୟସ୍ତ କରୁଛନ୍ତି। ଯେହେତୁ ଇଭିଏମ ଜରିଆରେ ମତଦାନ ହେବ, ତେଣୁ ପ୍ରତି ନିର୍ବାଚନ ଭଳି ଏଥର ମଧ୍ୟ ଅନେକ ଅଭିଯୋଗ…

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶରୁ ୧ ଲକ୍ଷ ଅଣ୍ଡା ଚୋରି

ଓ୍ବାଶିଂଟନ,୫।୨: ଆମେରିକା ହେଉଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ। ଏହା ସତ୍ତ୍ୱେ ଅଣ୍ଡା ପାଇଁ ଏଠାକାର ଲୋକେ ସଂଘର୍ଷ କରୁଛନ୍ତି। ଏଠାରେ ଅଣ୍ଡା ଚୋରି ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଆମେରିକାର ପେନ୍ସିଲଭାନିଆରେ ଅଣ୍ଡା ଚୋରିର ଏକ ଘଟଣା ସାମ୍ନାକୁ ଆସିଛି…

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର…

ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ: ଏବେ ହେବ କ’ଣ…

ନୂଆଦିଲ୍ଲୀ,୫।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପୂର୍ବରୁ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏହି ସିରିଜ ପାଇଁ ଷ୍ଟାର ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରାଯାଇଛି ବୋଲି ବିସିସିଆଇ ଘୋଷଣା କରିବା ପରେ…

ଐଶ୍ୱର୍ଯ୍ୟାଙ୍କ ନାଁ ନେଇ ଦୁଃଖ ବଖାଣିଲେ ଅଭିଷେକ ବଚ୍ଚନ: କହିଲେ, ସେ ମୋଠାରୁ ଅଧିକ…

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଅଭିନେତା ଅଭିଷେକ ବଚ୍ଚନ ଅନେକ ହିଟ ଫିଲ୍ମ ଦେଇଛନ୍ତି। ୧୯୭୬ ମସିହା ଫେବ୍ରୁଆରୀ ୫ ତାରିଖରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଆଜି ତାଙ୍କର ୪୯ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିଷେକ ତାଙ୍କ ଫିଲ୍ମ କ୍ୟାରିୟର ଯାତ୍ରାରେ ସ୍ତ୍ରୀ…

ଆଇଏଏସ୍‌ ଦେଲେ ବିବାହ ପ୍ରସ୍ତାବ, ୨ ମହିଳା ଅଧିକାରୀ କରିଦେଲେ ହଁ: ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୫।୨: ୟୁପିର ହରଦୋଇରେ ପୋଲିସ ଜଣେ ଠକକୁ ଗିରଫ କରିଛି। ସେ ଏକ ମ୍ୟାଟ୍ରିମୋନିଆଲ ସାଇଟରେ ନିଜକୁ ଜଣେ ଆଇଏଏସ୍‌ ଅଧିକାରୀ ବୋଲି ପରିଚୟ ଦେଇ ଦୁଇ ଜଣ ମହିଳା ଅଧିକାରୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିଲେ। ଅଭିଯୁକ୍ତଙ୍କ ନାମ…

ଆଜି ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୫ା୨(ଅଜିତ୍‌ କୁମାର ମହାନ୍ତି):ମାଘ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି ବୁଧବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ସମ୍ପାଦନ ପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ଘଣ୍ଟା ସର୍ବସାଧାରଣ…

ଆମେରିକା ଆଗ

ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତିଗୁଡ଼ିକ ବିବାଦୀୟ ହୋଇଚାଲିଛି। ୨୦ ଜାନୁଆରୀ ୨୦୨୫ରେ ଦାୟିତ୍ୱ ନେବାର ପ୍ରଥମ ଦିନରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ରୁ ଆମେରିକା ଓହରିଯିବା ବିଷୟ ସେ ଘୋଷଣା କରିଥିଲେ।…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବର୍ତ୍ତିଲେ ଗାଡ଼ି ଚାଳକ: ଦୋଷ ଲଦାଲଦି ହେଉଛନ୍ତି ରାସ୍ତା ନିର୍ମାଣ ସଂସ୍ଥା-ବିଦ୍ୟୁତ ବିଭାଗ

ଥୁଆମୂଳ ରାମପୁର,୫।୨(ଦୁର୍ଗା କୀର୍ତ୍ତି):ପୂର୍ତ୍ତି ବିଭାଗ ପକ୍ଷରୁ ଥୁଆମୂଳ ରାମପୁର ମୁଖ୍ୟରାସ୍ତା ଉନ୍ନତୀକରଣ କରାଯାଉଛି। ଏଥିରେ କମ୍ପାନୀର ହାଇୱା, ମିକ୍ସଚର ମେଶିନ, ଜେସିବି ଆଦି ନିୟୋଜିତ ହୋଇଛି। ହେଲେ ମୁଖ୍ୟ ରାସ୍ତା ଉପରେ ୩୩କେଭି ବିଦ୍ୟୁତ୍‌ ତାର ସଂଯୋଗ ହୋଇଥିବାରୁ ଦୁର୍ଘଟଣାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?