Home

ଶପଥ ସମାରୋହରେ ନବୀନଙ୍କ ସହ ହାତ ମିଳାଇଲେ ମୋଦି, ହସି ହସି କହିଲେ…

ଭୁବନେଶ୍ୱର,୧୨।୬: ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି। ଶପଥ ସମାରୋହ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଗୁରୁବାର ଇଟାଲି ଯିବେ ମୋଦି

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ ଜୁନ ୧୩ ଗୁରୁବାର ଦିନ ଇଟାଲି ଯିବେ। ତୃତୀୟ ଥର ପାଇଁ କେନ୍ଦ୍ରରେ ଏନ୍‌ଡିଏ ସରକାର ଗଠନ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ବୈଦେଶିକ ଯାତ୍ରା ହେବ। ଜୁନ ୧୪ ରେ…

ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬: ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏନେଇ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି…

ଦୁଇ ବାଇକ୍‌କୁ ପଛପଟୁ ପିଟିଲା ଟ୍ୟାଙ୍କର: ୨ ମୃତ, ଜଣେ ଗୁରୁତର

ରାୟଗଡ଼ା/ବିଷମକଟକ,୧୨ା୬(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା): ଦୁଇଟି ବାଇକ୍‌କୁ ପଛପଟୁ ଟ୍ୟାଙ୍କର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଭାତପୁର ପଞ୍ଚାୟତର…

ନିମନ୍ତ୍ରଣ ରକ୍ଷା କରି ଶପଥ ସମାରୋହରେ ପହଞ୍ଚିଲେ ନବୀନ

ଭୁବନେଶ୍ୱର,୧୨।୬: ଆଉ କିଛି ସମୟ ପରେ ଶପଥ ଗ୍ରହଣ କରିବେ ମୋହନ ମାଝୀ। ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏଥିସହ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସମାରୋହରେ ପହଞ୍ଚିଛନ୍ତି। ମଙ୍ଗଳବାର…

ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଲାଗିଲା ମୋହର, ଜାଣନ୍ତୁ କାହାକୁ ମିଳିବ କ୍ୟାବିନେଟ୍‌ କାହାକୁ ରାଷ୍ଟ୍ର ପାହ୍ୟା

ଭୁବନେଶ୍ୱର,୧୨ା୬: ରାଜଭବନ ପକ୍ଷରୁ ମନ୍ତ୍ରିମଣ୍ଡଳର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ବୁଧବାର ୧୬ଜଣ ଶପଥ ନେବେ। ଏହି ୧୬ ଜଣଙ୍କ ନାଁରେ ମୋହର ମାରିଛନ୍ତି ରାଜ୍ୟପାଳ ରଘୁବର ଦାସ।  ଆଉ କିଛି ସମୟ ପରେ ଜନତା…

ମୁଖ୍ୟମନ୍ତ୍ରୀଙ୍କୁ ହରାଇଥିବା ଲକ୍ଷ୍ମଣ ବାଗଙ୍କୁ ମିଳିଲା ମନ୍ତ୍ରୀପଦ!

ଭୁବନେଶ୍ୱର,୧୨।୬: ଆରମ୍ଭ ହେଲାଣି କାଉଣ୍ଟ ଡାଉନ । ଆଉ କିଛି ସମୟ ପରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀ ।…

ସୁରମା ମନ୍ତ୍ରୀ ହେବେ ନା ବାଚସ୍ପତି? ଗଲା ଫୋନ୍‌ କଲ୍‌

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବେ। ମୋହନ ଶପଥ ନେବା ସହ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ କେଉଁ ମନ୍ତ୍ରୀ ସାମିଲ ହେବେ ସେନେଇ ଏବେଠୁ…

ମନ୍ତ୍ରିମଣ୍ଡଳରେ ସାମିଲ ପାଇଁ ଆସିଲା ଫୋନ୍‌, ଜାଣନ୍ତୁ କାହା କାହା ପାଖକୁ ଗଲା କଲ୍‌

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବେ। ମୋହନ ଶପଥ ନେବା ସହ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ କେଉଁ ମନ୍ତ୍ରୀ ସାମିଲ ହେବେ ସେନେଇ ଏବେଠୁ…

ଦେଶକୁ କ’ଣ କ’ଣ ଦେଉଛି ଓଡ଼ିଶା? ନୂଆ ସରକାର ହେବା ପୂର୍ବରୁ…

ଭୁବନେଶ୍ୱର,୧୨।୬: ଲୋକ ସଭା ସହ ବିଧାନସଭା ନିର୍ବାଚନରେ ଭାଜପାକୁ ବହୁମତ ମିଳିଛି। ରାଜ୍ୟରେ ପ୍ରଥମ ଥର ଦଳର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ରାଜଧାନୀ ଭୁବନେଶ୍ୱରର ଜନତା ମଇଦାନରେ ଶପଥ ଗ୍ରହଣ ସମାରୋହର ଭବ୍ୟ ଆୟୋଜନ…

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।

ଚାଇନାକୁ ପାନେ ଦେବେ ମୋଦି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୬: କେନ୍ଦ୍ରରେ ସରକାର ଗଠନ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଠୋର ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ତିବ୍ଦତ ସମ୍ପର୍କରେ ମଧ୍ୟ ସମାନ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଚାଇନାକୁ କ୍ଷତି ପହଞ୍ଚାଇବାକୁ ଯାଉଛି ବୋଲି ବିଶ୍ୱାସ କରାଯାଉଛି। କେବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri