Home

ତୁମେ ଜଣେ ମହିଳା, କିଛି ଜାଣିନାହଁ: ବିଧାନସଭାରେ ମହିଳା ବିଧାୟକଙ୍କୁ ଗାଳି କଲେ ମୁଖ୍ୟମନ୍ତ୍ରୀ

ପାଟନା,୨୪।୭: ବିହାର ବିଧାନସଭାରେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମହିଳାଙ୍କ ବିଷୟରେ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ବିହାର ବିଧାନସଭାରେ ନୀତୀଶ କୁମାର ଭାଷଣ ଦେଇଥିଲେ। ସେ ଅଭିଯୋଗ କରିଥିଲେ, ୨୦୦୫ ପରେ ଆରଜେଡି ମହିଳାମାନଙ୍କୁ ଆଗକୁ…

ଯୋଗୀ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅଖିଳେଶ ଯାଦବ

ଲକ୍ଷ୍ନୌ,୨୪।୭: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଧାରଣାରେ ପହଞ୍ଚିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି…

ବିସିସିଆଇ ବିପକ୍ଷରେ ଆସିଲା ଏହି ଦେଶ: ପାକିସ୍ତାନ ଯିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୨୪।୭:ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜକ ଦେଶ ହେଉଛି ପାକିସ୍ତାନ। ଏହି ଟୁର୍ନାମେଣ୍ଟର ତାରିଖ ଘୋଷଣା କରାଯାଇଛି। କିନ୍ତୁ ବିସିସିଆଇ କହିଛି ଯେ, ପାକିସ୍ତାନରେ ସୁରକ୍ଷା ଚିନ୍ତା ଯୋଗୁ ଭାରତୀୟ ଦଳ ଆଇସିସି ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଯିବ ନାହିଁ। ଏଥିସହ…

ଜଗନମୋହନଙ୍କୁ ସମର୍ଥନ ଦେଲେ ଅଖିଳେଶ,ଇଣ୍ଡିଆ ମେଣ୍ଟରେ ସାମିଲ୍‌ ହେବେ କି ଜଗନମୋହନ! ଜନ୍ତରମନ୍ତରରେ ଭେଟିଲେ…

ନୂଆଦିଲ୍ଲୀ,୨୪।୭: ବଜେଟ ଏବଂ କୃଷକ ପ୍ରସଙ୍ଗକୁ ନେଇ ବିରୋଧୀ କେନ୍ଦ୍ର ସରକାରଙ୍କୁ ସଂସଦରେ ଘେରିବାରେ ଲାଗିଛନ୍ତି। ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ସରକାର ଉପରେ ତୁହାକୁ ତୁହା ଆକ୍ରମଣ କରିଛନ୍ତି। ଏହି ସମୟରେ, ଆନ୍ଧ୍ରପ୍ରଦେଶର ପୂର୍ବତନ…

ବିମାନ ଦୁର୍ଘଟଣା: ୧୮ ଜଣଙ୍କ ମୃତ୍ୟୁ ସୂଚନା, ପାଇଲଟ ଗୁରୁତର

କାଠମାଣ୍ଡୁ,୨୪।୭: ନେପାଳର ରାଜଧାନୀ କାଠମାଣ୍ଡୁରେ ଉଡ଼ାଣ ସମୟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଯାତ୍ରୀ ଥିଲେ। ତେବେ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଏଥିସହିତ ବିମାନର ପାଇଲଟ ଗୁରୁତର ଆହତ ହୋଇଛନ୍ତି।…

ସଂସଦରେ ହଠାତ୍‌ ଏମିତି ରାଗିଗଲେ ନିର୍ମଳା ସୀତାରମଣ, ବିତର୍କ ପାଇଁ କଂଗ୍ରେସକୁ ଦେଲେ ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍‌ଲୀ,୨୪।୭: ବଜେଟ୍‌କୁ ନେଇ ସଂସଦରେ ହଙ୍ଗାମା ଜାରି ରହିଛି। କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜ୍ଜୁନ ଖାର୍ଗେ ବିରୋଧ କରୁଛନ୍ତି। ତେବେ ବୁଧବାର ସଂସଦରେ ରାହୁଲ କେବଳ ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବଜେଟ୍‌ରେ ସବୁ…

ପ୍ରଶ୍ନକାଳରେ ହଟ୍ଟଗୋଳ, କକ୍ଷତ୍ୟାଗ କଲା ବିଜେଡି

ଭୁବନେଶ୍ୱର,୨୪।୭: ବିଧାନସଭା ବଜେଟ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହେଲେ ତୃତୀୟ ଦିନ ଗୃହ ଆରମ୍ଭରୁ ହଟ୍ଟଗୋଳ ଦେଖାଯାଇଛି। ପ୍ରଶ୍ନକାଳରେ ହଟ୍ଟଗୋଳ କରି ବିଜେଡି ସଦସ୍ୟ କକ୍ଷତ୍ୟାଗ କରିଛନ୍ତି। ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ସଦସ୍ୟ ମଧ୍ୟ ହୋହାଲ୍ଲା କରିଛନ୍ତି।…

ଆଜି ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୪ା୭(ଅସମାପିକା ସାହୁ): ସାରା ରାଜ୍ୟରେ ଏବେ ବର୍ଷା ଲାଗିରହିଛି। ଉତ୍ତରଠୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ସବୁଠି ଲଗାଣ ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ମଙ୍ଗଳବାର ଅନୁଗୋଳରେ ସର୍ବାଧିକ ୫୭ ମି.ମି. ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୪୬,…

ଦରଦାମ ନିୟନ୍ତ୍ରଣ ପାଇଁ କିଛି ନାହିଁ

ନୂଆଦିଲ୍ଲୀ,୨୪ା୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ୨୦୨୪-୨୫ ଆର୍ଥିକବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ତୃତୀୟ ପାଳି କାର୍ଯ୍ୟକାଳରେ ପ୍ରଥମ ଆର୍ଥିକବର୍ଷର ରୂପରେଖ ଆଙ୍କିବାକୁ ଯାଇ ସୀତାରାମନ୍‌ ସରକାର ଗୁରୁତ୍ୱ ଦେଉଥିବା ୯ଟି ପ୍ରାଥମିକତା ଉପରେ ଜୋର୍‌…

୧୨ ବର୍ଷ ପରେ ବନ୍ଦ ହେଲା ଏହି ଟ୍ୟାକ୍ସ, ବଜେଟରେ ଏମାନଙ୍କୁ ମିଳିଲା ବଡ଼ ଉପହାର; ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୭: ବଜେଟ ୨୦୨୪ରେ କେନ୍ଦ୍ର ସରକାର ୧୨ ବର୍ଷ ପୁରୁଣା ଟ୍ୟାକ୍ସକୁ ବନ୍ଦ କରିଛନ୍ତି। ଏହି ଟ୍ୟାକ୍ସ ୟୁପିଏ-୨ ରେ ଆସିଥିବା ବେଳେ ଷ୍ଟାର୍ଟଅପ ଉପରେ ଲଗାଯାଇଥିଲା। ଏହି ଟ୍ୟାକ୍ସର ନାମ ଆଞ୍ଜେଲ ଟ୍ୟାକ୍ସ ଥିଲା। ଆଞ୍ଜେଲ ଟ୍ୟାକ୍ସ ଅର୍ଥ ହେଉଛି…

ଭାଜପା ମନ୍ତ୍ରୀଙ୍କ ନବୀନଙ୍କୁ ଗିରଫ ଦାବି ହାସ୍ୟାସ୍ପଦ: ଅରୁଣ

ଭୁବନେଶ୍ୱର,୨୦ା୭-ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କରିଥିବା ଦାବିକୁ ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ବିଧାନସଭା କିମ୍ବା…

ଯିଏ ଅଣଓଡ଼ିଆଙ୍କ କଣ୍ଟ୍ରୋଲରେ ଥିଲେ ସିଏ ଆମକୁ ଓଡ଼ିଆ ‘ଅସ୍ମିତା’ ଶିଖାଉଛନ୍ତି: ଭାଜପା

ଭୁବନେଶ୍ୱର, ୨୩।୭: ଦୀର୍ଘ ୨୫ ବର୍ଷ ପରେ ବିରୋଧୀ ଆସନକୁ ଆସିଥିବା ବିଜେଡି ବିଧାନସଭାରେ ହଙ୍ଗାମା କରୁଥିବା ଦେଖାଯାଇଛି। ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ବିଜେଡି ମୁଖ୍ୟମନ୍ତ୍ରୀ ବିବୃତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri