ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍, ୨ ଗେଟ୍ରେ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୧।୧୦(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ ଜଳଭଣ୍ଡାରର ପୂର୍ବରୁ ଖୋଲାଥିବା ୧୫ଟି ସ୍ଲୁଇସ୍ ଗେଟ୍ ମଧ୍ୟରୁ ଗୁରୁବାର ସକାଳେ ୩…
ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…
ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁତର ଭାବେ ଆହତ ହୋଇଥିଲେ ମଧ୍ୟ ଅନ୍ୟମାନଙ୍କ ଜୀବନ…
ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି। ବର୍ଷା ଛାଡିବା ପରେ ପ୍ରବଳ ସ୍ରୋତରେ ରାସ୍ତା ଭୁଶୁଡି ଖାଲ ଖମା ହୋଇଛି…
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା ଘଟଣା ସମ୍ନାକୁ ଆସିଛି। ଅଙ୍ଗନଓ୍ବାଡି କେନ୍ଦ୍ରକର୍ମୀ ଓ ସହାୟିକା ପିଲାଙ୍କୁ ତାଲା ପକାଇ…
ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍, ୬୨ଟଙ୍କାରୁ ଅଧିକ …
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ LPG ସିଲିଣ୍ଡର ଏବଂ ବିମାନ ଇନ୍ଧନ ବା ATF…
ବିଶ୍ୱର ପ୍ରଥମ ବ୍ୟାଟର୍ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା
ଗୁଆହାଟୀ,୧।୧୦: ‘ହିଟ୍ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ ନାଁରେ କରିଛନ୍ତି। ଗୋଟିଏ ଦେଶରେ ଦିନିକିଆ କ୍ରିକେଟ୍ରେ ୨୦୦ଟି ଛକା ପୂରଣ କରିଥିବା…
ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ କେତେକ ନିୟମ ଅକ୍ଟୋବର ୧, ୨୦୨୬ରୁ ଲାଗୁ ହୋଇଥିବା ବେଳେ UPI ସମ୍ପର୍କିତ…
ଗିଲ୍ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି। ଗୁଆହାଟୀରେ ଖେଳାଯାଇଥିବା ମ୍ୟାଚ୍ରେ ଭାରତ ୪୦୬ ରନ୍ର ବିଶାଳ ଲକ୍ଷ୍ୟକୁ ମାତ୍ର ୪୩.୩…
ଐତିହାସିକ ରେକର୍ଡ ହାସଲ କଲେ ହିଟ୍ମ୍ୟାନ୍: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…
ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍ର ଷ୍ଟାର୍ ବ୍ୟାଟର୍ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଗୁଆହାଟୀରେ ଖେଳୁଥିବା ବେଳେ ରୋହିତ ୧୨,୦୦୦ ଦିନିକିଆ ରନ ପୂରଣ କରିଛନ୍ତି। ଏହା…
ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…
ଭୁବନେଶ୍ୱର,୧।୧୦(ସୁନିତ୍ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାପାଳଙ୍କ ସହ ଆଲୋଚନାକରି ବର୍ଷା,…
ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ
ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏପଟେ ଉତ୍ତର-ପଶ୍ଚିମ…
ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?
ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ ଅନୁସାରେ, ଉଡ଼ାଣ ସମୟରେ ହୋଇଥିବା ଆକ୍ରମଣରେ ସେ ଆହତ ହୋଇଥିଲେ । ଆହତ…

