Home

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮ ଖଣ୍ଡ ଭୋଟ୍‌ରେ ହରାଇ ପ୍ରଥମଥର ବିଧାୟକ ହୋଇଛନ୍ତି। ନିର୍ବାଚନମଣ୍ଡଳୀର କୁଆଁସରେ ୧୯୮୨ ଜୁନ୍‌ ୨୦ରେ…

ହରିୟାଣାରେ କିଏ ହେବେ ମୁଖ୍ୟମନ୍ତ୍ରୀ, ରେସ୍‌ରେ ରହିଛି ଏହିମାନଙ୍କ ନାମ…

ଚଣ୍ଡିଗଡ଼,୬ା୧୦: ହରିୟାଣାର ୯୦ଟି ବିଧାନସଭା ଆସନ ପାଇଁ ମତଦାନ ହୋଇଛି। ରାଜ୍ୟରେ କିଏ ସରକାର ଗଠନ କରିବ ସେନେଇ ଏକଜିଟ୍‌ ପୋଲ୍‌ ମଧ୍ୟ ଆସିଛି। ପ୍ରାୟ ସମସ୍ତ ଏକଜିଟ୍‌ ପୋଲ୍‌ରେ କଂଗ୍ରେସ ଆଗରେ ରହିଛି। ଇଣ୍ଡିଆ ଟୁଡେ ଆକ୍ସି ମାଇ ଇଣ୍ଡିଆର…

ଆଧିପତ୍ୟ ଯୁଗ ଶେଷ

ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସକଙ୍କ ମଧ୍ୟରୁ ଅନେକେ ଏହି ତୃତୀୟ ଶାସନ ପାଳିରେ ମନ୍ଥରତା ଏବଂ ଲକ୍ଷ୍ୟହୀନତାକୁ ଅନୁଭବ କରୁଛନ୍ତି। ଫେବୃଆରୀରେ ସଂସଦର ନୂତନ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ଭାଜପାର ତୃତୀୟ କାର୍ଯ୍ୟକାଳର ଗୁରୁତ୍ୱପୂର୍ଣ୍ଣ ପ୍ରତିବଦ୍ଧତା ପରବର୍ତ୍ତୀ ୧୦୦୦ ବର୍ଷକୁ ପ୍ରଭାବିତ…

କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…

ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି ପଡୁଥିବାର ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲାକୁ…

ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ…

ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ ହୋଇଛି। ଉକ୍ତ କଳାପଥର ଗତ ମେ ୧୬ ତାରିଖରେ ପାହାଡ଼ରୁ ଧସିଯାଇଥିଲା। ଫଳରେ କଳାପଥର…

ଜମ୍ମୁ-କଶ୍ମୀରରେ ପଲଟିଲା ବାଜି, ଏଥର ଚମକାଇଦେଲା ଏକଜିଟ ପୋଲ୍‌

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର ୮ରେ ଭୋଟ ଫଳାଫଳ ପ୍ରକାଶ ପାଇବ, କିନ୍ତୁ ଏହାପୂର୍ବରୁ ଏକଜିଟ ପୋଲ ଓ…

ହରିୟାଣା ଏକଜିଟ୍‌ ପୋଲ୍‌: ଭାଜପାକୁ ଜବରଦସ୍ତ ଝଟ୍‌କା, ସରକାର ଗଢିବାକୁ ଯାଉଛି…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣା ବିଧାନସଭାର ୯୦ଟି ଆସନ ପାଇଁ ଭୋଟ ଶେଷ ହେବା ପରେ ସମସ୍ତଙ୍କ ଅପେକ୍ଷା ଅକ୍ଟୋବର ୮କୁ।…

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’ ସ୍କୁଲ ଅଭିଯାନ ଯୋଜନାରେରେ ଉକ୍ତ ସ୍କୁଲ ପାଚେରି, ନୂତନ ସ୍କୁଲ ଗୃହ, ରୋଷେଇ ଗୃହ,…

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ମୋହନ ସରକାର। ପୁଣି ଲକ୍ଷ ଲକ୍ଷ ମହିଳା ହେବେ ଖୁସି । ଗତ ସେପ୍ଟେମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri