ପ୍ରେରଣା ଓ ପ୍ରତାରଣା
ସମାଜରେ ଅସାମାଜିକ ତତ୍ତ୍ୱଙ୍କ ସଂଖ୍ୟା ବୃଦ୍ଧି ପାଇ ସମାଜକୁ ବିଶୃଙ୍ଖଳିତ କରିଦେଉଛି। ମଣିଷର ଭକ୍ତି ଓ କୃତି ମଧ୍ୟରେ ଭୟଙ୍କର ବ୍ୟବଧାନ। ଗତ ଶତାବ୍ଦୀର ମଧ୍ୟଭାଗ ସୁଦ୍ଧା ବ୍ୟକ୍ତିର ବ୍ୟକ୍ତିତ୍ୱ ମହନୀୟତାରେ ଉଦ୍ଭାସିତ ଥିଲା। ସମ୍ପ୍ରତି ବ୍ୟକ୍ତିର ବ୍ୟକ୍ତିତ୍ୱରେ ଦେଖାଦେଇଛି କାଳବୈଶାଖୀର…
ଆଜି ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ
ନୂଆଦିଲ୍ଲୀ,୨୩ା୭:କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏହା ନିର୍ମଳାଙ୍କର କ୍ରମାଗତ ସପ୍ତମ ବଜେଟ ହୋଇଥିବାବେଳେ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ। ଏନ୍ଡିଏ…
ପର ପାଇଁ ଜିଇବାର ସୁଖ
ଆମେ ସଭିଏଁ ନିଜ ପାଇଁ ଜିଇବାରେ ଏତେ ବ୍ୟସ୍ତ ଓ ଅଭ୍ୟସ୍ତ ଯେ ଆମ ଜୀବନ ପରିସର ବାହାରେ ଅନ୍ୟ କାହା ଜୀବନର ଦୁଃଖଯନ୍ତ୍ରଣା ବୁଝିବାକୁ ନା ଥାଏ ସମୟ ନା ସ୍ପୁହା। ନିଜ ପାଇଁ ବୋଇଲେ ସ୍ବୟଂ ନିଜେ ଓ…
ମୋଦିଙ୍କ ନେତୃତ୍ୱକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୩। ୭(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଇନୋଭେଶନକୁ ପ୍ରୋତ୍ସାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅଟଳ ଇନୋଭେଶନ ମିଶନ ଏବଂ ୱିପୋ(ୱାଲର୍ଡ୍ ଇଣ୍ଟେଲେକ୍ଚ୍ୟୁଆଲ୍ ପ୍ରପର୍ଟି ଅର୍ଗାନାଇଜେଶନ) ମଧ୍ୟରେ ଏକ…
କଂଗ୍ରେସ ବିଧାୟକ ଦଳ ବୈଠକରେ ତାରାଙ୍କ ଅନୁପସ୍ଥିତି ନେଇ ଚର୍ଚ୍ଚା
ଭୁବନେଶ୍ୱର, ୨୩। ୭(ସୁନିତ୍ ମିଶ୍ର): କଂଗ୍ରେସ ବିଧାୟକ ଦଳ ବୈଠକ ସୋମବାର ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଛି। ନୂତନ ଭାବେ ନିଯୁକ୍ତ ହୋଇଥିବା ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…
ନାମ ନୁହେଁ ମାନ
ଆସିଲା ବର୍ଷା ଏବଂ ମୁଖ୍ୟତଃ ଉତ୍ତରଭାରତରେ ଆରମ୍ଭ ହେଲା ବୋଲବମ୍ ଯାତ୍ରା। ଓଡ଼ିଶାରେ ଆମେ ଯାହାକୁ ବୋଲବମ୍ କହୁ ସେମାନଙ୍କୁ ଉତ୍ତର ପ୍ରଦେଶ ଭଳି ରାଜ୍ୟରେ କାଉଡ଼ିଆ ଡାକନ୍ତି। ଏହି ଧାର୍ମିକ ଯାତ୍ରାରେ ସାଧାରଣତଃ ଗୋଟିଏ ନଦୀ କିମ୍ବା ପୋଖରୀରୁ ଜଳ…
ସାଂସ୍କୃତିକ ଆଦାନ ପ୍ରଦାନକୁ ପ୍ରୋତ୍ସାହିତ କରେ
ପ୍ରତିବର୍ଷ ଜୁଲାଇ ୨୩ରେ ଜାତୀୟ ପ୍ରସାରଣ ଦିବସ ପାଳନ କରାଯାଇଥାଏ। ୧୯୨୭ରେ ବମ୍ବେ (ମୁମ୍ବାଇ)ଷ୍ଟେଶନରୁ ପ୍ରସାରିତ ପ୍ରଥମ ରେଡିଓ ପ୍ରସାରଣକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ଏହିଦିନ ଭାରତୀୟ ପ୍ରସାରଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି…
ହାରିସ୍ଙ୍କ ପ୍ରତି ବଢ଼ୁଛି ସମର୍ଥନ
ଓ୍ବାଶିଂଟନ,୨୩ା୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଦଳର ପ୍ରାର୍ଥତ୍ତ୍ୱ ଦୌଡ଼ରୁ ରାଷ୍ଟ୍ରପତି ଜୋ ବାଇଡେନ୍ ଓହରିଯିବା ପରେ ଉପରାଷ୍ଟ୍ରପତି କମଲା ହାରିସ୍ଙ୍କ ପ୍ରତି ସମର୍ଥନ ବଢ଼ିଛି। ବାଇଡେନ୍ ନିର୍ବାଚନ ଲଢ଼ିବେ ନାହିଁ ବୋଲି ରବିବାର ଘୋଷଣା କରିବା ସହ ହାରିସ୍ଙ୍କୁ…
ଶିକ୍ଷାମନ୍ତ୍ରୀଙ୍କୁ ରାହୁଲଙ୍କ ଟାର୍ଗେଟ
ନୂଆଦିଲ୍ଲୀ,୨୩ା୭(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରୁ ବିରୋଧୀ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହରେ ଏହି ପ୍ରସଙ୍ଗ ଉଠାଇବା ସହ ଏହା ଦେଶର…
ଶ୍ରୀଲଙ୍କା ସିରିଜ ପୂର୍ବରୁ ଭାରତୀୟ ଅଲରାଉଣ୍ଡରଙ୍କର ହେଲା ଏନଗେଜମେଣ୍ଟ
ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳ ସୋମବାର ଶ୍ରୀଲଙ୍କା ଅଭିମୁଖେ ଯାତ୍ରା କରିଛି। ଏହି ସମୟରେ କ୍ରିକେଟର ଲଲିତ ଯାଦବଙ୍କର ଏନଗେଜମେଣ୍ଟ ହୋଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି। ନିକଟରେ ସେ ତାଙ୍କ ଫିୟାଂସିଙ୍କୁ ଫିଲ୍ମ…
ଗଣମାଧ୍ୟମରେ ଚର୍ଚ୍ଚା, ଓଡ଼ିଶାରେ ଭାଜପା ବିଜୟୀ ହେବା ପଛରେ ଅଛି ପାଣ୍ଡିଆନଙ୍କ ହାତ? ନବୀନ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୨।୭: ଓଡ଼ିଶା ରାଜନୀତିକୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ଏହାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପୂର୍ବତନ ସହକର୍ମୀ ଭି.କେ ପାଣ୍ଡିଆନଙ୍କ ସମର୍ଥନରେ ବାହାରିଛନ୍ତି। ନବୀନ ପଟ୍ଟନାୟକ ଏକ ଗଣମାଧ୍ୟମ ରିପୋର୍ଟର ଦାବିକୁ…
ସୁପ୍ରିମକୋର୍ଟର ଏହି ବଡ଼ ନିୟମକୁ ବଦଳାଇ ଦେଲେ ସିଜେଆଇ
ନୂଆଦିଲ୍ଲୀ,୨୨।୭: ସୋମବାର ସୁପ୍ରିମକୋର୍ଟ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି, ଯାହା ଅଧୀନରେ ଓ୍ବିକ ଡେଜରେ ମଧ୍ୟ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ କୋର୍ଟ ଖୋଲା ରହିବ। ଆହୁରି ମଧ୍ୟ, ବର୍ତ୍ତମାନଠାରୁ କୋର୍ଟ ପ୍ରଥମ ଏବଂ ତୃତୀୟ ଶନିବାର ଦିନ ମଧ୍ୟ ଖୋଲା…
Archives


