Home

ବାଇକ୍‌ ସହ ସ୍କୁଟି ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରତର

ଦାରିଙ୍ଗବାଡ଼ି,୩ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଛକରେ ବାଇକ୍‌ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ…

ବଜେଟକୁ ନେଇ ଭାଜପାକୁ ଟାର୍ଗେଟ

ଭୁବନେଶ୍ୱର,୩ା୨(ସୁନିତ୍‌ ମିଶ୍ର): କେନ୍ଦ୍ର ବଜେଟରେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିଜେଡି ଓ କଂଗ୍ରେସ ଅଭିଯୋଗ କରିଛନ୍ତି। ଆଗକୁ ନିର୍ବାଚନ ଥିବାରୁ ବିହାରକୁ ଫୋକସ୍‌ରେ ରଖାଯାଇଥିବା ବେଳେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିରୋଧୀ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପାର ଯୁକ୍ତି କିନ୍ତୁ ପୂର୍ବ…

ସର୍ବୋଚ୍ଚ ସ୍ତରରେ ସୁନା ଦର

ଭୁବନେଶ୍ୱର,୩।୨: କ୍ରମାଗତ ଭାବେ ସୁନା ଓ ରୁପା ଦର ଘରୋଇ ବଜାରରେ ବୃଦ୍ଧି ପାଇଚାଲିଛି। ଏପରି କି ବର୍ତ୍ତମାନ ବିବାହ ଋତୁ ଓ ଶୁଭକାର୍ଯ୍ୟ ସାରା ଦେଶରେ ଜାରି ରହିଥିଲାବେଳେ ମୂଲ୍ୟବାନ ଧାତୁ ଏବଂ ସୁନା ଓ ରୁପା ଦର ବୃଦ୍ଧି…

‘ସଲିଟାୟାର ୱାନ୍‌’ର ଶୁଭାରମ୍ଭ

ନୂଆଦିଲ୍ଲୀ,୩।୨: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନୂତନ କଲେକ୍ସନ ‘ସଲିଟାୟାର ୱାନ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଯାହା ପ୍ରାକୃତିକ ହୀରାକୁ ନେଇ ଏକ ଉତ୍କୃଷ୍ଟ କଲେକ୍ସନ୍‌ ହୋଇଥିଲାବେଳେ ପ୍ରତ୍ୟେକଟି ଅନ୍ତର୍ଜାତୀୟ ପରୀକ୍ଷାଗାର ଦ୍ୱାରା ଏହା ପ୍ରମାଣିତ ହୋଇଛି। ଏପରିକି ବଲିଉଡ୍‌…

ବଜାରରେ କିଆର ଅଲ୍‌ ନ୍ୟୁ ‘ସିରୋସ’

ଭୁବନେଶ୍ୱର,୩।୨: (ଅଭୟ ଦାଶ): କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ମଡେଲ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କିଆର ‘ଅଲ୍‌ ନ୍ୟୁ ସିରୋସ’ ବୈପ୍ଳବାମତ୍ିକ ଏସୟୁଭି ନିକଟରେ ଅନାବରଣ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତି ପ୍ରାପ୍ତ ଡିଲର ଗୁଗୁନାନୀ କିଆର ପଟିଆ…

ସ୍ପର୍ଶର ପ୍ରତିଷ୍ଠା ଦିବସ ‘ଆରୋଗ୍ୟ ୨୦୨୫’

ଭୁବନେଶ୍ୱର,୩।୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ସ୍ପର୍ଶ ଗ୍ରୁପ୍‌ ଅଫ୍‌ ହସ୍ପିଟାଲ୍‌ର ୧୮ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ଆରୋଗ୍ୟ ୨୦୨୫’ ରବିବାର ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ପାଳିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ୍‌ ମୁଖ୍ୟ ଅତିଥି ଭାବେ…

ରୋମାଣ୍ଟିକ ଫିଲ୍ମ କରିବାକୁ ଚାହୁଁଛନ୍ତି ଜୟଦୀପ

ମୁମ୍ବାଇ: ଅଭିନେତା ଜୟଦୀପ ଅହଲାୱତ୍‌ଙ୍କୁ ନେଇ ଏବେ ଖୁବ୍‌ ଚର୍ଚ୍ଚା ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ସେ କୌଣସି ରୋମାଣ୍ଟିକ ଫିଲ୍ମ କିମ୍ବା ରୋମାଣ୍ଟିକ ଚରିତ୍ରରେ କାର୍ଯ୍ୟ କରିନାହାନ୍ତି। ରୋମାଣ୍ଟିକ ଫିଲ୍ମ କରିବାକୁ ଚାହାନ୍ତି ନାହିଁ କି ବୋଲି ରବିବାର ଏକ ସାକ୍ଷାତ୍‌କାରରେ…

ବିଶ୍ବର ଏକମାତ୍ର ଟେନ୍‌ ଷ୍ଟାର୍‌ ହୋଟେଲ

ଦୁବାଇ: ସାଉଦି ଆରବର ଦୁବାଇରେ ବିଶ୍ବର ଏକମାତ୍ର ଦଶ ତାରକା ହୋଟେଲ ‘ଜୁମିରା ବୁର୍ଜ ଅଲ ଆରବ’ ରହିଛି। ଦୁବାଇର ଏକ କୃତ୍ରିମ ଦ୍ୱୀପରେ ନିର୍ମିତ ଏହି ହୋଟେଲ ଅତ୍ୟନ୍ତ ବିଳାସପୂର୍ଣ୍ଣ ହୋଇଥିବା ବେଳେ ଏହାର ଆକାର ଏକ ଡଙ୍ଗା ପରି…

ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୩।୨(ପି.ଟି.): ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଗତ ମାସ ୨୯ ତାରିଖ ଅମୃତ ସ୍ନାନ ବେଳେ ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିବା ସହ ୬୦ ଜଣ ଆହତ ହୋଇଥିଲେ। ମେଳାରେ ଯୋଗଦେଉଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ…

କେନ୍‌ ମାର୍ଟିନ୍‌ ଆମେରିକା ଡେମୋକ୍ରାଟ୍‌ ନେତା ନିର୍ବାଚିତ

ଓ୍ବାଶିଂଟନ,୩।୨: ଆମେରିକାର ଡେମୋକ୍ରାଟ୍‌ମାନେ ୫୧ ବର୍ଷୀୟ ପ୍ରଗତିଶୀଳ ଆକ୍ଟିଭିଷ୍ଟ କେନ୍‌ ମାର୍ଟିନ୍‌ଙ୍କୁ ଶନିବାର ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ଗତବର୍ଷ ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ପ୍ରାର୍ଥୀ ପରାଜିତ ହେବା ପରେ ସ୍ଥିତି ସୁଧାରିବା ପାଇଁ ମାର୍ଟିନ୍‌ ଦଳର ପୁନର୍ଗଠନ କରିବେ। ଏଥିସହିତ…

ବନ୍ଧୁତ୍ୱ ରକ୍ଷା କଲେ ଟ୍ରମ୍ପ! କାନାଡା-ମେକ୍ସିକୋକୁ ଦେଲେ ଝଟକା, ହେଲେ ତାଲିକାରେ ନାହିଁ ଭାରତ

ଓ୍ବାଶିଂଟନ,୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଶୁଳ୍କ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଶନିବାର ସାରୁ କାର୍ଯ୍ୟକାରୀ ହୋଇଛି। ଏହି ନିଷ୍ପତ୍ତି ସହିତ, ଆମେରିକା ଏବଂ ଏହି ଦେଶଗୁଡ଼ିକ…

ସଂସଦରେ ସ୍କ୍ରିନିଂ ହେବ ଜାପାନୀ ଫିଲ୍ମ, ଏକାଠି ବସି ଦେଖିବେ ଲୋକ ସଭା ବାଚସ୍ପତିଙ୍କ ସହ ଏମପି

ନୂଆଦିଲ୍ଲୀ,୨।୨: ସଂସଦ ଭବନରେ ପୂର୍ବରୁ ଅନେକ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇସାରିଛି। ଏବେ ସଂସଦ ପରିସରରେ ଏକ ଜାପାନୀ ଚଳଚ୍ଚିତ୍ର ପ୍ରଦର୍ଶିତ ହେବାକୁ ଯାଉଛି। ଏହି ଫିଲ୍ମଟି ଆଜିର ନୁହେଁ। ଏହି ଚଳଚ୍ଚିତ୍ରଟି ୧୯୯୩ ମସିହାରେ ମୁକ୍ତିଲାଭ କରିଥିଲା। ଖୁବ ଶୀଘ୍ର, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?