Home

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ

କେନ୍ଦୁଝର,୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଶିବନାରାୟଣପୁରଗୋଡ଼ା ଗ୍ରାମର ପ୍ରଧାନଶିକ୍ଷକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି। ପ୍ରକାଶ ଯେ, ଉକ୍ତ ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ କରିଥିବା…

କଂଗ୍ରେସରେ ଯୋଗ ଦେବେ ସଞ୍ଜୟ ରାଉତ? ନିତେଶ ରାଣେଙ୍କ ଦାବିକୁ ନେଇ ରାଜନୀତି ସରଗରମ

ମୁମ୍ବାଇ,୨।୨: ମହାରାଷ୍ଟ୍ରର ମନ୍ତ୍ରୀ ତଥା ଭାଜପା ବିଧାୟକ ନିତେଶ ରାଣେ ଶିବସେନାର ୟୁବିଟି ଏମପି ସଞ୍ଜୟ ରାଉତଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ସଞ୍ଜୟ ରାଉତ କଂଗ୍ରେସରେ ଯୋଗଦେବା ପାଇଁ ଦିଲ୍ଲୀର ଜଣେ ନେତାଙ୍କ ସହ…

ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ କିଛି ସମୟ କେସିଙ୍ଗା ଏନ୍‌ଏସି ଗେଷ୍ଟ ହାଉସ୍‌ରେ ରହଣି ବେଳେ ନଗର ଭାଜପା…

ତାତିଲା ଭାଜପା: ସୋନିଆ ରାହୁଲଙ୍କ କୁଶପୁତ୍ତଳିକା କଲା ଦାହ

ପାଟଣା,୨ା୨(ବୀରକିଶୋର ଦାଶ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଭାଜପା ପକ୍ଷରୁ କଡ଼ା ସମାଲୋଚନା କରାଯିବା ସହ ଏହାର ପ୍ରତିବାଦରେ ରବିବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ…

ଇନକମ ଟ୍ୟାକ୍ସ ଉପରେ କାହିଁକି ୧୨ ଲକ୍ଷ ପର୍ଯ୍ୟନ୍ତ ଦିଆଗଲା ଛାଡ? ଉତ୍ତର ରଖିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର (ଫେବୃଆରୀ ୧) ତାଙ୍କର ଲଗାତାର ଅଷ୍ଟମ ବଜେଟ ଉପସ୍ଥାପନ କରିଛନ୍ତି। ସେ ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ ଟିକସ ପରିସରରୁ ବାହାରେ ରଖିବା ପାଇଁ ଏକ ବଡ଼ ଘୋଷଣା କରିଥିଲେ, ଯାହା…

ଆମେରିକା ଉପରେ୨୫ ପ୍ରତିଶତ ଟାରିଫ ଲଗାଇଲା କାନାଡା, କାନ୍ଦିବେ ଟ୍ରମ୍ପ!

ଓ୍ବାଶିଂଟନ,୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଶୁଳ୍କ ଲାଗୁ କରିବା ପାଇଁ ଏକ ଆଦେଶରେ ସ୍ବାକ୍ଷର କରିଛନ୍ତି। ଟ୍ରମ୍ପ ପ୍ରଶାସନ କହିଛି ଯେ ଏହାର ଲକ୍ଷ୍ୟ ହେଉଛି ଦେଶରେ ନିଶାଦ୍ରବ୍ୟ ଏବଂ ଅବୈଧ…

ଟ୍ରମ୍ପଙ୍କ ଟାରିଫ ଘୋଷଣା ପରେ ରାଗିଲା ଚାଇନା, WTOରେ ଦାୟର କରିବ ମାମଲା

ବେଜି,୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଶୁଳ୍କ ଯୁଦ୍ଧ ବା ଟେରିଫ ଓ୍ବାର ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଶୁଳ୍କ ଘୋଷଣା କରିଥିଲେ। ଏହାର ଜବାବରେ, ଏହି…

ଭାରତର ବଜେଟକୁ ନେଇ ପ୍ରତିକ୍ରିୟା ରଖିଲେ ପାକିସ୍ତାନୀ, ଏମିତି କହିଲେ ଯେ ଶହବାଜ ସରିଫ ଶୁଣିଲେ…

ଇସଲାମାବାଦ,୨।୨: ଭାରତ ସରକାର ଶନିବାର (ଫେବୃଆରୀ ୧)ରେ ୨୦୨୫-୨୬ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି, ଯାହା ୫୦.୬୫ ଲକ୍ଷ କୋଟି ଟଙ୍କାର ଏକ ବିଶାଳ ବଜେଟ। ଏଥିରେ ଅନେକ ଜିନିଷ ଅନ୍ତର୍ଭୁକ୍ତ, ଯାହା ଏହି ସାଧାରଣ ବଜେଟକୁ ସ୍ବତନ୍ତ୍ର କରିଥାଏ।…

ହାଇଓ୍ବେରେ ଭୟଙ୍କର ଦୁର୍ଘଟଣା…୨୦୦ ଫୁଟ ତଳକୁ ଖସିପଡ଼ି ଖଣ୍ଡ ଖଣ୍ଡ ହୋଇଗଲା ବସ୍‌; ୭ ମୃତ

ନାସିକ,୨।୨: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର…

ଘର ଭିତରେ ପଶି ୨ ବାଇକ୍‌ ଜାଳିଦେଲେ ଦୁର୍ବୃତ୍ତ

ପାଟଣା,୨ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ତରଣୀସେନ ପାତ୍ରଙ୍କ ଘର ପରିସରରେରେ ଥିବା ବୁଲେଟ୍‌ ଓ ବାଇକ୍‌କୁ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜାଳି ଦେଇଛନ୍ତି। ଏକ ବଡ଼ଧରଣର ଅଘଟଣରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି…

ଏହି ହ୍ୟାଣ୍ଡସମ୍‌ଙ୍କୁ ଡେଟ୍‌ କରୁଛନ୍ତି ସାମନ୍ଥା? ଫଟୋ ଶେୟାର କରି କଲେ ବଡ଼ ଖୁଲାସା

ହାଇଦ୍ରାବାଦ: ପୁଣି ଥରେ ପ୍ରେମରେ ପଡ଼ିଛନ୍ତି ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ। ଆଜିକାଲି ନିଜର ଆଗାମୀ ସିରିଜ ‘ରକ୍ତ ବ୍ରହ୍ମାଣ୍ଡ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି ସେ। ପ୍ରଶଂସକ ଏବେ ସିରିଜର ରିଲିଜକୁ ଅପେକ୍ଷା କରି ରହିଛନ୍ତି। ଏମିତିରେ ସାମନ୍ଥାଙ୍କ…

ଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲା

ଭବାନୀପାଟଣା/ଲାଞ୍ଜିଗଡ଼,୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅନ୍ତର୍ଗତ କାଦୋମାଳିରେ ଗାଁରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚାଷଜମିରେ ଘର କରି ରହିଥିବା ଦୋରାସାର୍ଲି ଗାଁର ମାଗାନା ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?